ଆଜିର ଖବର ବିଜେପି ଛାଡି କଂଗ୍ରେସରେ ଯୋଗ ଦେଲେ ସୋନାଲି ସାହୁ, କହିଲେ ମହିଳାଙ୍କୁ ସମ୍ମାନ ଦିଏନି ବିଜେପି ଭୁବନେଶ୍ବର: ଶେଷରେ ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି ସୋନାଲି ସାହୁ। ସେ ବିଜେପିରେ ମୁଖପାତ୍ର ଭାବେ କାର୍ଯ୍ୟ କରୁଥିଲେ। ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ…