Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୪୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୯୬, କଟକରୁ ୧୧୨, ବାଲେଶ୍ଵରରୁ ୪୧, ଯାଜପୁରରୁ ୨୬, କେନ୍ଦ୍ରାପଡାରୁ ୨୪, ସୁନ୍ଦରଗଡରୁ ୨୪, ମୟୂରଭଞ୍ଜରୁ ୨୦, ନୟାଗଡରୁ ୧୯, ଜଗତସିଂହପୁରରୁ ୧୭, ଭଦ୍ରକରୁ ୧୫, ପୁରୀରୁ ୧୫, ବରଗଡରୁ ୧୧, ସମ୍ବଲପୁରରୁ ୧୦, ଢେଙ୍କାନାଳରୁ ୬, ରାୟଗଡାରୁ ୬, ଅନୁଗୁଳରୁ ୫, କେନ୍ଦୁଝରରୁ ୫, ଝାରସୁଗୁଡାରୁ ୪, କନ୍ଧମାଳରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ନୂଆପଡାରୁ ୨, ନୂଆପଡାରୁ ୨, ଦେବଗଡରୁ ୧, ସୋନପୁରରୁ ୧  ଏବଂ ଷ୍ଟେଟ ପୁଲରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୭ ହଜାର ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ସୃଷ୍ଟି ହେଉଛି ଏକାଧିକ ଘୁର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗର ରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗୋଟିଏ ଘୂର୍ଣି ବଳୟ ବର୍ତ୍ତମାନ ବଙ୍ଗୋପସାଗରରେ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସି ର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଏହି ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚାଇନା ସାଗର ରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାନମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି। ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ଼ଃ ସାହୁ କହିଛନ୍ତି।

ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖ ରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବ ଓ ସେପ୍ଟେମ୍ବର ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି।

ସେହିପରି ଅନ୍ୟ ଏକ ଘୁର୍ଣ୍ଣି ବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୩ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଟି ଲୋକାଲ କେସ୍‌ ରହିଛ। ୬୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୬ ହଜାର ୩୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୬୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୨ ଜଣ, କଟକ ଜିଲ୍ଲାରୁ ୭୪, ଅନୁଗୁଳ ଜିଲ୍ଲାରୁ ୧୩, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୭, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧୨, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୫, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୨, କଟକରୁ ୧୧୪, ଯାଜପୁରରୁ ୩୩, ମୟୂରଭଞ୍ଜରୁ ୩୧, ଜଗତସିଂହପୁରରୁ ୨୪, ବାଲେଶ୍ଵରରୁ ୧୭, ପୁରୀରୁ ୧୭, ଭଦ୍ରକରୁ ୧୪, ଢେଙ୍କାନାଳରୁ ୧୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୩, ବୌଦ୍ଧରୁ ୧୨, ନୟାଗଡରୁ ୧୧, କେନ୍ଦ୍ରାପଡାରୁ ୮, କୋରାପୁଟରୁ ୬, ଅନୁଗୁଳରୁ ୫, ଦେବଗଡରୁ ୫, ଗଞ୍ଜାମରୁ ୫, କେନ୍ଦୁଝରରୁ ୪, ବରଗଡରୁ ୩, ଝାରସୁଗୁଡାରୁ ୨, ନବରଙ୍ଗପୁରରୁ ୨, ରାୟଗଡାରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୬ ହଜାର ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୯୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୯୪ ଟି ଲୋକାଲ କେସ୍‌ ରହିଛ। ୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫ ହଜାର ୫୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୬୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, କଟକ ଜିଲ୍ଲାରୁ ୯୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୩୦ ଜଣ, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୩୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ୨, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରିରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୮, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଉ ୪ ଜଣଙ୍କର ପ୍ରାଣ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ହେଲା ୮ ହଜାର ୧୨୨

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ଜଣଙ୍କର ପ୍ରାଣ ନେଇଛି କରୋନା।  ସେମାନଙ୍କ ମଧ୍ୟରୁ ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪ ହଜାର ୮୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୬ ଜଣ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଟି ଲୋକାଲ କେସ୍‌ ରହିଛ। ୬୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪ ହଜାର ୮୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୧୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୧ ଜଣ, କଟକ ଜିଲ୍ଲାରୁ ୭୨, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୭, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୫, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୧୬, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୨୩ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୧, କଟକରୁ ୮୬, ବାଲେଶ୍ଵରରୁ ୩୦, ଯାଜପୁରରୁ ୩୦, ମୟୂରଭଞ୍ଜରୁ ୨୨, କେନ୍ଦ୍ରାପଡାରୁ ୨୧, ଜଗତସିଂହପୁରରୁ ୨୦, ପୁରୀରୁ ୧୮, ଭଦ୍ରକରୁ ୧୬, ଢେଙ୍କାନାଳରୁ ୧୦, ବରଗଡରୁ ୯, ସୁନ୍ଦରଗଡରୁ ୯, ରାୟଗଡାରୁ ୮, କେନ୍ଦୁଝରରୁ ୭, ସମ୍ବଲପୁରରୁ ୭, ଅନୁଗୁଳରୁ ୫, ବୌଦ୍ଧରୁ ୪, ଗଞ୍ଜାମରୁ ୪, ଗଜପତିରୁ ୩, କୋରାପୁଟରୁ ୩, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନଗିରିରୁ ୨, ନୟାଗଡରୁ ୨, ନୂଆପଡାରୁ ୨, ସୋନପୁରରୁ ୨, ଦେବଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୧୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତନ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୫୭ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୨ ଟି ଲୋକାଲ କେସ୍‌ ରହିଛ। ୪୫୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୭ ଜଣ, କଟକ ଜିଲ୍ଲାରୁ ୪୪, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୮, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୯୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୯୩  ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୪୩, କଟକରୁ ୧୦୯, ବାଲେଶ୍ଵରରୁ ୩୪, ଜଗତସିଂହପୁରରୁ ୨୨, ମୟୂରଭଞ୍ଜରୁ ୨୧, ପୁରୀରୁ ୨୦, ଯାଜପୁରରୁ ୧୯, ସୁନ୍ଦରଗଡରୁ ୧୬, କେନ୍ଦ୍ରାପଡାରୁ ୧୫, ଭଦ୍ରକରୁ ୧୪, କେନ୍ଦୁଝରରୁ ୧୪, ସମ୍ବଲପୁରରୁ ୧୪, ଅନୁଗୁଳରୁ ୧୦, ଢେଙ୍କାନାଳରୁ ୧୦, କୋରାପୁଟରୁ ୮, ଗଜପତିରୁ ୭, ନୟାଗଡରୁ ୬, ବରଗଡରୁ ୫, ବଲାଙ୍ଗୀରିରୁ ୪, ଗଞ୍ଜାମରୁ ୪, ନବରଙ୍ଗପୁରରୁ ୪, ଦେବଗଡରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୩, ଝାରସୁଗୁଡାରୁ ୨ ଏବଂ ଷ୍ଟେଟ ପୁଲରୁ ୮୩  ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩ ହଜାର ୬୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଭୁବନେଶ୍ଵରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଟି ଲୋକାଲ କେସ୍‌ ରହିଛ। ୪୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୯ ଜଣ, କଟକ ଜିଲ୍ଲାରୁ ୪୬, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୧୮ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନୟାଗଡ ଜିଲ୍ଲାରୁ ୮ ଜଣ, ନୂଆପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୮୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୮, କଟକରୁ ୯୩, ବାଲେଶ୍ଵରରୁ ୫୦, ମୟୂରଭଞ୍ଜରୁ ୩୭, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୪, ସୁନ୍ଦରଗଡରୁ ୨୦, ଜଗତସିଂହପୁରରୁ ୧୭, ସମ୍ବଲପୁରରୁ ୧୬, ଅନୁଗୁଳରୁ ୧୫, ବରଗଡରୁ ୧୪, କେନ୍ଦ୍ରାପଡାରୁ ୧୩, ନବରଙ୍ଗପୁରରୁ ୧୧, ନୟାଗଡରୁ ୧୧, ପୁରୀରୁ ୧୦, ରାୟଗଡାରୁ ୯, ଭଦ୍ରକରୁ ୮, କେନ୍ଦୁଝରରୁ ୮, ସୋନପୁରରୁ ୬, ଗଞ୍ଜାମରୁ ୫, ଦେବଗଡରୁ ୪, କଳାହାଣ୍ଡିରୁ ୪, ଝାରସୁଗୁଡାରୁ ୩, ଗଜପତିରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨ ଏବଂ ଷ୍ଟେଟ ପୁଲରୁ ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨ ହଜାର ୮୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ କୁ ବୃଦ୍ଧି ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୭୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୩୨, କଟକରୁ ୧୪୫, ବାଲେଶ୍ଵରରୁ ୪୦, କେନ୍ଦ୍ରାପଡାରୁ ୩୩, ଯାଜପୁରରୁ ୩୨, ମୟୂରଭଞ୍ଜରୁ ୨୭, ପୁରୀରୁ ୨୪, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୨୦, ଢେଙ୍କାନାଳରୁ ୧୯, ଅନୁଗୁଳରୁ ୧୮, ସୁନ୍ଦରଗଡରୁ ୧୮, ରାୟଗଡାରୁ ୧୨, ଭଦ୍ରକରୁ ୯, ନୟାଗଡରୁ ୭, କଳାହାଣ୍ଡିରୁ ୬, ନବରଙ୍ଗପୁରରୁ ୬, ଦେବଗଡରୁ ୫, କେନ୍ଦୁଝରରୁ ୫, ବଲାଙ୍ଗୀରିରୁ ୪, ବରଗଡରୁ ୩, ଗଞ୍ଜାମରୁ ୩, ଝାରସୁଗୁଡାରୁ ୩, କୋରାପୁଟରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ ପୁଲରୁ ୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨ ହଜାର ୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବାଲେଶ୍ଵର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧ ହଜାର ୨୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୬୪୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୮ ଟି ଲୋକାଲ କେସ୍‌ ରହିଛ। ୬୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୦୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧ ହଜାର ୨୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୬୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୩୫ ଜଣ, କଟକ ଜିଲ୍ଲାରୁ ୮୪, ଅନୁଗୁଳ ଜିଲ୍ଲାରୁ ୯, ବାଲେଶ୍ଵର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁର ଜିଲ୍ଲାରୁ ୩୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୪ ଜଣ, କେନ୍ଦୁଝର ଜିଲ୍ଲାରୁ ୯ ଜଣ, କୋରାପୁଟ ୫, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୬ ଜଣ, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୫ ଜଣ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ରବି ଫସଲ ପାଇଁ ୩୭ ଲକ୍ଷ ଚାଷୀଙ୍କୁ ମିଳିଲା କାଳିଆ ସହାୟତା

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏଁ ଜମା କରାଯାଇଛି। ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା। ସାରା ରାଜ୍ୟର ସମସ୍ୟା। ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି।

ଏମଏସପି ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି। ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା ହୋଇଛି। ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ। ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା। ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ। ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ନୟାଗଡ଼ରୁ କାର୍ଯ୍ୟକ୍ରମରେ ଯୋଗ ଦେଇ କୃଷି ମନ୍ତ୍ରୀ ଅରୁଣ ସାହୂ ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ସେମାନଙ୍କ ମତ ରଖି ସମ୍ଵଲପୁରର ମକରଧ୍ବଜ ମେଣ୍ଡଳି ବରଗଡର ଲାସିମା ବିଶ୍ବାଳ, ରାଧାକାନ୍ତ ବଲାଙ୍ଗୀରର ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ଫ୍ରଶସା କରିଥିଲେ ଏବଂ ଏହି ଯୋଜନାରେ ଠିକ ସମୟରେ ସହାୟତା ମିଳୁଥବାରୁ ଆଉ ଧାର କରଜ କରିବାକୁ ପଡୁନାହିଁ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ସଚିବ ଏସ୍ କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୩, କଟକରୁ ୧୧୧, ବାଲେଶ୍ଵରରୁ ୪୨, ପୁରୀରୁ ୩୨, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୭, ସୁନ୍ଦରଗଡରୁ ୨୬, ମୟୂରଭଞ୍ଜରୁ ୨୦, ଅନୁଗୁଳରୁ ୧୭, ଢେଙ୍କାନାଳରୁ ୧୪, କେନ୍ଦୁଝରରୁ ୧୧, ଦେବଗଡରୁ ୧୦, ସମ୍ବଲପୁରରୁ ୧୦, କେନ୍ଦ୍ରାପଡାରୁ ୯, ଭଦ୍ରକରୁ ୬, ଗଞ୍ଜାମରୁ ୬, ନୟାଗଡରୁ ୬, ରାୟଗଡାରୁ ୬, ଝାରସୁଗୁଡାରୁ ୫, କୋରାପୁଟରୁ ୫, କନ୍ଧମାଳରୁ ୨, ବରଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧ ହଜାର ୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨ ଜଣ, ବାଲେଶ୍ଵର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୬୩୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୨ ଟି ଲୋକାଲ କେସ୍‌ ରହିଛ। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୧୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୬୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ, କଟକ ଜିଲ୍ଲାରୁ ୧୧୮, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କୋରାପୁଟ ୯, ମାଲକାନଗିରି ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧୭ ଜଣ, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ ଏବଂ ଷ୍ଟେଟ ପୁଲରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।