Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶା ମଧ୍ୟଦେଇ ପଶ୍ଚିମ ଭାରତକୁ ଚାଲିବ ତୀର୍ଥଯାତ୍ରୀ ବିଶେଷ ପର୍ଯ୍ୟଟକ ଟ୍ରେନ

ଭୁବନେଶ୍ୱର: ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ପଶ୍ଚିମ ଭାରତରେ ଥିବା ଗୁରୁତ୍ୱପୂର୍ଣ୍ଣ ତୀର୍ଥ ସ୍ଥାନ ଗୁଡିକ ଭ୍ରମଣ ପାଇଁ ସ୍ୱତନ୍ତ୍ର ଟୁର୍ ପ୍ୟାକେଜ୍ “ତୀର୍ଥଯାତ୍ରୀ ସ୍ୱତନ୍ତ୍ର ପର୍ଯ୍ୟଟନ ଟ୍ରେନ୍” ବ୍ୟବସ୍ଥା କରାଯାଇଅଛି। ବାରାଣାସୀ, ଗୟା ଏବଂ ପ୍ରୟାଗରାଜ ଆଡକୁ ପ୍ରଥମ ତୀର୍ଥଯାତ୍ରୀ ସ୍ୱତନ୍ତ୍ର ପର୍ଯ୍ୟଟନ ଟ୍ରେନର ସଫଳତା ପରେ ଦ୍ୱିତୀୟ ତୀର୍ଥଯାତ୍ରୀ ସ୍ୱତନ୍ତ୍ର ପର୍ଯ୍ୟଟନ ଟ୍ରେନ୍ ନଭେମ୍ବର ମାସ ଶେଷ ସପ୍ତାହରେ ଦ୍ୱାରକା, ସୋମନାଥ ମନ୍ଦିର, ନାଗେଶ୍ୱର, ବେଟ୍ ଦ୍ୱାରକା, ଅହମ୍ମଦାବାଦ ଏବଂ ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ଭ୍ରମଣ କରାଇବ।

ଏହି ତୀର୍ଥଯାତ୍ରୀ ସ୍ୱତନ୍ତ୍ର ପର୍ଯ୍ୟଟନ ଟ୍ରେନ୍ ବିଜୟୱାଡା ଠାରୁ 10 ରାତି 11 ଦିନ ପାଇଁ 28 ନଭେମ୍ବରରେ ଯାତ୍ରା ପ୍ରାରମ୍ଭ କରିବ ଏବଂ 8 ଡିସେମ୍ବର 2021 ରେ ଯାତ୍ରା ଶେଷ କରିବ।  ଏହି ଟ୍ରେନ୍ ବ୍ରହ୍ମପୁର, ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ତାଳଚେର ରୋଡ୍, ଅନୁଗୁଳ, ସମ୍ବଲପୁର ଏବଂ ଝାରସୁଗୁଡାରେ ବୋର୍ଡିଂ ପଏଣ୍ଟ ଯୋଗାଇବ।

ଷ୍ଟାଚ୍ୟୁ ଅଫ୍ ୟୁନିଟି, ଦ୍ୱାରକାଦ୍ଧିଶ ମନ୍ଦିର, ନାଗେଶ୍ୱର ଜ୍ୟୋତିର୍ଲିଙ୍ଗ, ସୋମନାଥ ଜ୍ୟୋତିର୍ଲିଙ୍ଗ, କୀର୍ତ୍ତୀ ମନ୍ଦିର, ଅକ୍ଷ୍ୟରଧାମ ମନ୍ଦିର ପରି ପର୍ଯ୍ୟଟନ ତଥା ଧାର୍ମିକ ଗନ୍ତବ୍ୟ ସ୍ଥାନ ଏହି ପ୍ୟାକେଜରେ ସ୍ଥାନ ପାଇଛି।

ପ୍ରତ୍ୟକ ବ୍ୟକ୍ତିଙ୍କ ପାଇଁ ପ୍ୟାକେଜ୍ ମୂଲ୍ୟ ଷ୍ଟାଣ୍ଡାର୍ଡ ପ୍ୟାକେଜ୍ (ସ୍ଲିପର୍ କ୍ଲାସ୍) ରେ 10400/- ଟଙ୍କା ଏବଂ ଆରାମଦାୟକ ପ୍ୟାକେଜ୍ (AC-3 Tier) ରେ 17330 / – ଟଙ୍କା ହେବ। ଏହି ପ୍ୟାକେଜରେ ରାତ୍ରି ରହଣି (ସ୍ଲିପର ଶ୍ରେଣୀ ପାଇଁ ଛାତ୍ରାବାସ ଏବଂ ଏସି 3 ସ୍ତର ପାଇଁ 3 ତାରକା ହୋଟେଲ), ଦର୍ଶନୀୟ ସ୍ଥାନ, ଜଳଖିଆ ଏବଂ ସାକାହାରୀ ରାତ୍ରୀ ଭୋଜନ/ମଧ୍ୟାହ୍ନ ଭୋଜନ, ଟୁର୍ ଏସକର୍ଟ ଏବଂ ସୁରକ୍ଷା ବ୍ୟବସ୍ଥା, ଭ୍ରମଣ ବୀମା ଏବଂ ପାର୍କିଂ ଓ ଟୋଲ୍ ଚାର୍ଜ ଇତ୍ୟାଦି ଅନ୍ତର୍ଭୁକ୍ତ।

ଏହି ଅଞ୍ଚଳର ଯାତ୍ରୀମାନେ ଗୁଜୁରାଟର ଧାର୍ମିକ ଓ ପର୍ଯ୍ୟଟନ ସ୍ଥାନକୁ ଓଡ଼ିଶାର ବିଭିନ୍ନ ବୋର୍ଡିଙ୍ଗ ଷ୍ଟେସନ ମାନଙ୍କ ଠାରୁ ଉପରୋକ୍ତ ପର୍ଯ୍ୟଟକ ପ୍ୟାକେଜ୍ ଦ୍ୱାରା ପରିଦର୍ଶନ କରିବାର ଲାଭ ପାଇପାରିବେ।

ଏହା ବ୍ୟତୀତ ଭୁବନେଶ୍ୱରରେ ଥିବା ଆଇଆରସିଟିସି ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ କାଶ୍ମୀର, ଆସାମ, ମେଘାଳୟ, ରାଜସ୍ଥାନ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ ଏବଂ ଦକ୍ଷିଣ ଭାରତର ରାମେଶ୍ୱରମ୍, ମଦୁରାଇ, କନ୍ୟାକୁମାରୀ ଏବଂ ତ୍ରିଭେନ୍ଦ୍ରମ ଇତ୍ୟାଦି ସ୍ଥାନମାନଙ୍କୁ ସବୁଠାରୁ ଶସ୍ତା ଘରୋଇ ଏୟାର ପ୍ୟାକେଜ୍ ମଧ୍ୟ ପ୍ରଦାନ କରୁଛି। ଯାତ୍ରୀ ମାନଙ୍କ ଚାହିଦାର ଆବଶ୍ୟକତା ଅନୁଯାୟୀ ଏହି ପ୍ୟାକେଜ୍ ଉପଲବ୍ଧ ହେବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୧ ଟି ଲୋକାଲ କେସ୍‌ ରହିଛ। ୫୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୨୦ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୭, କଟକରୁ ୬୪, ମୟୂରଭଞ୍ଜରୁ ୩୧, ବାଲେଶ୍ବରରୁ ୨୬, ପୁରୀରୁ ୧୭, ଯାଜପୁରରୁ ୧୬, ଜଗତସିଂହପୁରରୁ ୧୪, ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୯, କେନ୍ଦ୍ରାପଡାରୁ ୮, ନୟାଗଡରୁ ୪, ଢେଙ୍କାନାଳରୁ ୩, ଦେବଗଡରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, ଅନୁଗୁଳରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୨୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୧୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଠିକା କର୍ମଚାରୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର: ପ୍ରଥମ ବର୍ଷରୁ ପାଇବେ ଏଭଳି ସୁବିଧା

ଭୁବନେଶ୍ବର: ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟ ବଡ ନିଷ୍ପତ୍ତି ନେଇଛି। ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ରାଜ୍ୟର ସମସ୍ତ କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ମିଳିବା ଲାଗି କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏଥିପାଇଁ ବାର୍ଷିକ ୨୫୦ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ନିୟମିତ କର୍ମଚାରୀଙ୍କ ଭଳି ନୂତନ ଭାବେ ଯୋଗ ଦେଉଥିବା କର୍ମଚାରୀମାନେ ମେଡିକାଲ ଖର୍ଚ୍ଚ ପାଇବେ। କିନ୍ତୁ ପୂର୍ବ ନିୟମାନୁସାରେ ୬ ବର୍ଷ ପରେ ଠିକା କର୍ମଚାରୀମାନେ ନିୟମିତ ହେବେ। ଏନେଇ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୨, କଟକରୁ ୫୦, ଜଗତସିଂହପୁରରୁ ୨୬, ବାଲେଶ୍ବରରୁ ୨୧, ଯାଜପୁରରୁ ୧୬, ପୁରୀରୁ ୧୫, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, ଢେଙ୍କାନାଳରୁ ୧୨, କେନ୍ଦ୍ରାପଡାରୁ ୮, ଝାରସୁଗୁଡାରୁ ୫, ଗଞ୍ଜାମରୁ ୪, ଦେବଗଡରୁ ୩, ନୟାଗଡରୁ ୩, ସୁନ୍ଦରଗଡରୁ ୩, ଅନୁଗୁଳରୁ ୨, କୋରାପୁଟରୁ ୨, ସୋନପୁରରୁ ୨, ମାଲକାନଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୮ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୪୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୬ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଟି ଲୋକାଲ କେସ୍‌ ରହିଛ। ୫୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୩୩ ଜଣ, କଟକ ଜିଲ୍ଲାରୁ ୬୩, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୭, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୯ ଏବଂ ଷ୍ଟେଟ ପୁଲରୁ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୭, କଟକରୁ ୫୩, ବାଲେଶ୍ବରରୁ ୪୭, ମୟୂରଭଞ୍ଜରୁ ୩୧, ଯାଜପୁରରୁ ୨୮, ଜଗତସିଂହପୁରରୁ ୨୩, ପୁରୀରୁ ୨୧, ଢେଙ୍କାନାଳରୁ ୧୬, ସମ୍ବଲପୁରରୁ ୧୧, ଅନୁଗୁଳରୁ ୭, ବଲାଙ୍ଗୀରିରୁ ୬, ଗଞ୍ଜାମରୁ ୪, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ରାୟଗଡାରୁ ୪, ଦେବଗଡରୁ ୩, କୋରାପୁଟରୁ ୩, ସୁନ୍ଦରଗଡରୁ ୩, ବରଗଡରୁ ୨, କନ୍ଧମାଳରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୪ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୦ ଜଣ, କଟକ ଜିଲ୍ଲାରୁ ୭୫, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୨୦ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୧,  ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୮, କଟକରୁ ୫୪, ଭଦ୍ରକରୁ ୪୩, ମୟୂରଭଞ୍ଜରୁ ୨୬, ଯାଜପୁରରୁ ୨୦, ଜଗତସିଂହପୁରରୁ ୧୯, ବାଲେଶ୍ବରରୁ ୧୬, ପୁରୀରୁ ୧୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୯, କେନ୍ଦ୍ରାପଡାରୁ ୬, ଅନୁଗୁଳରୁ ୫, ଗଞ୍ଜାମରୁ ୪, ଝାରସୁଗୁଡାରୁ ୪, କେନ୍ଦୁଝରରୁ ୪, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨, ନୟାଗଡରୁ ୨, ରାୟଗଡାରୁ ୨, ସୋନପୁରରୁ ୨, ବରଗଡରୁ ୧, ବୌଦ୍ଧରୁ ୧, ଦେବଗଡରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୯୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୮୨ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୫ ଟି ଲୋକାଲ କେସ୍‌ ରହିଛ। ୫୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୫୯୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୨ ଜଣ, କଟକ ଜିଲ୍ଲାରୁ ୪୬, ବାଲେଶ୍ଵର ଜିଲ୍ଲାରୁ ୧୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୭ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୨, କଟକରୁ ୭୦, ବାଲେଶ୍ଵରରୁ ୩୮, ଯାଜପୁରରୁ ୨୨, ଜଗତସିଂହପୁରରୁ ୧୮, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୧, ସମ୍ବଲପୁରରୁ ୧୧, ଭଦ୍ରକରୁ ୭, ପୁରୀରୁ ୬, ଗଞ୍ଜାମରୁ ୫, ସୁନ୍ଦରଗଡରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ବଲାଙ୍ଗୀରିରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କନ୍ଧମାଳରୁ ୨, ରାୟଗଡାରୁ ୨, ବରଗଡରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୯୩ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଟି ଲୋକାଲ କେସ୍‌ ରହିଛ। ୫୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୧୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୬୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୦ ଜଣ, କଟକ ଜିଲ୍ଲାରୁ ୮୪, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୨୩ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୩, କଟକରୁ ୭୧, ମୟୂରଭଞ୍ଜରୁ ୩୭, ଯାଜପୁରରୁ ୩୬, ଜଗତସିଂହପୁରରୁ ୨୭, ବାଲେଶ୍ବରରୁ ୨୪, ସୁନ୍ଦରଗଡରୁ ୧୩, ଢେଙ୍କାନାଳରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୦, ନୟାଗଡରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ପୁରୀରୁ ୭, ରାୟଗଡାରୁ ୬, ଦେବଗଡରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, କୋରାପୁଟରୁ ୩, ସମ୍ବଲପୁରରୁ ୩, ବରଗଡରୁ ୨, କନ୍ଧମାଳରୁ ୨, ନୂଆପଡାରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୩୭୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୭୧, କଟକରୁ ୬୪, ଜଗତସିଂହପୁରରୁ ୨୯, ମୟୂରଭଞ୍ଜରୁ ୨୫, ବାଲେଶ୍ବରରୁ ୨୩, ପୁରୀରୁ ୧୭, ଯାଜପୁରରୁ ୧୬, ଭଦ୍ରକରୁ ୧୨, ନୟାଗଡରୁ ୧୦, ଅନୁଗୁଳରୁ ୭, ବଲାଙ୍ଗୀରିରୁ ୭, ସମ୍ବଲପୁରରୁ ୭, ଗଞ୍ଜାମରୁ ୫,  କେନ୍ଦ୍ରାପଡାରୁ ୫, ମାଲକାନଗିରିରୁ ୪, ସୁନ୍ଦରଗଡରୁ ୪, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ନବରଙ୍ଗପୁରରୁ ୩, ସୋନପୁରରୁ ୩, କନ୍ଧମାଳରୁ ୨, କୋରାପୁଟରୁ ୨, ଦେବଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୯, କଟକରୁ ୮୫, ବାଲେଶ୍ବରରୁ ୩୪, ଜଗତସିଂହପୁରରୁ ୨୮, ମୟୂରଭଞ୍ଜରୁ ୧୯, ସମ୍ବଲପୁରରୁ ୧୯, ଯାଜପୁରରୁ ୧୬, ପୁରୀରୁ ୧୩, କେନ୍ଦ୍ରାପଡାରୁ ୧୧, ଢେଙ୍କାନାଳରୁ ୯, ରାୟଗଡାରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ଝାରସୁଗୁଡାରୁ ୭, ନୟାଗଡରୁ ୭, କେନ୍ଦୁଝରରୁ ୬, ସୁନ୍ଦରଗଡରୁ ୪, ଦେବଗଡରୁ ୨, ଗଞ୍ଜାମରୁ ୩, ବରଗଡରୁ ୨, ବଲାଙ୍ଗୀରିରୁ ୨, କୋରାପୁଟରୁ ୨, କଳାହାଣ୍ଡିରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୭୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୫୨୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୬୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।