Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ୮୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୫୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୪୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୯୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୩୪ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୩,  ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୯ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡିରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନବରଙ୍ଗପୁରରୁ ୧, ନୟାଗଡରୁ ୨, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୯୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୪୯, ଅନୁଗୁଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୨, ବରଗଡରୁ ୧୦, ବଲାଙ୍ଗିରିରୁ ୧୦, ସମ୍ବଲପୁରରୁ ୮, ଦେବଗଡରୁ ୬, ଗଞ୍ଜାମରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୪, ରାୟଗଡାରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୫୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଛି। ତେବେ ୨ ହାଜର ୪୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ସୁନ୍ଦରଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵରରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ସୁନ୍ଦରଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୨୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୪୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୬ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୫, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମାଲକାନାଗିରିରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲା ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୯୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୪୦୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୯୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୩ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୧୦ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୬, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଜାନୁଆରୀ ୮ ତାରିଖରୁ ସ୍କୁଲ ଖୋଲିବ: ଶନିବାର, ରବିବାରରେ ମଧ୍ୟ ଛାତ୍ର ଛାତ୍ରୀ ପଢିବେ ପାଠ

ଭୁବନେଶ୍ବର: ରାଜ୍ୟରେ ଜାନୁଆରୀ ୮ ତାରିଖରୁ ସ୍କୁଲ ଖୋଲିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଗଣଶିକ୍ଷା ବିଭାଗ ଏନେଇ ବିଜ୍ଞପ୍ତି ଜାରି କରିଛି। ତେବେ କେବଳ ଦଶମ ଏବଂ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀ ସ୍କୁଲକୁ ଯିବେ। ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ସ୍କୁଲରେ ପାଠ ପଢା ଚାଲିବ। ସରକାରଙ୍କ ଏସଓପି ଅନୁଯାୟୀ ସ୍କୁଲରେ ପାଠପଢା ଯିବ। ପ୍ରତ୍ୟେକ ଶନିବାର, ରବିବାର ଦିନ ମଧ୍ୟ ପାଠ ପଢା ଚାଲିବ। ୧୦୦ ଦିନ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ସ୍କୁଲରେ ପାଠ ପଢି ପାରିବେ। ମେ ତିନିରୁ ଦଶମ ପରୀକ୍ଷା ଆରମ୍ଭ କରାଯିବାକୁ ଥିବା ବେଳେ ମେ ୧୫ ପର୍ଯ୍ୟନ୍ତ ଏହି ପରିକ୍ଷା ଚାଲିବ। ସେହିପରି ମେ ୧୫ ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ କରାଯିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୪ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ବଲାଙ୍ଗିରିରୁ ଜଣେ, କଟକରୁ ଜଣେ ଏବଂ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୪୧ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ବଲାଙ୍ଗିରିରୁ ଜଣେ ୮୦ ବର୍ଷୀୟ ପୁରୁଷ, କଟକର ଜଣେ ୯୪ ବର୍ଷୀୟ ପୁରୁଷ ଏବଂ ଖୋର୍ଦ୍ଧାରୁ ଜଣେ ୬୦ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୮ ଜଣ ଚିହ୍ନଟ ହୋଇଥିବାବେଳେ ୧୦୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୭୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୪୫୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୭୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲା ରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ, ବୌଦ୍ଧ ଜିଲ୍ଲା ରୁ ୩ ଜଣ, କଟକରୁ ୪ ଜଣ, ଦେଓଗଡରୁ ୪ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୨୩ ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବାବେଳେ ୧୦୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୪୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୫୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲା ରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ,  କଟକରୁ ୧୫ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲା ରୁ ୨ ଜଣ,  ନୂଆପଡ଼ା ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀରୁ ୨୯, ଖୋର୍ଦ୍ଧାରୁ ୨୨, ବାଲେଶ୍ବରରୁ ୧୭, ବରଗଡରୁ ୧୭, ଭଦ୍ରକରୁ ୧୨, କଟକରୁ ୧୦, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୦, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, କଳାହାଣ୍ଡିରୁ ୬, ନୂଆପଡ଼ାରୁ ୬, ଝାରସୁଗୁଡାରୁ ୫, ବଲାଙ୍ଗୀରିରୁ ୪, ଜଗତସିଂହପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ମାଲକାନାଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୬୨୧ କୁ ବୃଦ୍ଧି ହୋଇଛି। ତେବେ ୨୨୬୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳ ୧୮୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୨, ସମ୍ବଲପୁରରୁ ୩୨, ଅନୁଗୁଳରୁ ୨୩, କଟକରୁ ୨୨, କେନ୍ଦୁଝରରୁ ୨୧, ବଲାଙ୍ଗୀରିରୁ ୨୦, ପୁରୀରୁ ୧୮, ସୁନ୍ଦରଗଡରୁ ୧୮, ବାଲେଶ୍ବରରୁ ୧୫, ନୂଆପଡ଼ାରୁ ୧୪, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୦, ମୟୂରଭଞ୍ଜରୁ ୧୦, ବରଗଡରୁ ୯, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୫, ଭଦ୍ରକରୁ ୪, ଝାରସୁଗୁଡାରୁ ୪, ମାଲକାନାଗିରିରୁ ୪, ରାୟଗଡ଼ାରୁ ୪, ଗଞ୍ଜାମରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୩, ଦେବଗଡ଼ରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୦୬ କୁ ବୃଦ୍ଧି ହୋଇଛି। ତେବେ ୨୨୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳ ୧୮୬୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଜାନୁୟାରୀ ମାସ ପାଇଁ ଗାଇଡ ଲାଇନ ଜାରି: ସିନେମା ହଲ ଏବଂ ଯାତ୍ରା ପାଇଁ ମିଳିଲା ଅନୁମତି

ଭୁବନେଶ୍ବର: ରାଜ୍ୟ ସରକାର ଜାନୁୟାରୀ ମାସ ପାଇଁ ଗାଇଡ ଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ତାରିଖ ଏବଂ ନୂଆ ବର୍ଷ ପାର୍ଟି ପାଇଁ ବାରଣ କରାଯାଇଛି। ଜାନୁୟାରୀ ୩୧ ତାରିଖ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲାଗିଛି। ଜାନୁୟାରୀ ୩୧ ତାରିଖ ଯାଏଁ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।

ସିନେମା ହଲ ଏବଂ ଯାତ୍ରା ଖୋଲିବା ନେଇ ଅନୁମତି ମିଳିଛି। କୋଭିଡ ଗାଇଡ ଲାଇନ ଅନୁସାରେ ଯାତ୍ରା ଏବଂ ସିନେମା ହଲ ଖୋଲିପାରିବ। ସେଥିପାଇଁ  ୫୦ ପ୍ରତିଶତ ଦର୍ଶକ ସିନେମା ହଲରେ ପ୍ରବେଶ କରିପାରିବେ। ସ୍ଥାନୀୟ ପ୍ରଶାସନର ଅନୁମତିରେ ଯାତ୍ରା ବା ମୁକ୍ତାକାଶ ରଙ୍ଗମଞ୍ଚ ଖୋଲିପାରିବ। ସର୍ବାଧିକ ୨ ଶହ ଲୋକଙ୍କୁ ନେଇ ଧାର୍ମିକ କାର୍ଯ୍ୟକ୍ରମ ଏବଂ ସାମାଜିକ କାର୍ଯ୍ୟକ୍ରମ ଚାଲିପାରିବ। ବିବାହ ଉତ୍ସବ ପାଇଁ ୨୦୦ ଲୋକ ଏବଂ ମୃତ କାର୍ଯ୍ୟରେ ୧୦୦ ଲୋକଙ୍କ ପାଇଁ ଅନୁମତି ମିଳିଛି।

ଏହା ସହିତ କ୍ରୀଡା, ମନୋରଞ୍ଜନ, ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଚାଲିପାରିବ। ହେଲେ ସ୍କୁଲ, କଲେଜ ଖୋଲିବା ପାଇଁ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନେବେ ବିଭାଗୀୟ କର୍ତ୍ତୁପକ୍ଷ। ତେବେ ପରୀକ୍ଷା, ଖାତା ମୂଲ୍ୟାୟନ, ଅନଲାଇନ ପାଠ ପଢା ଜାରି ରହିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୩୦୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୪ହଜାର ୭୭୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୬୦୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୬୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୩୦୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲା ଏବଂ ସମ୍ବଲପୁର ଜିଲ୍ଲାରୁ ୨୮ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଅନୁଗୁଳଜିଲ୍ଲା ରୁ ୨୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲା ରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ବୌଦ୍ଧ ଜିଲ୍ଲା ରୁ ୩ ଜଣ,  କଟକରୁ ୨୩ ଜଣ, ଦେଓଗଡରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ ଜିଲ୍ଲା ରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲା ରୁ ୧ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସୋନପୁର ଜିଲ୍ଲା ରୁ ୩ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଝାରସୁଗୁଡାରୁ ୩୬, ଖୋର୍ଦ୍ଧାରୁ ୩୫, ଅନୁଗୁଳରୁ ୩୨, କଟକରୁ ୨୬, ନୂଆପଡ଼ାରୁ ୨୫, ପୁରୀରୁ ୨୪, ମୟୂରଭଞ୍ଜରୁ ୨୧, ସମ୍ବଲପୁରରୁ ୧୮, ବଲାଙ୍ଗିରିରୁ ୧୫, ବାଲେଶ୍ବରରୁ ୧୪, ଯାଜପୁରରୁ ୧୨, କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, କେନ୍ଦୁଝରରୁ ୧୦, କଳାହାଣ୍ଡିରୁ ୭, ଜଗତସିଂହପୁରରୁ ୬, ନବରଙ୍ଗପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନାଗିରିରୁ ୨, ନୟାଗଡରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୭୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧ କୁ ବୃଦ୍ଧି ହୋଇଛି। ତେବେ ୨୩୦୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୪, ସୁନ୍ଦରଗଡରୁ ୩୫, ବାଲେଶ୍ବରରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗିରିରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡ଼ାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ନବରଙ୍ଗପୁରରୁ ୩, ବୌଦ୍ଧରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ପୁରୀରୁ ୧, ସୋନପୁରରୁ ୧, ଦେବଗଡରୁ ୧, ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଛି। ତେବେ ୨୫୨୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଲେ ଆଉ ୪ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, କଳାହାଣ୍ଡି, ନୂଆପଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ବରରୁ ୩୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ ୪୫ ବର୍ଷୀୟା ମହିଳା, ନୂଆପଡ଼ାରୁ ୬୫ ବର୍ଷୀୟ ପୁରୁଷ ଓ ସୁନ୍ଦରଗଡରୁ ୭୦ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୮୪୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ଜିଲ୍ଲାରୁ ୧୬ଜଣ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୬ ଜଣ, ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, , ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ ୧୮, ବରଗଡରୁ ୧୭, ଅନୁଗୁଳରୁ ୧୫, କେନ୍ଦୁଝରରୁ ୧୦, ଦେବଗଡରୁ ୯, ନବରଙ୍ଗପୁରରୁ ୯, ନୂଆପଡ଼ାରୁ ୮, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୬, ଜଗତସିଂହପୁରରୁ ୫, ରାୟଗଡାରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, ମାଲକାନାଗିରିରୁ ୪, ନୟାଗଡରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କୋରାପୁଟରୁ ୧, ସୋନପୁରରୁ ଏବଂ ଷ୍ଟେଟପୁଲରୁ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୩ ହଜାର ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୬୭ କୁ ବୃଦ୍ଧି ହୋଇଛି। ତେବେ ୨୫୮୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଅନୁଗୁଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡ଼ାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, କେନ୍ଦ୍ରାପଡାରୁ ୧୧, ବରଗଡରୁ ୧୦, ଯାଜପୁରରୁ ୧୦, କଳାହାଣ୍ଡିରୁ ୯, ବଲାଙ୍ଗିରିରୁ ୮, ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, ମାଲକାନାଗିରିରୁ ୩, ନୟାଗଡରୁ ୩, ଦେବଗଡରୁ ୨, ଭଦ୍ରକରୁ ୧, କୋରାପୁଟରୁ ୧, ରାୟଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୫୪୨ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ୨୪ ହଜାର ୭୧୨ ଆକ୍ରାନ୍ତ ଚିହ୍ନଟ, ୩୧୨ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ହଜାର ୭୧୨ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୨୩ ହଜାରକୁ ୭୭୮ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୭୫୬ ରେ ପହଞ୍ଚିଛି। ତେବେ ଦେଶରେ ୨ ଲକ୍ଷ ୮୩ ହଜାର ୮୪୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୬ ଲକ୍ଷ ୯୩ ହଜାର ୧୭୩ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୨୭୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୩୪୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୬ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୪୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ମୋଟ୍‌ ୩୬୪ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୫ ଜଣ,  ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲା ରୁ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ, କଟକରୁ ୨୧ ଜଣ, ଗଜପତିରୁ ୨, ଗଞ୍ଜାମରୁ ୭ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୯ ଜଣ,  ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ,  ରାୟଗଡା ଜିଲ୍ଲାରୁ ୧ଜଣ,  ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁରରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।