Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୪, ଯାଜପୁରରୁ ୧୩, ବାଲେଶ୍ବରରୁ ୯, ଖୋର୍ଦ୍ଧାରୁ ୯, ସୁନ୍ଦରଗଡରୁ ୮, ବରଗଡରୁ ୬, ବଲାଙ୍ଗୀରିରୁ ୬, ଝାରସୁଗୁଡାରୁ ୪, ପୁରୀରୁ ୪, ସୋନପୁରରୁ ୪, ଅନୁଗୁଳରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨, ବୌଦ୍ଧରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୯୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ କୁ ବୃଦ୍ଧି ହୋଇଛି। ତେବେ ୭୧୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୯୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୫ ଟି ଜିଲ୍ଲାରୁ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ଵର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବିଧାନସଭା ପରିସରରେ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭାରତବର୍ଷର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ରାଷ୍ଟ୍ରନିତିଜ୍ଞ, ନବ ଉତ୍କଳର ନିର୍ମାତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି।

ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଡଃ. ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ବିଜୁବାବୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଅରବିନ୍ଦ ଢ଼ାଲି, ବିଧାନସଭା ସଚିବ ଦାଶରଥି ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ୱୈତ କୁମାର ପାତ୍ର, ସାଧାରର ସମ୍ପାଦକ ଅନନ୍ତ ପ୍ରସାଦ ଜେନା, ଉପସଭାପତି ଉଷାରାଣୀ ମହାନ୍ତି, ଶାନ୍ତିଲତା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଶାଶ୍ୱତ ର କଣ୍ଠଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୮୩୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୮ ଟି ଜିଲ୍ଲାରୁ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩, ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ପୌର ନିର୍ବାଚନ ଖୁବ୍ ଶୀଘ୍ର

ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ପୌର ନିର୍ବାଚନ ହେବେ। ଏ ନେଇ ପ୍ରକ୍ରିୟା ଚାଲିଛି। ଅଦାଲତ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ସୀମିତ ରଖିବାକୁ କହିଛନ୍ତି। ସେତିକି ଭିତରେ କିପରି ହେବ, ସେ ନେଇ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।

ଅପରପକ୍ଷରେ ପୌର ନିର୍ବାଚନ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ କହିଛନ୍ତି ଯେ ରାଜ୍ୟରେ ୧୧୬ଟି ପୌର ସଂସ୍ଥା ଅଛି। ୧୧୪ଟି ରେ ନିର୍ବାଚିତ ପ୍ରତିନିଧି ନାହାନ୍ତି। ୨୦୧୮ରେ ହିନ୍ଦୋଳ ଓ ଅତବିରା ଏନଏସି ନିର୍ବାଚନ ହୋଇଛି। ସେମାନଙ୍କ କାର୍ଯ୍ୟକାଳ ୨୦୨୩ରେ ସରିବ। ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ରାଜ୍ୟ ସରକାରଙ୍କ। ସେମାନେ ଏହି କାମ ଯେତେ ଶୀଘ୍ର ସାରି ଆମକୁ ଚୂଡାନ୍ତ ରିପୋର୍ଟ ଦେବା ପରେ ଆମେ ଭୋଟର ଲିଷ୍ଟ ପ୍ରସ୍ତୁତ କରି ପୌର ନିର୍ବାଚନ କରିବୁ ବୋଲି ସେ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧, ବରଗଡରୁ ୮,ସମ୍ବଲପୁରରୁ ୮, କଟକରୁ ୭, ବଲାଙ୍ଗୀରିରୁ ୬, ସୁନ୍ଦରଗଡରୁ ୫, ଦେବଗଡ଼ରୁ ୪, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, ମୟୂରଭଞ୍ଜରୁ ୩, ବାଲେଶ୍ବରରୁ ୨, ରାୟଗଡାରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କେନ୍ଦ୍ରାପଡାରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ କୁ ବୃଦ୍ଧି ହୋଇଛି। ତେବେ ୭୨୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୭୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୯୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୧୧, ବରଗଡରୁ ୬, ବଲାଙ୍ଗୀରିରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୩, ଯାଜପୁରରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, କଟକରୁ ୨, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ପୁରୀରୁ ୨, ଅନୁଗୁଳରୁ ୧, ଗଜପତିରୁ ୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧ ଏବଂ ରାୟଗଡାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୭୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ କୁ ବୃଦ୍ଧି ହୋଇଛି। ତେବେ ୭୧୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୭୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୮ ଟି ଜିଲ୍ଲାରୁ ୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୮, କଟକରୁ ୪, ଯାଜପୁରରୁ ୪, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୪, ଖୋର୍ଦ୍ଧାରୁ ୪, ବରଗଡରୁ ୩, ବାଲେଶ୍ଵରରୁ ୨, କୋରାପୁଟରୁ ୨, ପୁରୀରୁ ୨, ରାୟଗଡାରୁ ୨, ବଲାଙ୍ଗୀରିରୁ ୧, କେନ୍ଦୁଝରରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ କୁ ବୃଦ୍ଧି ହୋଇଛି। ତେବେ ୬୭୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୬୪୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୬ ଟି ଜିଲ୍ଲାରୁ ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୭, ଭଦ୍ରକରୁ ୬, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ୫, କଟକରୁ ୪, ଦେବଗଡ଼ରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୩, ବରଗଡରୁ ୨, ସମ୍ବଲପୁରରୁ ୨, ବଲାଙ୍ଗୀରିରୁ ୧, ଗଜପତିରୁ ୧, ଗଞ୍ଜାମରୁ ୧, ନୟାଗଡରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଛି। ତେବେ ୬୬୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୬ ଟି ଜିଲ୍ଲାରୁ ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୬, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୯, ଦେବଗଡ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୮, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୭, ବଲାଙ୍ଗୀରିରୁ ୫, ବରଗଡରୁ ୪, ଦେବଗଡରୁ ୪, କଟକରୁ ୩, ଝାରସୁଗୁଡାରୁ ୩, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୩, ବାଲେଶ୍ବରରୁ ୨, ଅନୁଗୁଳରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ପୁରୀରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଛି। ତେବେ ୫୯୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୯ , ଖୋର୍ଦ୍ଧା ଜିଲ୍ଲାରୁ ୮, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭, କଟକ ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୭, ଯାଜପୁର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୦, ବରଗଡରୁ ୭, ସମ୍ବଲପୁରରୁ ୬, ଝାରସୁଗୁଡାରୁ ୫, ବାଲେଶ୍ବରରୁ ୪, ଖୋର୍ଦ୍ଧାରୁ ୪, ପୁରୀରୁ ୪, ଦେବଗଡରୁ ୩, କୋରାପୁଟରୁ ୩, ନୂଆପଡ଼ାରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୧, କଟକରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଛି। ତେବେ ୬୧୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଏଥର ୪୫ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ନେବେ ଟିକା: ଜାଣନ୍ତୁ କେଉଁ ଘରୋଇ ହସ୍ପିଟାଲଗୁଡିକୁ କରାଗଲା ଚୟନ

ଭୁବନେଶ୍ୱର: ୩ୟ ପର୍ଯ୍ୟାୟ ଟିକାକରଣ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହେବ। ୪୫ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ଓ ୨୨ ପ୍ରକାର ରୋଗରେ ଆକ୍ରାନ୍ତ ହୋଇଥିବା ଲୋକଙ୍କୁ କରୋନା ଟିକା ଦିଆଯିବ। ସେଥିପାଇଁ ଭୁବନେଶ୍ୱରରେ ମୋଟ ୨୨ଟି ହସ୍ପିଟାଲକୁ ଚିହ୍ନଟ କରାଯାଇଛି। ୨୨ ଟି ହସ୍ପିଟାଲ ମଧ୍ୟରୁ ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକା ଦିଆଯିବ। ଘରୋଇ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ହେଲେ ଘରୋଇ ହସ୍ପିଟାଲରେ ଟିକା ପାଇଁ ନିର୍ଦ୍ଧିଷ୍ଟ ଶୁଳ୍କ ଦେବାକୁ ପଡିବ। ପୂର୍ବରୁ ଚିହ୍ନଟ ଲୋକଙ୍କୁ ଘରୋଇ ହସ୍ପିଟାଲରେ ଟିକା ଦିଆଯିବ। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ତେବେ ପ୍ରଥମ ଦିନରେ ପ୍ରତି କେନ୍ଦ୍ରରେ ୬୦ ଜଣ ଲେଖାଏଁ ଲୋକଙ୍କୁ ଟିକା ଦିଆଯିବ। ଟିକା ନେବା ପାଇଁ କୋୱିନ ୨.୦ରେ ପଞ୍ଜୀକରଣ କରିବାକୁ ପଡିବ। ସୋମବାର ଠାରୁ ଘରୋଇ ହସ୍ପିଟାଲରେ ଟିକା ନେବା ପାଇଁ ପଞ୍ଜୀକରଣ କରିହେବ। ମଙ୍ଗଳବାରଠାରୁ ଘରୋଇ ହସ୍ପିଟାଲରେ ଟିକା ନେଇପାରିବେ। ଏଥିପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ଦେବାକୁ ପଡିବ। କେନ୍ଦ୍ର ସରକାର ଟିକାର ମୂଲ୍ୟ ଖୁବ ଶୀଘ୍ର ଜଣାଇବେ ବୋଲି କମିଶନର ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ଟିକାର ମୂଲ୍ୟ ଜଣାପଡ଼ିବ ବୋଲି କମିଶନର କହିଛନ୍ତି।

ଟିକା ପାଇଁ ମନୋନୀତ ହୋଇଥିବା ଘରୋଇ ହସ୍ପିଟାଲ:

ସମ୍ ହସ୍ପିଟାଲ, କିମ୍ସ ହସ୍ପିଟାଲ, କଳିଙ୍ଗ ହସ୍ପିଟାଲ, ବ୍ଲୁ ହ୍ଵିଲ ହସ୍ପିଟାଲ, ଆଦିତ୍ୟ ଅଶ୍ଵିନୀ ହସ୍ପିଟାଲ, ଆମ୍ରି ହସ୍ପିଟାଲ, ଉତ୍କଳ ହସ୍ପିଟାଲ, ନୀଳାଚଳ ହସ୍ପିଟାଲ, କେୟାର ହସ୍ପିଟାଲ, ହାଇଟେକ୍ ହସ୍ପିଟାଲରେ କରୋନା ଟିକା ମିଳିପାରିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୪୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୭୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୫ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୬, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ପୁରୀରୁ ୧୩, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୯, ଅନୁଗୁଳରୁ ୫, ବାଲେଶ୍ବରରୁ ୪, ଝାରସୁଗୁଡାରୁ ୪, ଯାଜପୁରରୁ ୩, ମୟୂରଭଞ୍ଜରୁ ୩, ନୂଆପଡାରୁ ୩, କଟକରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଛି। ତେବେ ୫୫୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୩୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୮୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୪, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୯, ବରଗଡ ଜିଲ୍ଲାରୁ ୬, ବଲାଙ୍ଗୀରି ଜିଲ୍ଲାରୁ ୬, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନବରଙ୍ଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬, ବାଲେଶ୍ବରରୁ ୫, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ସୁନ୍ଦରଗଡରୁ ୫, ଝାରସୁଗୁଡାରୁ ୩, ପୁରୀରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୧, ଅନୁଗୁଳରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୟାଗଡରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।