Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୭୫, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୬୪, ନୂଆପଡାରୁ ୬୨, ବଲାଙ୍ଗୀରିରୁ ୩୫, କଟକରୁ ୨୬, ଝାରସୁଗୁଡାରୁ ୨୫, କେନ୍ଦୁଝରରୁ ୨୦, ବରଗଡରୁ ୧୯, ମୟୂରଭଞ୍ଜରୁ ୧୫, ନବରଙ୍ଗପୁରରୁ ୧୫, ରାୟଗଡାରୁ ୧୪, ଅନୁଗୁଳରୁ ୧୨, ଯାଜପୁରରୁ ୧୧, ନୟାଗଡରୁ ୧୧, ପୁରୀରୁ ୧୧, ସମ୍ବଲପୁରରୁ ୧୦, ଗଞ୍ଜାମରୁ ୮, ବାଲେଶ୍ବରରୁ ୫, ଭଦ୍ରକରୁ ୪, କନ୍ଧମାଳରୁ ୩, ମାଲକାନାଗିରିରୁ ୩, ଜଗତସିଂହପୁରରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୬୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ କୁ ବୃଦ୍ଧି ହୋଇଛି। ତେବେ ୮ ହଜାର ୭୨୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଓଡିଶାକୁ ଆସୁଛି ୨ ଲକ୍ଷ ୭୧ ହଜାର ଟୀକା ଡ଼ୋଜ

ଭୁବନେଶ୍ଵର: ଆଜି ଓଡ଼ିଶାକୁ ୨ ଲକ୍ଷ ୭୧ ହଜାର କୋଭାସିଲ୍ଡ ଟୀକା ଡ଼ୋଜ ଆସୁଛି। ଆଜି ୭୦୦ ଟୀକାକରଣ କେନ୍ଦ୍ର ବନ୍ଦ ରହିଥିବା ବେଳେ ୭୫୫ ଟି ଟୀକା କେନ୍ଦ୍ର କାର୍ଯ୍ୟକ୍ଷମ ଅଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏନେଇ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡରୁ ୬୨, କଳାହାଣ୍ଡିରୁ ୪୩, ନୂଆପଡାରୁ ୩୮, ବରଗଡରୁ ୩୨, ଝାରସୁଗୁଡାରୁ ୨୯,  ଅନୁଗୁଳରୁ ୨୪, କଟକରୁ ୨୨, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୫, ଗଞ୍ଜାମରୁ ୧୨, ମୟୂରଭଞ୍ଜରୁ ୧୦, ପୁରୀରୁ ୯, ରାୟଗଡ଼ାରୁ ୯, ଯାଜପୁରରୁ ୮, ଭଦ୍ରକରୁ ୫, ଦେବଗଡରୁ ୫, ଗଜପତିରୁ ୫, ନବରଙ୍ଗପୁରରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୨, କୋରାପୁଟରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧ କୁ ବୃଦ୍ଧି ହୋଇଛି। ତେବେ ୭ ହଜାର ୫୨୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୭୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୫୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୬୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୯ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୯୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୩୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୧୭, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ, ନୂଆପଡା ଜିଲ୍ଲାରୁ ୯୦ ଜଣ, ଅନୁଗୁଳ ୨୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ବରଗଡ ଜିଲ୍ଲାରୁ ୬୮ ଜଣ, ଭଦ୍ରକ ଜିଲ୍ଲାରୁ ୩୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ୫୬ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୪୨ ଜଣ, କଳାହାଣ୍ଡିରୁ ୩୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୯ ଜଣ, ନବରଂଗପୁର ଜିଲ୍ଲାରୁ ୭୧ ଜଣ, ନୟାଗଡ ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୪୩ ଜଣ, ରାୟଗଡା ଜିଲ୍ଲାରୁ ୨୫ ଜଣ, ସମ୍ବଲପୁର ଜିଲ୍ଲାରୁ ୮୬ ଜଣ, ସୋନପୁର ଜିଲ୍ଲାରୁ ୧୪ ଜଣ ଏବଂ ଷ୍ଟେଟ ପୁଲରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୬୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୮ ହଜାର ୧୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୯ ହଜାର ୨୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୧ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୧୩୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୫୫, ଖୋର୍ଦ୍ଧା ଜିଲ୍ଲାରୁ ୧୯୩ ଜଣ, ନୂଆପଡା ଜିଲ୍ଲାରୁ ୧୩୫ ଜଣ, ଅନୁଗୁଳ ୩୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୫୯ ଜଣ, ଭଦ୍ରକର ଜିଲ୍ଲାରୁ ୩୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୨ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ୫୧ ଜଣ, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୮ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୨୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୫୨ ଜଣ, କଳାହାଣ୍ଡିରୁ ୪୫ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନବରଂଗପୁର ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୪୪ ଜଣ, ରାୟଗଡା ଜିଲ୍ଲାରୁ ୪୭ ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡାରୁ ୫୮, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୨୬, ମୟୂରଭଞ୍ଜରୁ ୧୯, ବରଗଡରୁ ୧୮, ଗଞ୍ଜାମରୁ ୧୮, କଟକରୁ ୧୭, ସମ୍ବଲପୁରରୁ ୧୭, ଝାରସୁଗୁଡାରୁ ୧୫, କଳାହାଣ୍ଡିରୁ ୧୩, ବଲାଙ୍ଗୀରିରୁ ୧୦, ଅନୁଗୁଳରୁ ୯, ଯାଜପୁରରୁ ୭, ବାଲେଶ୍ବରରୁ ୬, କୋରାପୁଟରୁ ୬, ପୁରୀରୁ ୬, ରାୟଗଡାରୁ ୬, ସୋନପୁରରୁ ୪, ଭଦ୍ରକରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୩, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୯ ହଜାର ୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୫ ହଜାର ୫୨୬ କୁ ବୃଦ୍ଧି ହୋଇଛି। ତେବେ ୫ ହଜାର ୬୩୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡାରୁ ୪୦, ବରଗଡରୁ ୩୪, ଖୋର୍ଦ୍ଧାରୁ ୨୬, ସୁନ୍ଦରଗଡରୁ ୨୬, କଳାହାଣ୍ଡିରୁ ୨୨, କଟକରୁ ୧୬, ଅନୁଗୁଳରୁ ୯, ଗଞ୍ଜାମରୁ ୭, ମୟୂରଭଞ୍ଜରୁ ୭, ବାଲେଶ୍ବରରୁ ୬, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ଢେଙ୍କାନାଳରୁ ୩, କେନ୍ଦୁଝରରୁ ୩, ନବରଙ୍ଗପୁରରୁ ୩, ରାୟଗଡାରୁ ୩, ଝାରସୁଗୁଡାରୁ ୨, ନୟାଗଡରରୁ ୨, ପୁରୀରୁ ୨, ଜଗତସିଂହପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୮୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୫ ହଜାର ୫୨୬ କୁ ବୃଦ୍ଧି ହୋଇଛି। ତେବେ ୪ ହଜାର ୬୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୫ ହଜାର ୫୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୬୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୮୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୧ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୮ ଟି ଜିଲ୍ଲାରୁ ୮୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩୧ ଜଣ, ଅନୁଗୁଳ ୨୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୫୩ ଜଣ, ଭଦ୍ରକର ଜିଲ୍ଲାରୁ ୧୭ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୨୬ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ୫୦ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, କଳାହାଣ୍ଡିରୁ ୪୩ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ ଜଣ, କୋରାପୁଟ ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନବରଂଗପୁର ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୬ ଜଣ, ନୂଆପଡା ଜିଲ୍ଲାରୁ ୬୧ ଜଣ, ପୁରୀ ଜିଲ୍ଲାରୁ ୪୫ ଜଣ, ରାୟଗଡା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪୮ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡାରୁ ୭୪, ଖୋର୍ଦ୍ଧାରୁ ୩୫, ବରଗଡରୁ ୨୨, କଟକରୁ ୧୫, ଗଞ୍ଜାମରୁ ୧୦, ବଲାଙ୍ଗୀରିରୁ ୯, ପୁରୀରୁ ୯, ସୁନ୍ଦରଗଡରୁ ୯, ବାଲେଶ୍ବରରୁ ୮, କଳାହାଣ୍ଡିରୁ ୮, ନବରଙ୍ଗପୁରରୁ ୬, ମୟୂରଭଞ୍ଜରୁ ୫, ସମ୍ବଲପୁରରୁ ୫, ଯାଜପୁରରୁ ୪, କେନ୍ଦୁଝରରୁ ୪, ଅନୁଗୁଳରୁ ୩, ଝାରସୁଗୁଡାରୁ ୩, କେନ୍ଦ୍ରାପଡାରୁ ୩, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କୋରାପୁଟରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୬୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୪ ହଜାର ୬୪୭ କୁ ବୃଦ୍ଧି ହୋଇଛି। ତେବେ ୪ ହଜାର ୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୪ ହଜାର ୬୪୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୪୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୫୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮ ଜଣ, ୮୪ ଜଣ, ଅନୁଗୁଳ ୧୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪୮ ଜଣ, ଭଦ୍ରକର ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ୪୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୧ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩୯ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନବରଂଗପୁର ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ନୂଆପଡା ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୪୩ ଜଣ, ରାୟଗଡା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୧୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୭୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୪ ଜଣ, ଅନୁଗୁଳ ୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୨୧ ଜଣ, ଭଦ୍ରକର ଜିଲ୍ଲାରୁ ୯ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୧୧ ଜଣ, କଟକ ୩୦ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୭ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଂଗ ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ନୂଆପଡା ଜିଲ୍ଲାରୁ ୨୯ ଜଣ, ପୁରୀ ଜିଲ୍ଲାରୁ ୨୪ ଜଣ, ରାୟଗଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ ଜଣ, ସୋନପୁର ଜିଲ୍ଲାରୁ ୧୧ ଜଣ ଏବଂ ଷ୍ଟେଟ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୬, କଟକରୁ ୨୦, ନୂଆପଡାରୁ ୨୦, କଳାହାଣ୍ଡିରୁ ୧୨, ସୁନ୍ଦରଗଡରୁ ୧୨, ସମ୍ବଲପୁରରୁ ୧୧, ଝାରସୁଗୁଡାରୁ ୧୦, ମୟୂରଭଞ୍ଜରୁ ୧୦, ବଲାଙ୍ଗୀରିରୁ ୯, ବରଗଡରୁ ୮, ବାଲେଶ୍ବରରୁ ୬, ଗଞ୍ଜାମରୁ ୬, ଯାଜପୁରରୁ ୫, କେନ୍ଦୁଝରରୁ ୫, ପୁରୀରୁ ୫, ବୌଦ୍ଧରୁ ୪, ଜଗତସିଂହପୁରରୁ ୪, ଅନୁଗୁଳରୁ ୩, ଢେଙ୍କାନାଳରୁ ୨, କେନ୍ଦ୍ରାପଡାରୁ ୨, କୋରାପୁଟରୁ ୨, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୧୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଛି। ତେବେ ୩ ହଜାର ୧୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩୫୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୦ ଜଣ, ନୂଆପଡା ଜିଲ୍ଲାରୁ ୬୦ ଜଣ, ବରଗଡ ଜିଲ୍ଲାରୁ ୪୩ ଜଣ, ଝାରସୁଗୁଡ଼ା ୩୯ ଜଣ, ଅନୁଗୁଳ ୩୨ ଜଣ, କଟକ ୨୮ ଜଣ, କଳାହାଣ୍ଡିରୁ ୨୪ ଜଣ, ବଲାଙ୍ଗିର ୨୦ ଜଣ, ରାୟଗଡ଼ା ୧୬ ଜଣ, ମୟୂରଭଞ୍ଜ ୧୩ ଜଣ, ବାଲେଶ୍ବରରୁ ୧୧ ଜଣ, କେନ୍ଦୁଝର ଓ ଗଞ୍ଜାମରୁ ୮ ଜଣ ଲେଖାଏଁ , ନବରଙ୍ଗପୁର, ଭଦ୍ରକ, ଗଜପତି, କୋରାପୁଟରୁ ୩ ଜଣ ଲେଖାଏଁ, ସୋନପୁର ୨ ଜଣ, ନୟାଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, ଦେବଗଡ଼ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଦିନ ବେଳେ ଲାଗୁ ହେବ କର୍ଫ୍ୟୁ!: ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ବର: ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନବେଳେ କର୍ଫ୍ୟୁ ଲାଗୁ ହୋଇପାରେ ବୋଲି ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଏହା ଉପରେ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରୁଛନ୍ତି ବୋଲି ବାଚସ୍ପତି କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବାଢୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ବାଚସ୍ପତି ପ୍ରକାଶ କରିଛନ୍ତି। ତେବେ କରୋନା କଟକଣାକୁ ମାନିବା ସହ ଏନେଇ ସଚେତନ ରହିବା ଆବଶ୍ୟକ ବୋଲି ବାଚସ୍ପତି ପରାମର୍ଶ ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଦିନକୁ ଦିନ ଓଡିଶାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

୧୪ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ: ଆଗାମୀ ଦୁଇ ଦିନରେ ହେବ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ରାଜ୍ୟର ୧୪ ଟି ଜିଲ୍ଲାରେ ଆଗାମୀ ଦୁଇ ଦିନ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଯାହାଫଳରେ ତାପମାତ୍ରାରେ ହ୍ରାସ ହେବ ଏବଂ ଲୋକଙ୍କୁ ଗରମରୁ ରକ୍ଷା ମିଳିବ।

ଗତ ଦୁଇ ଦିନ ହେଲା ରାଜ୍ୟର କିଛି ଅଞ୍ଚଳରେ ବର୍ଷା କାରଣରୁ ଅସହ୍ୟ ତାତିରୁ ଲୋକଙ୍କୁ ମୁକ୍ତି ମିଳିଛି। ଗତକାଲି ଫୁଲବାଣୀ, ଦାରିଙ୍ଗ ବାଡି, କେନ୍ଦୁଝର, ବୌଦ୍ଧରେ ବର୍ଷା ହୋଇଥିବା ବେଳେ ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ, ଖୋର୍ଦ୍ଧା, କଟକ ଏବଂ ଯାଜପୁରର କିଛି ଅଞ୍ଚଳରେ ଝାଡା ତୋଫାନ ହୋଇଥିବାର ସୁଚନା ରହିଛି।

ତେବେ ଆଗାମୀ ଦୁଇ ଦିନ ତଥା ୪ ତାରିଖ ଏବଂ ୫ ତାରିଖରେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ ଓ ପୁରୀର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏଥିପାଇଁ ଏହି ଅଞ୍ଚଳଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୭ ଟି ଜିଲ୍ଲାରୁ ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୮୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ ଜଣ, ନୂଆପଡା ଜିଲ୍ଲାରୁ ୪୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩୬ ଜଣ, ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, କଟକରୁ ୨୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୮ ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨, ସୁନ୍ଦରଗଡରୁ ୨୭, ନୂଆପଡ଼ାରୁ ୨୩, କଟକରୁ ୧୯, ବଲାଙ୍ଗୀରିରୁ ୧୫, ବାଲେଶ୍ବରରୁ ୧୧, ଢେଙ୍କାନାଳରୁ ୧୦, ସମ୍ବଲପୁରରୁ ୧୦, ଗଞ୍ଜାମରୁ ୭, ଅନୁଗୁଳରୁ ୬, ମୟୂରଭଞ୍ଜରୁ ୫, ପୁରୀରୁ ୫, ଯାଜପୁରରୁ ୪, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ରାୟଗଡ଼ାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଛି। ତେବେ ୨୬୧୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୫୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୪୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୮ ଟି ଜିଲ୍ଲାରୁ ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡା ଜିଲ୍ଲାରୁ ୭୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯ ଜଣ, କଟକରୁ ୨୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ ଜଣ, ଜଗତସିଂହପୁରରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡ଼ାରୁ ୪୮, କଟକରୁ ୨୩। ଖୋର୍ଦ୍ଧାରୁ ୨୩, ସୁନ୍ଦରଗଡରୁ ୨୨, ବଲାଙ୍ଗୀରିରୁ ୨୦, ରାୟଗଡାରୁ ୧୦,  ମୟୂରଭଞ୍ଜରୁ ୯, କଳାହାଣ୍ଡିରୁ ୮, କଳାହାଣ୍ଡିରୁ ୮, ସମ୍ବଲପୁରରୁ ୮, ବାଲେଶ୍ବରରୁ ୭, ଭଦ୍ରକରୁ ୫, ଗଞ୍ଜାମରୁ ୫, ଯାଜପୁରରୁ ୫, ପୁରୀରୁ ୫, ଅନୁଗୁଳରୁ ୨, ବରଗଡରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୧, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ନବରଙ୍ଗପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୪୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଛି। ତେବେ ୨୩୬୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା: ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ସେଥିପାଇଁ , ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଜି ରାଜଧାନୀର ତାପମାତ୍ରାରେ ହ୍ରାସ ପାଇ ୩୮.୨ ଡିଗ୍ରୀରେ ପହଞ୍ଚିଥିବା ବେଳେ ଆଗାମୀ ୩ ଦିନରେ ଅସହ୍ୟ ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିବ ବୋଲି ଅନୁମାନ କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୮୬ ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୬୯ ଜଣ, ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୩୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୨ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।