Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ଆଉ ଦୁଇ ଜଣ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରୁ ଦୁଇ ଜଣ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଆଉ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧାର ୬୯ ବର୍ଷୀୟ ପୁରୁଷଙ୍କ ଏହି ମହାମାରୀ ଯୋଗୁଁ ମୃତ୍ୟୁ ହୋଇଥିବା ବେଳେ। ସୁନ୍ଦରଗଡର ଜଣେ ୫୦ ବର୍ଷୀୟ ପୁରୁଷଙ୍କ କୋରୋନଜନିତ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯କୁ ବୃଦ୍ଧି ହୋଇଥିବା ବେଳେ ୩ ଲକ୍ଷ ୨୮ ହଜାର ୮୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ରାଜ୍ୟରେ ମୋଟ ୨ ହଜାର ୧୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଏବଂ ମୋଟ ୧୮୯୭ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୮୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୬  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୫, ଅନୁଗୁଳରୁ ୧୮, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୮,  ବୌଦ୍ଧରୁ ୨, କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୮, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୨୦, ସୋନପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୨୪, ବଲାଙ୍ଗୀରିରୁ ୨୩, ସୁନ୍ଦରଗଡରୁ ୨୩, କଟକରୁ ୧୭, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୦, ନୂଆପଡାରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ସମ୍ବଲପୁରରୁ ୯, କେନ୍ଦୁଝରରୁ ୬, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ବାଲେଶ୍ବରରୁ ୨, ବୌଦ୍ଧରୁ ୨, ଦେବଗଡରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୮୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୭ ଜଣ ଚିହ୍ନଟ ହୋଇଥିବାବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୬୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୯୨  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧରୁ ୩, କଟକରୁ ୧୮ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୨୩, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୮, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ସମ୍ବଲପୁରରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦, ମୟୂରଭଞ୍ଜରୁ ୧୯, ବଲାଙ୍ଗୀରିରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ସମ୍ବଲପୁରରୁ ୧୦, ବରଗଡରୁ ୯, ଝାରସୁଗୁଡାରୁ ୯, ଅନୁଗୁଳରୁ ୮, ଯାଜପୁରରୁ ୮, କଟକରୁ ୬, କେନ୍ଦୁଝରରୁ ୬, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ନବରଙ୍ଗପୁରରୁ ୨, ସୋନପୁରରୁ ୨, କୋରାପୁଟରୁ ୧, ନୟାଗଡରୁ ୧, ନୂଆପଡ଼ାରୁ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ଆଉ ଜଣେ ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ଏହି ଆକ୍ରାନ୍ତ ଜଣଙ୍କ ୭୦ ବର୍ଷ ବୟସରେ ମୃତ୍ୟୁ ବରଣ କରିଛନ୍ତି। ଆଜିର ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧କୁ ବୃଦ୍ଧି ହୋଇଥିବା ବେଳେ ୩ ଲକ୍ଷ ୨୮ ହଜାର ୪୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ରାଜ୍ୟରେ ମୋଟ ୨ ହଜାର ୧୪୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଏବଂ ମୋଟ ୧୮୯୫ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୨ ଜଣ ଚିହ୍ନଟ ହୋଇଥିବାବେଳେ ୮୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୪୫୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୪୧  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୧୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୦, ଅନୁଗୁଳରୁ ୨୪, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀରିରୁ ଜିଲ୍ଲାରୁ ୭,  କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଇଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୩, କଳାହାଣ୍ଡିରୁ ୪, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, ମାଲକାନଗିରି ଜିଲ୍ଲାରୁ ୮, ମୟୁରଭଞ୍ଜ ଜିଲ୍ଲାରୁ ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁରରୁ ୧୬, ସୋନପୁର ଜିଲ୍ଲାରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୧ ଜଣ ଚିହ୍ନଟ ହୋଇଥିବାବେଳେ ୯୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୨୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୩  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୮, ସମ୍ବଲପୁରରୁ ୧୫, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୧୬,  କଟକରୁ ୩ ଜଣ, ଦେବଗଡ଼ରୁ ୫, ଗଜପତି ଇଲ୍ଲାରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦୁଝରରୁ ୧୧, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୬, ସୁନ୍ଦରଗଡରୁ ୩୪, ଅନୁଗୁଳରୁ ୨୮, ବରଗଡରୁ ୧୫, ଖୋର୍ଦ୍ଧାରୁ ୧୩, ପୁରୀରୁ ୧୩, ନୂଆପଡ଼ାରୁ ୧୦, ଯାଜପୁରରୁ ୯, ବାଲେଶ୍ବରରୁ ୮, କେନ୍ଦ୍ରାପଡାରୁ ୮, ଝାରସୁଗୁଡାରୁ ୭, ମୟୂରଭଞ୍ଜରୁ ୭, ବଲାଙ୍ଗୀରିରୁ ୬, କୋରାପୁଟରୁ ୫, କଟକରୁ ୪, କେନ୍ଦୁଝରରୁ ୪, ବୌଦ୍ଧରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୩, କନ୍ଧମାଳରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୨, ଭଦ୍ରକରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୯୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୧, ଅନୁଗୁଳରୁ ୨୧, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୬, ବଲାଙ୍ଗୀରିରୁ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଇଲ୍ଲାରୁ ୧୮, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୧, ଅନୁଗୁଳରୁ ୩୧, ସମ୍ବଲପୁରରୁ ୨୬, ନୂଆପଡାରୁ ୨୬, ସୁନ୍ଦରଗଡରୁ ୧୯, ବାଲେଶ୍ବରରୁ ୧୫, ଯାଜପୁରରୁ ୧୫, ମୟୂରଭଞ୍ଜରୁ ୧୫, ବରଗଡରୁ ୧୪, ଝାରସୁଗୁଡାରୁ ୧୪, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ବଲାଙ୍ଗୀରିରୁ ୧୩, କେନ୍ଦ୍ରାପଡାରୁ ୧୦, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ନୟାଗଡରୁ ୨, ସୋନପୁରରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଓଡ଼ିଶାରେ ବାର୍ଡ‌ ଫ୍ଲୁର ଭୟ ନାହିଁ: ମାଂସ ଓ ଅଣ୍ଡା ଖାଇବାକୁ ଅନୁରୋଧ କଲେ ସରକାର

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିବା ବେଳେ ବାର୍ଡ ଫ୍ଲୁକୁ ନେଇ ଚିନ୍ତା ବଢିଛି। ଏହି ବାର୍ଡ ଫ୍ଲୁକୁ ନେଇ ଓଡିଶାରେ ଲୋକେ ଭୟଭୀତ ଅଛନ୍ତି। ଦୁଇ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଶହ ଶାହ କୁକୁଡା ମରିଥିବାର ଦେଖିବାକୁ ମିଳିଥିଲା। ଯଦ୍ୱାରା ରାଜ୍ୟରେ ବାର୍ଡ ଫ୍ଲୁ  ବ୍ୟାପିଥିବାର ଆଶଙ୍କା କରାଯାଉଛି। ହେଲେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଏକ ସ୍ପଷ୍ଟିକରଣ ମିଳିଛି। ଓଡ଼ିଶାରେ ବାର୍ଡ‌ ଫ୍ଲୁର ଭୟ ନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ଆଜି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଏନେଇ ସ୍ପଷ୍ଟ କରିଛି। ଜନସାଧାରଣ ଭୟଭୀତ ନହୋଇ କୁକୁଡ଼ା ମାଂସ ଓ ଅଣ୍ଡାକୁ ଭଲ ଭାବେ ସିଝାଇ ଖାଇବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୯ ଜଣ ଚିହ୍ନଟ ହୋଇଥିବାବେଳେ ୮୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୫୩୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୨୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୦୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୭, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀରିରୁ ଜିଲ୍ଲାରୁ ୨୬, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୬ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁରରୁ ୧୦, ଢେଙ୍କାନାଳ ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୯, କେନ୍ଦ୍ରାପଡା ଜିଲ୍ଲାରୁ ୪, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୬, ସୁନ୍ଦରଗଡ ଜିଲ୍ଲାରୁ ୨୬, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୨, ସମ୍ବଲପୁରରୁ ୨୮, ବରଗଡରୁ ୨୪, କଟକରୁ ୨୩, ସୁନ୍ଦରଗଡରୁ ୧୭, ଯାଜପୁରରୁ ୧୫, ଝାରସୁଗୁଡାରୁ ୧୫, ବାଲେଶ୍ବରରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ବଲାଙ୍ଗୀରିରୁ ୮, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୭, ଜଗତସିଂହପୁରରୁ ୬, ମୟୂରଭଞ୍ଜରୁ ୬, କଳାହାଣ୍ଡିରୁ ୪, ମାଲକାନାଗିରିରୁ ୪, ବୌଦ୍ଧରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୩, ସୋନପୁରରୁ ୩, ନୂଆପଡ଼ାରୁ ୨, ଦେବଗଡ଼ରୁ ୧, ଗଞ୍ଜାମରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୫୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଉଭୟ ଦିନ ଏବଂ ରାତିର ତାପମାତ୍ରା

ଭୁବନେଶ୍ୱର: ପ୍ରତ୍ୟେକ ଦିନ ରାତିର ତାପମାତ୍ରା ବଦଳୁ ଥିବାବେଳେ ଜାନୁଆରୀ ୧୬ ତାରିଖ ପର୍ଯ୍ୟନ୍ତ ଉଭୟ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପବନର ଗତି ବଙ୍ଗୋପ ସାଗରରୁ ଆଦ୍ରତା ଆହରଣ ଏହା ନିରୂପଣ କରିଥାଏ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ରାତ୍ରିରେ ସାଧାରଣତଃ ପୃଥିବୀ ପୃଷ୍ଠର ବିକିରଣ ଦ୍ୱାରା ଓ ଉତ୍ତର ଭାରତରୁ ପ୍ରବାହିତ ହେଉଥିବା ଥଣ୍ଡା ପବନ ଦ୍ୱାରା ତାପମାତ୍ରା କମିଥାଏ। ଏହି ଅବସ୍ଥା ଓଡ଼ିଶାରେ ଡ଼ିସେମ୍ବର ଶେଷ ପର୍ଯ୍ୟନ୍ତ ରହିଥିଲା।

ଜାନୁଆରୀ ୧୫ ତାରିଖରୁ ରାତିର ତାପମାତ୍ରା କମିବାର ସମ୍ଭାବନା ଥିବାବେଳେ ଉତ୍ତର ଭାରତରେ ଏହା ବୃଦ୍ଧି ପାଇବା ସମ୍ଭାବନା ଦୃଷ୍ଟିରୁ ରାତିର ତାପମାତ୍ରା ସାମାନ୍ୟ ଅବା ତାଠାରୁ ଅଧିକ ହୋଇପାରେ।

ସେହିପରି ଦିନରେ ତାପମାତ୍ରା ଅଧିକ ହେବାର ସମ୍ଭାବନା ରହିଥିବାବେଳେ ଜାନୁଆରୀ ତୃତୀୟ ସପ୍ତାହ ବେଳକୁ ଏହା ୩୨ ରୁ ୩୪ ଡିଗ୍ରୀ ରହିପାରେ ବୋଲି କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ଜଣେ ଆକ୍ରାନ୍ତ ଥିବା ବେଳେ ନୟାଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୮୩ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ନୟାଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୨୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବଲାଙ୍ଗୀରି ଜିଲ୍ଲାରୁ ୪୦ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୯, ଅନୁଗୁଳ ଜିଲ୍ଲାରୁ ୨୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୩,   ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୫ ଜଣ, ଦେବଗଡ଼ରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧୨, ଝାରସୁଗୁଡା ଜିଲ୍ଲାରୁ ୧୬, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୨୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୩ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ୪୦, ସୁନ୍ଦରଗଡରୁ ୩୪, ମୟୂରଭଞ୍ଜରୁ ୧୪, ନୂଆପଡ଼ାରୁ ୨୨, ବରଗଡରୁ ୧୮, ଅନୁଗୁଳରୁ ୧୬, ବାଲେଶ୍ବରରୁ ୧୬, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୧୨, କଟକରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୫, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୨୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୨୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୪ ଜଣ ଚିହ୍ନଟ ହୋଇଥିବାବେଳେ ୯୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୦୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୧୮ ଜଣ, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୪, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝରରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନବରଙ୍ଗପୁରରୁ ୧, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୧, ଅନୁଗୁଳରୁ ୩୦, ବଲାଙ୍ଗିରିରୁ ୧୭, ମୟୂରଭଞ୍ଜରୁ ୧୪, ବାଲେଶ୍ବରରୁ ୧୩, ସମ୍ବଲପୁରରୁ ୧୩, କଟକରୁ ୧୨, ଯାଜପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୨, ନୂଆପଡ଼ାରୁ ୧୦, ଝାରସୁଗୁଡାରୁ ୯, ବରଗଡରୁ ୭, ଜଗତସିଂହପୁରରୁ ୭, କେନ୍ଦୁଝରରୁ ୬, ଦେବଗଡରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ଭଦ୍ରକରୁ ୧, ନୟାଗଡରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୭୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଟିକା ପହଞ୍ଚିବାର ଦୁଇ ଦିନରେ ଟିକାକାରଣ ଆରମ୍ଭ ହେବ: ଡିଏମଇଟି

ଭୁବନେଶ୍ୱର: ୧୦ ଦିନ ଭିତରେ କରୋନା ଟିକା ଓଡିଶା ପହଞ୍ଚିବା ନେଇ ସୂଚନା ରହିଛି। କେନ୍ଦ୍ର ସରକାରଙ୍କ ସୂଚନା ଅନୁଯାୟୀ କୌଣସି ମୁହୂର୍ତ୍ତରେ କରୋନା ଟିକା ଓଡିଶା ପହଞ୍ଚିପାରେ। ଟିକା ଆସିବା ପରେ ଭୁବନେଶ୍ବରର ରାଜ୍ୟ ଟିକା କେନ୍ଦ୍ରରେ ରଖାଯିବ। ଏହାପରେ ଜିଲ୍ଲାକୁ ପଠାଯାଇ ଜିଲ୍ଲା ଟିକା କେନ୍ଦ୍ରରେ ରଖାଯିବ। ଟିକା ପହଞ୍ଚିବା ପରେ ଦୁଇ ଦିନରେ ଟିକାକରଣ ଆରମ୍ଭ କରାଯିବ।

ତେବେ ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀମାନେ ଟିକା ନେବାର ବ୍ୟବସ୍ଥା ହୋଇଛି। ହେଲେ ସବୁ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଟିକା ବାଧ୍ୟତାମୂଳକ ନୁହେଁ। ଯେଉଁ ସ୍ୱାସ୍ଥ୍ୟକର୍ମୀ ଚାହିଁବେ ସେମାନଙ୍କୁ ହିଁ ଟିକା ଦିଆଯିବ। ଏହି ସୂଚନା ଦେଇଛନ୍ତି ଡିଏମଇଟି। ତାଙ୍କ ସୂଚନା ଅନୁଯାୟୀ ୨ଟି ଡୋଜରେ ଟିକା ଦିଆଯିବ। ପ୍ରଥମ ଡୋଜର ୨୮ ଦିନ ପରେ ଦ୍ୱିତୀୟ ଡୋଜ ଦିଆଯିବ ବୋଲି ଡିଏମଇଟି ସୂଚନା ଦେଇଛନ୍ତି।