Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୯୬ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୬ ହଜାର ୯୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୪୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୬ ଲକ୍ଷ ୮୬ ହଜାର ୪୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୫୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୨ ହଜାର ୨୭୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୮୮ ହଜାର ୨୨୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୧୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୬୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୩୭ ହଜାର ୩୨୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୯୧୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୪୨ ହଜାର ୯୫୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୩ ହଜାର ୬୭୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ଜଣେ ଆକ୍ରାନ୍ତ ଥିବା ବେଳେ ନୟାଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୮୩ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ନୟାଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ସୁନ୍ଦରଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵରରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ସୁନ୍ଦରଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।