Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୯୮୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୫୩ ହଜାର ୫୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୯୯ ହଜାର ୯୬୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧ ହଜାର ୬୩୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୯୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୭୮ ହଜାର ୫୮୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୭୪ ହଜାର ୭୪୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୧ ହଜାର ୭୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ୫୪୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୫୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୬ ଲକ୍ଷ ୯୨ ହଜାର ୯୮୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୫ ହଜାର ୧୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୯୬ ହଜାର ୩୫୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪ ହଜାର ୯୫୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୦ ହଜାର ୧୩୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୧୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୨ ହଜାର ୫୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୪ ହଜାର ୭୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୫୭ ହଜାର ୪୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୩ ହଜାର ୭୧୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାର ୧୬୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୧୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୯୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୧ ଲକ୍ଷ ୪୪ ହଜାର ୨୨୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୮ ହଜାର ୪୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨୧ ହଜାର ୬୬୫ ଆକ୍ଟିଭ୍‌ କେସ୍ ରହିଛି।