Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୧୩, ବରଗଡ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨, ଯାଜପୁର ଜ୍ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୯ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ପୁରୀରୁ ୧୧, ସମ୍ବଲପୁରରୁ ୯, ବରଗଡରୁ ୬, କଟକରୁ ୬, ଯାଜପୁରରୁ ୬, ଖୋର୍ଦ୍ଧାରୁ ୫, ବଲାଙ୍ଗୀରିରୁ ୪, ମୟୂରଭଞ୍ଜରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୨, ଦେବଗଡ଼ରୁ ୨, ଝାରସୁଗୁଡାରୁ ୨, ନୂଆପଡାରୁ ୨, ରାୟଗଡ଼ାରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଛି। ତେବେ ୫୭୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୫୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୪୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶାର ଆଉ ୨୫ ନଗର ଓ ସହରକୁ ସଂପ୍ରସାରିତ କଲା ଜିଓଫାଇବର୍ ବ୍ରଡବ୍ୟାଣ୍ଡ୍ ସେବା 

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ପ୍ରମୁଖ ନଗର ଓ ସହରଗୁଡିକରେ ତାହାର ଦ୍ରୁତ ସମ୍ପ୍ରସାରଣ ଜାରି ରଖି ଦେଶର ସର୍ବାଧିକ ଲୋକପ୍ରିୟ ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍ ସମ୍ପ୍ରତି ରାଜ୍ୟର ୨୫ଟି ପ୍ରମୁଖ ନଗର ଓ ସହରର ଗୁରୁତ୍ୱପୂର୍ଣ୍ଣ ଅଂଚଳରେ ସେବା ପ୍ରଦାନ ଆରମ୍ଭ କରିଛିି।

ନିକଟରେ ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ସହରରେ ଜିଓଫାଇବର ବ୍ରଡବ୍ୟାଣ୍ଡ୍ ସେବା ଆରମ୍ଭ ହେବା ସହିତ ଜିଓଫାଇବର ଏବେ ଭୁବନେଶ୍ୱର, କଟକ, ପୁରୀ, ଜଟଣି, ଅନୁଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, ତାଳଚେର, ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ସହରର ପ୍ରମୁଖ ଅଂଚଳରେ ଉପଲବ୍ଧ ହେଉଛି ଏବଂ ରାଜ୍ୟର ଅନ୍ୟ ପ୍ରମୁଖ ନଗର ଓ ସହରାଂଚଳକୁ ତାହାର ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି।

ବ୍ରହ୍ମପୁର ସହରରେ ଜିଓଫାଇବର ସେବା ଏବେ ଆଙ୍କୁଲି, ନିଗମ ନଗର, କମାପଲ୍ଲି, ଅଶୋକ ନଗର, ରାମହରି ନଗର, ଅରବିନ୍ଦ ନଗର ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହେଉଥିବାବେଳେ ସହରର ଅନ୍ୟାନ୍ୟ ସ୍ଥାନକୁ ସମ୍ପ୍ରସାରଣ ଜାରି ରହିଛି। ଅନୁରୂପ ଭାବେ ଖୋର୍ଦ୍ଧା ସହରରେ ଜିଓଫାଇବର ସମ୍ପ୍ରତି ଶ୍ରୀରାମ ନଗର, ମଙ୍ଗଳନଗର, ବିଡିଏ କଲୋନି ଏବଂ ନୂଆ ବସ୍‌ଷ୍ଟାଣ୍ଡ ଅଂଚଳରେ ଉପଲବ୍ଧ ହୋଇଛି। କୋରାପୁଟ ଜିଲାର ଜୟପୁର ସହରରେ ଜିଓଫାଇବର ପ୍ରଥମ ପର୍ଯ୍ୟାୟରେ ପିଆର ପେଟା, ବ୍ୟାଙ୍କ କଲୋନି, କୁମ୍ଭାର ସାହି, ବିକ୍ରମ ନଗର, ଲାଲ୍ ଷ୍ଟ୍ରିଟ, କେସିସି ବ୍ୟାଙ୍କ ଜଙ୍କ୍‌ସନ ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହେଉଛି।

ଅନୁରୂପ ଭାବେ ବାଲେଶ୍ୱରରେ ତାହାର ସମ୍ପ୍ରସାରଣ ଅଭିଯାନ ଜାରିରଖି ଜିଓଫାଇବର ସେବା ଏବେ ସେଣ୍ଟ୍ରାଲ ସ୍କୁଲ ଛକ, ଭୋଇ ସାହି ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହୋଇଛି ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ସହରର ଅନ୍ୟ ଅଂଚଳକୁ ଦ୍ରୁତ ସମ୍ପ୍ରସାରିତ ହେବା ଆଶା କରାଯାଉଛି।

ଜିଓଫାଇବର୍‌ର ପରିବର୍ଦ୍ଧିତ ଉପସ୍ଥିତି ହଜାର ହଜାର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଶିକ୍ଷା କ୍ଷେତ୍ରରେ ସହାୟକ ହେବା ସହିତ ନିର୍ଭରଯୋଗ୍ୟ ଏବଂ ତ୍ରୁଟିଶୂନ୍ୟ ହାଇସ୍ପିଡ ବ୍ରଡବ୍ୟାଣ୍ଡ ଇଂଟରନେଟ୍‌ର ଲାଭ ପହଂଚାଇଛି। ଶତାଧିକ ପ୍ରଫେସନାଲ ବିଶେଷକରି ଆଇଟି ଏବଂ ଅନ୍ୟ ସେବା କ୍ଷେତ୍ରର ପ୍ରଫେସନାଲମାନେ ରାଜ୍ୟରେ ସେମାନଙ୍କ ନିଜଘରେ ରହି ସୁରୁଖୁରୁରେ ନିରନ୍ତର କାର୍ଯ୍ୟ କରିପାରୁଛନ୍ତି। ଏହିସବୁ ସହରରେ ଅନେକ କ୍ଷୁଦ୍ର ଉଦ୍ୟୋଗ ଏବଂ ଶିକ୍ଷା ପ୍ରତିଷ୍ଠାନ ସେମାନଙ୍କର ନିଜସ୍ୱ ବ୍ୟବସାୟ ଓ ବୃତ୍ତିର ଚାହିଦା ମୁତାବକ ଡିଜିଟାଲ ମୋଡ୍‌କୁ ଆପଣେଇ ନେଇଛନ୍ତି।

ଜିଓଫାଇବର ଓଡ଼ିଶାରେ ବ୍ୟକ୍ତିବିଶେଷଙ୍କ ଠାରୁ ଆରମ୍ଭ କରି କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରର ପ୍ରଫେସନାଲଙ୍କ ଆବଶ୍ୟକତା ପୂରଣ କରୁଛି ଏବଂ ଅସୀମିତ ମନୋରଂଜନ, ଖବର, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ପ୍ଲାଟଫର୍ମର ସୁଯୋଗ ଯୋଗାଇଦେଇ ସେମାନଙ୍କୁ ସମୃଦ୍ଧ ଅନୁଭୂ୍‌ତି ପ୍ରଦାନ କରୁଛି। ଜିଓଫାଇବର୍‌ର ଆକର୍ଷଣୀୟ ପ୍ଲାନ୍ ବାସ୍ତବରେ ଅସୀମିତ ଇଂଟରନେଟ, ଅସୀମିତ ଭଏସ କଲିଂ, ସମ ବେଗ (ଅପ୍‌ଲୋଡ ସ୍ପିଡ= ଡାଉନଲୋଡ ସ୍ପିଡ) ଏବଂ ମାତ୍ର ୩୯୯ ଟଙ୍କାରୁ ଆରମ୍ଭ ହେଉଥିବା ସୁଲଭ ପ୍ଲାନ୍ ସହିତ ଆସୁଛି।

ଜିଓଫାଇବର ମଧ୍ୟ ତାହାର ନୂଆ ଗ୍ରାହକଙ୍କ ପାଇଁ ସମ୍ପୂର୍ଣ୍ଣ ନୂତନ ପ୍ରୟାସ ‘ନୋ କଣ୍ଡିସନ ୩୦-ଡେ ଫ୍ରି ଟ୍ରାଏଲ’ ଅଫର୍ ଦେଉଛି, ଯେଉଁଥିରେ ଏହା ଗ୍ରାହକଙ୍କୁ ୧୫୦ ଏମବିପିଏସ୍ ସ୍ପିଡ୍‌ରେ ଅସୀମିତ ଇଂଟରନେଟ ସହିତ ୧୩ଟି ପ୍ରିମିୟମ ଓଟିଟି ଆପ୍ ମାଗଣାରେ ୩୦ଦିନ ପାଇଁ ଯୋଗାଇ ଦେଉଛି। ମାଗଣା ଟ୍ରାଏଲ ପରେ ଗ୍ରାହକ ଯଦି ଚାହାନ୍ତି ତେବେ କମ୍ପାନୀ ବିନା କୌଣସି ସର୍ତ୍ତରେ ତାହା ଫେରାଇନେବା ବିକଳ୍ପ ମଧ୍ୟ ରଖିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୬, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ପୁରୀରୁ ୮, କଟକରୁ ୬, ଯାଜପୁରରୁ ୬, ସମ୍ବଲପୁରରୁ ୬, ବଲାଙ୍ଗୀରିରୁ ୫, ମୟୂରଭଞ୍ଜରୁ ୪, ଦେବଗଡ଼ରୁ ୩, ଗଜପତିରୁ ୩, ଝାରସୁଗୁଡ଼ାରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ରାୟଗଡ଼ାରୁ ୨, ନୂଆପଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୪୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ହୋଇଛି। ତେବେ ୬୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪ ଜଣ ଚିହ୍ନଟ ହୋଇଥିବାବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୫୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଏବଂ ବରଗଡ ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬,   ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୧, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୬, ବରଗଡରୁ ୬, କଟକରୁ ୬, ଅନୁଗୁଳରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତିରୁ ୩, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ନୂଆପଡ଼ାରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଛି। ତେବେ ୭୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସୁନ୍ଦରଗଡ, ପୁରୀ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୭, ଯାଜପୁରରୁ ୫, ସମ୍ବଲପୁରରୁ ୫, ବାଲେଶ୍ବରରୁ ୩, କଟକରୁ ୩, ଅନୁଗୁଳରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଛି। ତେବେ ୭୪୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୨୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧୧, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୪,  କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୭, ବରଗଡରୁ ୫, ଝାରସୁଗୁଡ଼ାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୋନପୁରରୁ ୪, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ଯାଜପୁରରୁ ୨, ଅନୁଗୁଳରୁ ୧, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଛି। ତେବେ ୬୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୪ ଜଣ ଚିହ୍ନଟ ହୋଇଥିବାବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୧୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮ ଜଣ ଏବଂ ସୋନପୁର ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୧୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୧୩, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୨, ବାଲେଶ୍ବରରୁ ୯, କଟକରୁ ୯, ବରଗଡରୁ ୮, ପୁରୀରୁ ୭, ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୂରଭଞ୍ଜରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩, ନୂଆପଡ଼ାରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨, ଜଗତସିଂହପୁରରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, ଝାରସୁଗୁଡ଼ାରୁ ୧ ଏବଂ କଳାହାଣ୍ଡିରୁ ଜଣେ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଛି। ତେବେ ୬୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୯୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୯, ଅନୁଗୁଳରୁ ୮, ପୁରୀରୁ ୮, ଯାଜପୁରରୁ ୭, ନୂଆପଡ଼ାରୁ ୭, ଝାରସୁଗୁଡ଼ାରୁ ୫, ରାୟଗଡ଼ାରୁ ୫, ବାଲେଶ୍ବରରୁ ୪, କଟକରୁ ୪, ଦେବଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୪, ଭଦ୍ରକରୁ ୩, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, ବରଗଡରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୯୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୭୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୮୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୧,  ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୪, ନବରଙ୍ଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୋଟ ସଂଖ୍ୟା ୧୯୦୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୧୯୦୮କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଟୁଇଟ ମାଧ୍ୟମରେ ସୂଚନା ଦେଇଛି। କଟକ ଜିଲ୍ଲାର ୮୩ ବର୍ଷିୟ ପୁରୁଷଙ୍କ ଏହି କରୋନା ରୋଗରେ ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୬୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୯୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ଏବଂ କଟକ ଜିଲ୍ଲାରୁ ୧୬ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୧୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ଅଫ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୬୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୪୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରା ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରେଳ ବଜେଟରେ ଓଡିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କା ବ୍ୟୟ ବରାଦ

ନୂଆଦିଲ୍ଲୀ: ରେଳ ବଜେଟରେ ଓଡ଼ିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋଏଲ ଟୁଇଟ କରି ସୂଚନା ଦେଇଛନ୍ତି। ୨୦୦୯-୧୪ ମଧ୍ୟରେ ହାରାହାରି ୮୩୮ ଟଙ୍କା ଓଡ଼ିଶାକୁ ଆସିଛି। ୨୦୨୧-୨୨ ରେଳ ବଜେଟରେ ଓଡିଶା ପାଇଁ ଅନୁଦାନ ହାର ୫୬୦% କୁ ବୃଦ୍ଧି ପାଇଥିବା ନେଇ କେନ୍ଦ୍ର ରେଳମନ୍ତ୍ରୀ ସୂଚନା ଦେଇଛନ୍ତି।

ନୂଆ ରେଳପଥ, ଗେଜ ପରିବର୍ତ୍ତନ, ଦୋହରିକରଣ ଭଳି ଓଡିଶାରେ ୩୯ ଟି ପ୍ରକଳ୍ପ ପାଇଁ ଏହି ବ୍ୟୟ ଅଟକଳ କରାଯାଇଛି। ୩୯ ଟି ପ୍ରକଳ୍ପରେ ୪୮୭୭ କିମି ପାଇଁ ୬୧ ହଜାର ୯୪୯ କୋଟି ଟଙ୍କା ଖର୍ଚ୍ଚ ହେବ।