ବିଶେଷ ଖବର ସାତ ଦିନ ମଧ୍ୟରେ ପ୍ରସ୍ତୁତ ହେବ କଟକ ଚଣ୍ଡି ମନ୍ଦିରର ମାଷ୍ଟର ପ୍ଲାନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି।…