Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତକାଲି ଠାରୁ ଆଜି ଦେଶରେ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୮୮

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୪୭ ହଜାର ୨୫୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୩୭ ହଜାର ୭୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୪୮୮ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୪୨ ହଜାର ୬୬୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୩ ଲକ୍ଷ ୩୨ ହଜାର ୪୫୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୮ ହଜାର ୮୮୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୩ ଲକ୍ଷ ୧ ହଜାର ୪୮୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୧୩ ହଜାରକୁ ୩୬୫ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ଦେଶରେ ପ୍ରାୟ ସାଢେ ୩ ଲକ୍ଷ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୭୦୩

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୧୭ ହଜାର ୫୩୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୪୭ ହଜାର ୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୭୦୩ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୫୧ ହଜାର ୭୭୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୯ ଲକ୍ଷ ୯୪ ହଜାର ୭୫୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୮ ହଜାର ୩୯୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୦ ଲକ୍ଷ ୫୮ ହଜାର ୮୦୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷ ୧୮ ହଜାରକୁ ୮୨୫ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ଦେଶରେ ୩ ଲକ୍ଷରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୯୧

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୮୨ ହଜାର ୯୭୦ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୧୭ ହଜାର ୫୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୪୯୧ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୨୩ ହଜାର ୯୯୦ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୬ ଲକ୍ଷ ୪୭ ହଜାର ୪୯୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୭ ହଜାର ୬୯୩ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୮ ଲକ୍ଷ ୭ ହଜାର ୨୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୯ ଲକ୍ଷ ୨୪ ହଜାରକୁ ୫୧ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତକାଲି ଠାରୁ ଆଜି ଦେଶରେ ୪୪ ହଜାର ଅଧିକ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୪୧

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୩୮ ହଜାର ୧୮ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୮୨ ହଜାର ୯୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୪୪୧ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୮୮ ହଜାର ୧୫୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୩ ଲକ୍ଷ ୨୯ ହଜାର ୯୬୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୭୬୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୫ ଲକ୍ଷ ୮୩ ହଜାର ୩୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୮ ଲକ୍ଷ ୩୦ ହଜାରକୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

୨୦ ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତ, କରୋନାଜନିତ ମୃତ୍ୟୁ ୩୧୦

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୮ ହଜାର ୮୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୮ ହଜାର ୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୧୦ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୭ ହଜାର ୪୨୧ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୦ ଲକ୍ଷ ୪୬ ହଜାର ୯୯୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୭୬୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୭ ଲକ୍ଷ ୩୬ ହଜାର ୬୨୮ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୧୦ ହଜାର ୪୮୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୧ ହଜାର ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧ ହଜାର ୬୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪ ହଜାର ୬୫୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୩୯

ବାଲେଶ୍ଵର ଜିଲ୍ଲାରୁ- ୩୨୩

ବରଗଡ ଜିଲ୍ଲାରୁ- ୧୨୫

ଭଦ୍ରକ ଜିଲ୍ଲାରୁ- ୧୩୨

ବଲାଙ୍ଗୀରି ଜିଲ୍ଲାରୁ- ୩୦୦

ବୌଦ୍ଧ ଜିଲ୍ଲାରୁ- ୮୩

କଟକ ଜିଲ୍ଲାରୁ – ୭୬୬

ଦେବଗଡ ଜିଲ୍ଲାରୁ- ୫୩

ଢେଙ୍କାନାଳ ଜିଲ୍ଲାରୁ- ୧୫୭

ଗଜପତି ଜିଲ୍ଲାରୁ- ୯୩

ଗଞ୍ଜାମ ଜିଲ୍ଲାରୁ- ୧୧୬

ଜଗତସିଂହପୁର ଜିଲ୍ଲାରୁ- ୨୭୩

ଯାଜପୁର ଜିଲ୍ଲାରୁ- ୨୭୫

ଝାରସୁଗୁଡା ଜିଲ୍ଲାରୁ- ୧୩୨

କଳାହାଣ୍ଡି ଜିଲ୍ଲାରୁ- ୨୫୩

କନ୍ଧମାଳ ଜିଲ୍ଲାରୁ- ୫୧

କେନ୍ଦ୍ରାପଡା ଜିଲ୍ଲାରୁ- ୮୫

କେନ୍ଦୁଝର ଜିଲ୍ଲାରୁ- ୨୨୩

ଖୋର୍ଦ୍ଧା ଜିଲ୍ଲାରୁ- ୩୪୬୯

କୋରାପୁଟ ଜିଲ୍ଲାରୁ- ୧୯୬

ମାଲକାନଗିରି ଜିଲ୍ଲାରୁ- ୫୪

ମୟୂରଭଞ୍ଜ ଜିଲ୍ଲାରୁ- ୩୯୩

ନବରଙ୍ଗପୁର ଜିଲ୍ଲାରୁ- ୧୩୭

ନୟାଗଡ ଜିଲ୍ଲାରୁ- ୧୪୯

ନୂଆପଡା ଜିଲ୍ଲାରୁ- ୧୦୪

ପୁରୀ ଜିଲ୍ଲାରୁ- ୧୮୮

ରାୟଗଡା ଜିଲ୍ଲାରୁ- ୧୮୭

ସମ୍ବଲପୁର ଜିଲ୍ଲାରୁ- ୩୦୨

ସୋନପୁର ଜିଲ୍ଲାରୁ- ୧୫୩

ସୁନ୍ଦରଗଡ ଜିଲ୍ଲାରୁ- ୧୪୧୬

ଷ୍ଟେଟ ପୁଲରୁ- ୭୫୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୩୨ ଏବଂ ବର୍ତ୍ତମାନ ୮୦ ହଜାର ୯୧୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ କରୋନା ମାମଲା ୪% ହ୍ରାସ, କିନ୍ତୁ ପଜିଟିଭ ହାର ୧୯.୬୫% କୁ ବୃଦ୍ଧି

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୭୧ ହଜାର ୨୦୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୮ ହଜାର ୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୮୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୧ ହଜାର ୭୪୦ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୭୮ ଲକ୍ଷ ୦୮ ହଜାର ୯୭୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୪୫୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୨ ଲକ୍ଷ ୩୭ ହଜାର ୪୬୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୬ ଲକ୍ଷ ୫୬ ହଜାର ୩୪୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨ ଲକ୍ଷ ୭୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୪

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୬୮ ହଜାର ୮୩୩ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୭୧ ହଜାର ୨୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୧୪ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୩୮ ହଜାର ୩୩୧ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୭୫ ଲକ୍ଷ ୫୦ ହଜାର ୮୮୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୬୬ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୦ ଲକ୍ଷ ୮୫ ହଜାର ୭୨୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୫ ଲକ୍ଷ ୫୦ ହଜାର ୩୭୭ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨ ଲକ୍ଷ ୪୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୯୪ ହଜାର ୭୨୦ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୪୭ ହଜାର ୪୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୪୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୩୮୦ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୮୪ ହଜାର ୮୨୫ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୬୦ ଲକ୍ଷ ୫୧୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୫ ହଜାର ୩୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୧୭ ହଜାର ୫୩୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନାଜନିତ ମୃତ୍ୟୁକୁ ରୋକିବାରେ ପ୍ରଥମ ଡୋଜ ୯୬.୬% ପ୍ରଭାବଶାଳୀ, ଉଭୟ ଡୋଜର ପ୍ରଭାବ ୯୭.୭%: କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାରରୁ ଅଧିକ କରୋନା ମାମଲା ରୁଜୁ ହୋଇଥିବା ବେଳେ ସେଥିମଧ୍ୟରୁ ପ୍ରାୟ ୩୨ ହଜାର ମାମଲା କେରଳ ରାଜ୍ୟରୁ ଆସିଛି। ଗତ ସପ୍ତାହରେ ରିପୋର୍ଟ ହୋଇଥିବା ମାମଲା ମଧ୍ୟରୁ କେବଳ କେରଳରୁ ୬୮.୫୯% ରିପୋର୍ଟ କରାଯାଇଥିଲା। ଆଜି ଏକ ଗଣମାଧ୍ୟମ ସମ୍ମିଳନୀରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆମେ ଦ୍ୱିତୀୟ ତରଙ୍ଗର ମଝିରେ ଅଛୁ, ଏହା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଦେଶର ୩୮ ଟି ଜିଲ୍ଲାରେ ୧୦୦ ରୁ ଅଧିକ ମାମଲା ରୁଜୁ ହୋଇଥିବାବେଳେ ଜୁନ୍ ୩୦ ରେ ୧୦୮ ଟି ଜିଲ୍ଲା ଥିଲା।

ରାଜେଶ ଭୂଷଣ କହିଛନ୍ତି ଯେ, ମଝିରେ ସକ୍ରିୟ ମାମଲା ହ୍ରାସ ପାଇଥିଲା, ପରେ ବୃଦ୍ଧି ପାଇଥିଲା କିନ୍ତୁ ବର୍ତ୍ତମାନ ଏହା ହ୍ରାସ ପାଉଛି। ଦେଶରେ କେବଳ ଗୋଟିଏ ରାଜ୍ୟ କେରଳ, ଯେଉଁଠାରେ ମୋଟ ସକ୍ରିୟ ମାମଲାର ୬୧% ରହିଛି। ସେହିଭଳି ମହାରାଷ୍ଟ୍ରରେ ସକ୍ରିୟ ମାମଲା ୫୦ ହଜାରରୁ ଏକ ଲକ୍ଷ ମଧ୍ୟରେ ରହିଥିବା ବେଳେ ୧୦ ହଜାରରୁ ୫୦ ହଜାର ମଧ୍ୟରେ ସକ୍ରିୟ ମାମଲା ବର୍ତ୍ତମାନ ୪ ଟି ରାଜ୍ୟରେ ଏବଂ ୧୦ ହଜାରରୁ କମ୍ ସକ୍ରିୟ ମାମଲା ୩୦ ଟି ରାଜ୍ୟରେ ଅଛି। ୩୫ ଟି ଜିଲ୍ଲାରେ ସାପ୍ତାହିକ ପଜେଟିଭ ହାର ୧୦% ଅଧିକ ରହୁଛି।

ଟୀକାକରଣ ବିଷୟରେ ସ୍ୱାସ୍ଥ୍ୟ ସଚିବ କହିଛନ୍ତି ଯେ, ୧୮ ବର୍ଷରୁ ଅଧିକ ୫୮% ଲୋକଙ୍କୁ ପ୍ରଥମ ଡୋଜ ଦିଆଯାଇଥିବାବେଳେ ୧୮% ଉଭୟ ଡୋଜ ଦିଆଯାଇଛି। ଆଇସିଏମଆର ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି ଯେ, ମୃତ୍ୟୁ ହାରକୁ ରୋକିବା ପାଇଁ ପ୍ରଥମ ଡୋଜ ୯୬.୬% ପର୍ଯ୍ୟନ୍ତ ସକ୍ଷମ ହୋଉଥିବା ବେଳେ ଦ୍ଵିତୀୟ ଡୋଜ ପରେ ଏହା ୯୭.୫% କୁ ବୃଦ୍ଧି ପାଉଛି।

Categories
ଆଜିର ଖବର ଜାତୀୟ ଖବର

କରୋନାଜନିତ ମୃତ୍ୟୁ ପାଇଁ ଦେଇହେବନି ୪ ଲକ୍ଷ: ଶେଷ ହୋଇଯିବ ଏସଡିଆରଏଫ ଟଙ୍କା, ସୁପ୍ରିମକୋର୍ଟରେ ଉତ୍ତର ରଖିଲା କେନ୍ଦ୍ର

ନୂଆଦିଲ୍ଲୀ: କରୋନାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା ଲାଗି ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଉପରେ କେନ୍ଦ୍ର ସରକାର ଉତ୍ତର ରଖିଛି। କରୋନାରେ ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ ୪-୪ ଲକ୍ଷ ଟଙ୍କା ଦେବାକୁ କେନ୍ଦ୍ର ସରକାର ମନା କରିଦେଇଛି।

ଆବେଦନକାରୀଙ୍କ କହିବା ଅନୁଯାୟୀ, ଜାତୀୟ ବିପର୍ଯ୍ୟୟ ପରିଚାଳନା ଆଇନ ଏବଂ ୨୦୧୫ ମସିହାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ଅଥୋରିଟୀ ଦ୍ଵାରା ଗାଇଡଲାଇନ ଜାରି କରାଯାଇ ବିପର୍ଯ୍ୟୟ ସମୟରେ ମୃତ ଲୋକଙ୍କୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରାବଧାନ ଅଛି। ତେଣୁ ଏହି ଆଧାରରେ କରୋନାରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ଦେବା ଉଚିତ ବୋଲି ଆବେଦନକାରୀ ସୁପ୍ରିମକୋର୍ଟରେ ଜଣାଇଥିଲେ।

ହେଲେ ଏହାର ଉତ୍ତର ରଖି କେନ୍ଦ୍ର ସରକାର କହିଛି ଯେ, ଏହି ନିୟମ କେବଳ ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ବିପର୍ଯ୍ୟୟରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ପାଇଁ ଲାଗୁ ହେବ। ଯଦି କରୋନାରେ ଏହି ଟଙ୍କା ଖର୍ଚ୍ଚ କରାଯିବ, ତେବେ ରାଜ୍ୟ ବିପର୍ଯ୍ୟୟ ରିଲିଫ ପାଣ୍ଠିର ସବୁ ଅର୍ଥ ଶେଷ ହୋଇଯିବ। ଫଳରେ ବିପର୍ଯ୍ୟୟ ସମୟରେ ଅର୍ଥର ଅଭାବ ଦେଖାଯିବ। ବର୍ତ୍ତମାନ କରୋନା ମହାମାରୀ ସମୟରେ ଅର୍ଥର ଆବଶ୍ୟକ ହେଉଛି ବୋଲି ସରକାର ପକ୍ଷରୁ ସୁପ୍ରିମକୋର୍ଟରେ ଉତ୍ତର ରଖାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୫୭ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୨୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଟକ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ବରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,  ବୌଦ୍ଧ, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ  ଏବଂ ବାଲେଶ୍ଵର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କେନ୍ଦ୍ରାପଡା, ପୁରୀ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର,  ରାୟଗଡା, ସୁନ୍ଦରଗଡ ଓ ବଲାଙ୍ଗୀରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୭ ହଜାର ୩୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୮୧ ହଜାର ୪୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨ ହଜାର ୫୧୫ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭ ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୩୨୧୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୨୧୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,  ବଲାଙ୍ଗୀରି, ଏବଂ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ, କେନ୍ଦ୍ରାପଡା, କନ୍ଧମାଳ, ନୟାଗଡ  ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୭୨ ହଜାର ୯୭୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୬ ହଜାର ୨୨୬ ଜଣ। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ପ୍ରାଣ ହରାଇଲେ ୫ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୫୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ନୂଆପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ନୂଆପଡା ଜିଲ୍ଲାର ୩ ଜଣ ମୃତକଙ୍କ ମଧ୍ୟରୁ  ଜଣେ ୮୦ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଜଣେ ୬୦ ବର୍ଷିୟା ମହିଳା ଏବଂ ଜଣେ ୩୮ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି। ସେହିଭଳି ରାୟଗଡା ଜିଲ୍ଲାରୁ ଜଣେ ୪୭ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୭ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୮୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ପ୍ରାଣ ହରାଇଲେ ୨ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୪୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବରଗଡ ଜିଲ୍ଲାରୁ ଜଣେ ୭୫ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ୩୨ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୪ ହଜାର ୮୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୪୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କ ସଂଖ୍ୟା ୧୨୧୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଗଜପତି ଓ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ମୟୂରଭଞ୍ଜ, ଭୁବନେଶ୍ବର ଏବଂ ଯାଜପୁରରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା ୧୨୧୪କୁ ବୃଦ୍ଧି ହୋଇଛି।

ଅନୁଗୁଳର ୭୬, ୩୮ ଓ ୬୨ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତିରୁ ୬୦, ୪୫  ଓ ୨୯ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରର ୬୨ ଓ ୬୦ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜରୁ ୫୧ ଓ ୭୦ ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବା ବେଳେ ଯାଜପୁରରୁ ୨୯ ଓ ୬୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିପରି ଭଦ୍ରକର ଜଣେ ୪୩ ବର୍ଷୀୟ ପୁରୁଷ, ଢେଙ୍କାନାଳର ଜଣେ ୬୬ ବର୍ଷୀୟ ପୁରୁଷ, ଖୋର୍ଦ୍ଧାରୁ ଜଣେ ୩୫ ବର୍ଷୀୟ ପୁରୁଷ, ମାଲକାନଗିରିରୁ ଜଣେ ୭୦ ବର୍ଷୀୟ ପୁରୁଷ, ନବରଙ୍ଗପୁରରୁ ଜଣେ ୫୦ ବର୍ଷୀୟ ପୁରୁଷ ଏବଂ ପୁରୀରୁ ଜଣେ ୬୪ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।