Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଗତ ୨୪  ଘଣ୍ଟାରେ ୩୮ ହଜାର ୭୭୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪  ଘଣ୍ଟାରେ ୩୮ ହଜାର ୭୭୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୪୩ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୭ ହଜାର ୧୩୯ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ଦେଶରେ ୪ଲକ୍ଷ ୪୬ହଜାର ୯୫୨ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୮୮ଲକ୍ଷ ୪୭ ହଜାର ୬୦୦ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୭୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୩ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୩, ସୁନ୍ଦରଗଡରୁ ୬୭, ନୂଆପଡାରୁ ୪୪, କଟକରୁ ୪୨, ବାଲେଶ୍ଵରରୁ ୩୭, ବଲାଙ୍ଗିରିରୁ ୩୨, ଜଗତସିଂହପୁରରୁ ୩୦, କେନ୍ଦ୍ରାପଡାରୁ ୩୦, ସମ୍ବଲପୁରରୁ ୨୮, କେନ୍ଦୁଝରରୁ ୨୫, ଅନୁଗୁଳରୁ ୨୪, ବରଗଡରୁ ୨୧, ଝାରସୁଗୁଡାରୁ ୧୭, ଯାଜପୁରରୁ ୧୪, କଳାହାଣ୍ଡିରୁ ୧୪, ଢେଙ୍କାନାଳରୁ ୧୩, ପୁରୀରୁ ୧୩, ଭଦ୍ରକରୁ ୧୧, ଦେବଗଡରୁ ୧୦, ମାଲକାନଗିରିରୁ ୧୦, ନବରଙ୍ଗପୁରରୁ ୧୦, ଗଞ୍ଜାମରୁ ୯, ନୟାଗଡରୁ ୭, ସୋନପୁରରୁ ୭, କନ୍ଧମାଳରୁ ୫, ରାୟଗଡାରୁ ୩, କୋରାପୁଟରୁ ୨, ବୌଦ୍ଧରୁ ୧ ଓ ଷ୍ଟେଟ୍ ପୁଲରୁ ୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୮ ହଜାର୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୧ ମଧ୍ୟରୁ ୬ ହଜାର ୧୫୯ ଜଣ ଚିକିତ୍ସିଧୀନ ଥିବା ବେଳେ ୧୬୮୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୪୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୫୧, କଳାହାଣ୍ଡିରୁ ୪୮, କଟକରୁ ୪୦, ସୁନ୍ଦରଗଡ଼ରୁ ୩୫, ବଲାଙ୍ଗିରିରୁ ୩୪, ପୁରୀରୁ ୩୪, ଜଗତସିଂହପୁରରୁ ୩୨, ବରଗଡରୁ ୩୧, ବାଲେଶ୍ଵରରୁ ୨୯, କେନ୍ଦୁଝରରୁ ୨୫, କେନ୍ଦ୍ରାପଡାରୁ ୨୪, ମୟୂରଭଞ୍ଜରୁ ୨୪, ଢେଙ୍କାନାଳରୁ ୨୩, ନୂଆପଡାରୁ ୨୦, ସମ୍ବଲପୁରରୁ ୨୦, ରାୟଗଡାରୁ ୧୮, ନବରଙ୍ଗପୁରରୁ ୧୩, ବୌଦ୍ଧରୁ ୧୨, ମାଲକାନଗିରିରୁ ୧୦, ଝାରସୁଗୁଡାରୁ ୯, ଗଞ୍ଜାମରୁ ୮, ଭଦ୍ରକରୁ ୬, ଯାଜପୁରରୁ ୪, କନ୍ଧମାଳରୁ ୪, ଦେବଗଡ଼ରୁ ୩, ଗଜପତିରୁ ୩, ସୋନପୁରରୁ ୩, କୋରାପୁଟରୁ ୧, ନୟାଗଡରୁ ୧ ଓ ଷ୍ଟେଟ୍ ପୁଲରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୭ ହଜାର ୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ୨୭୧ ମଧ୍ୟରୁ ୬ ହଜାର ୧୭୩ ଜଣ ଚିକିତ୍ସିଧୀନ ଥିବା ବେଳେ ୧୬୭୧ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୫ ଜଣ ଚିହ୍ନଟ ହୋଇଥିବାବେଳେ ୨୮୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪ହଜାର ୬୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫ ହଜାର ୮୧୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୧୦୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୬୪୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ମୋଟ୍‌ ୬୬୮ ଜଣ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ସର୍ବାଧିକ ୭୦ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୬, ବାଲେଶ୍ଵରରୁ ୩୮, ବରଗଡରୁ ୧୮, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୭, କଟକରୁ ୩୭, ଦେବଗଡରୁ ୨, ଢେଙ୍କାନାଳରୁ ୬, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୫, ଯାଜପୁରରୁ ୧୮, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୨୧, କେଉଁଝରରୁ ୩୮, ଖୋର୍ଦ୍ଧାରୁ ୫୬, ମାଲକାନଗିରିରୁ ୮, ମୟୂରଭଞ୍ଜରୁ ୫୦, ନବରଙ୍ଗପୁରରୁ ୯, ନୟାଗଡରୁ ୮, ପୁରୀରୁ ୨୩, ରାୟଗଡାରୁ ୨,  ସମ୍ବଲପୁରରୁ ୨୫, ସୁନ୍ଦରଗଡରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୨ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୫୯ ନୂତନ ସଂକ୍ରମିତ, ୫୧୧ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୫୯ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫୧୧ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୬କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୭୩୮ରେ ପହଞ୍ଚିଛି। ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ୮୫ ଲକ୍ଷ ୬୨ ହଜାର ୬୪୧ ଲୋକେ ସୁସ୍ଥ ହୋଇଛନ୍ତି। ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୪୮୬ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୧୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧ ହଜାର ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଅନୁଗୁଳରୁ ସର୍ବାଧିକ ୧୩୮ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୧୪, ବଲାଙ୍ଗିରିରୁ ୮୧, କଟକରୁ ୭୮, ମୟୂରଭଞ୍ଜରୁ ୭୬, ବାଲେଶ୍ବରରୁ ୪୫, ଜଗତସିଂହପୁରରୁ ୪୫, କେନ୍ଦ୍ରାପଡାରୁ ୪୩, କଳାହାଣ୍ଡିରୁ ୪୦, ନବରଙ୍ଗପୁରରୁ ୧୯, ଝାରସୁଗୁଡାରୁ ୧୮, ସମ୍ବଲପୁରରୁ ୧୬, ଗଞ୍ଜାମରୁ ୧୨, ନୟାଗଡରୁ ୧୨, ଭଦ୍ରକରୁ ୧୦, କନ୍ଧାମଳରୁ ୧୦, କୋରାପୁଟରୁ ୯, ସୋନପୁରରୁ ୯, ମାଲକାନଗିରିରୁ ୫, ଦେବଗଡରୁ ୩, ଗଜପତିରୁ ୨, ଏବଂ ଷ୍ଟେଟ ପୁଲରୁ ୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪ ହଜାର ୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ମଧ୍ୟରୁ ୬ ହଜାର ୭୩୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୬୨୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୦୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୯୬, କଟକରୁ ୮୯, ମୟୂରଭଞ୍ଜରୁ ୬୮, ବଲାଙ୍ଗିରିରୁ ୬୨, ବରଗଡରୁ ୬୦, ପୁରୀରୁ ୬୦, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ ୫୫, ଅନୁଗୁଳରୁ ୫୪, କେନ୍ଦ୍ରାପଡାରୁ ୪୭, ନୂଆପଡାରୁ ୪୪, କେନ୍ଦୁଝରରୁ ୪୨, ସମ୍ବଲପୁରରୁ ୩୭, ଭଦ୍ରକରୁ ୨୮, ଯାଜପୁରରୁ ୨୬, ଢେଙ୍କାନାଳରୁ ୨୩, ବାଲେଶ୍ବରରୁ ୨୨, ନୟାଗଡରୁ ୧୪, ଗଞ୍ଜାମରୁ ୧୩, ଝାରସୁଗୁଡାରୁ ୧୩, କନ୍ଧାମଳରୁ ୧୧, ନବରଙ୍ଗପୁରରୁ ୧୧, ସୋନପୁରରୁ ୧୧, କୋରାପୁଟରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୬, ମାଲକାନଗିରିରୁ ୬, ଦେବଗଡରୁ ୪, ରାୟଗଡାରୁ ୪, ଏବଂ ଷ୍ଟେଟ ପୁଲରୁ ୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩ ହଜାର ୮୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୫୪୫ ମଧ୍ୟରୁ ୬ ହଜାର ୯୮୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୬୦୮ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୨୯୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୨୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୩୩, କଟକରୁ ୧୧୧, ବାଲେଶ୍ବରରୁ ୧୦୦, ଅନୁଗୁଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨, ପୁରୀରୁ ୫୨, ବଲାଙ୍ଗିରିରୁ ୪୦, ବରଗଡରୁ ୪୦, କଳାହାଣ୍ଡିରୁ ୩୭, ସମ୍ବଲପୁରରୁ ୩୬, କେନ୍ଦୁଝରରୁ ୩୪, ଭଦ୍ରକରୁ ୩୨, ନୂଆପଡ଼ାରୁ ୩୨, ଯାଜପୁରରୁ ୩୦, ନବରଙ୍ଗପୁରରୁ ୩୦, ଢେଙ୍କାନାଳରୁ ୨୦, କନ୍ଧମାଳରୁ ୧୮, କୋରାପୁଟରୁ ୧୮, ନୟାଗଡରୁ ୧୫, ଗଞ୍ଜାମରୁ ୧୪, ଝାରସୁଗୁଡ଼ାରୁ ୧୪, ମାଲକାନଗିରିରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୭, ସୋନପୁରରୁ ୫, ଦେବଗଡରୁ ୪, ରାୟଗଡାରୁ ୪ ଏବଂ ଷ୍ଟେଟ ପୁଲରୁ ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୯ ହଜାର ୧୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୪୦୮ ମଧ୍ୟରୁ ୮ ହଜାର ୬୫୩ ଜଣ ଚିକିତ୍ସିଧୀନ ଥିବା ବେଳେ ୧୫୪୩ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ: ୭୫ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୫୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୧ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୬ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୭୫ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୫୭ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୧୨୭ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୯ ହଜାର ୨୨୦ ଜଣ ସୁସ୍ଥ ହୋଇଥିବାବେଳେ ୧୯୬ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୬୯୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ: ୭୧ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୫୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୫ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୭୧ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୫୧ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୭୦ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୯ ହଜାର ୧୪୫ ଜଣ ସୁସ୍ଥ ହୋଇଥିବାବେଳେ ୧୯୨ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୭୧୨ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୨୬୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୨୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ବରରୁ ୭୬, ବଲାଙ୍ଗିରିରୁ ୭୬, କଟକରୁ ୭୪, କେନ୍ଦୁଝରରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧, ଜଗତସିଂହପୁରରୁ ୫୯, ବରଗଡରୁ ୫୭, ପୁରୀରୁ ୪୩, କେନ୍ଦ୍ରାପଡାରୁ ୪୪, ଢେଙ୍କାନାଳରୁ ୩୮, ସମ୍ବଲପୁରରୁ ୩୦, ଯାଜପୁରରୁ ୨୮, କଳାହାଣ୍ଡିରୁ ୨୫, ଗଞ୍ଜାମରୁ ୨୨, ଭଦ୍ରକରୁ ୨୦, କୋରାପୁଟରୁ ୨୦, ନବରଙ୍ଗପୁରରୁ ୧୮, କନ୍ଧମାଳରୁ ୧୩, ଝାରସୁଗୁଡାରୁ ୧୨, ରାୟଗଡାରୁ ୧୧, ଦେବଗଡରୁ ୯, ନୟାଗଡରୁ ୯, ସୋନପୁରରୁ ୮, ମାଲକାନଗିରିରୁ ୬, ଗଜପତିରୁ ୩, ବୌଦ୍ଧରୁ ୨ ଏବଂ ଷ୍ଟେଟ ପୁଲରୁ ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୩ ହଜାର ୭୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର ୯୮୬ ମଧ୍ୟରୁ ୧୦ ହଜାର ୭୦୯ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୮୩ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର:  ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୭୨ ଜଣ ଚିହ୍ନଟ ହୋଇଥିବାବେଳେ ୪୧୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ହଜାର ୯୮୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୨ ହଜାର ୪୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୯୭୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୯୮୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬୪, ବାଲେଶ୍ଵରରୁ ୪୩,  ବରଗଡରୁ ୩୪, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨୬, ବୌଦ୍ଧରୁ ୮, କଟକରୁ ୮୧,  ଦେବଗଡରୁ ୫,  ଢେଙ୍କାନାଳରୁ ୨୬, ଗଜପତି ରୁ ୩,  ଗଞ୍ଜାମରୁ ୧୫, ଜଗତସିଂହପୁରରୁ  ୫୪, ଯାଜପୁରରୁ ୨୮, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୧୩, କେନ୍ଦ୍ରାପଡାରୁ ୪୪, କେଉଁଝରରୁ ୪୯, କୋରାପୁଟରୁ ୧୪, ମାଲକାନଗିରିରୁ ୬,  ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୧୫, ନୟାଗଡରୁ ୧୦, ନୂଆପଡାରୁ ୩୮, ପୁରୀରୁ ୩୨, ରାୟଗଡାରୁ ୧୬,  ସମ୍ବଲପୁରରୁ ୧୬, ସୋନପୁରରୁ ୩, ସୁନ୍ଦରଗଡରୁ ୮୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦୬, କଟକରୁ ୯୯, ବଲାଙ୍ଗିରିରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡ଼ାରୁ ୭୦, ପୁରୀରୁ ୬୩, ଜଗତସିଂହପୁରରୁ ୫୬, କେନ୍ଦୁଝରରୁ ୫୫, ମୟୂରଭଞ୍ଜରୁ ୫୫, ବାଲେଶ୍ବରରୁ ୪୫, ଯାଜପୁରରୁ ୪୩, ଝାରସୁଗୁଡାରୁ ୪୧, ସମ୍ବଲପୁରରୁ ୩୩, ନବରଙ୍ଗପୁରରୁ ୩୧, ଭଦ୍ରକରୁ ୩୦, ଅନୁଗୁଳରୁ ୨୮, କଳାହାଣ୍ଡିରୁ ୨୭, ଗଞ୍ଜାମରୁ ୨୫, କନ୍ଧମାଳରୁ ୨୧, କୋରାପୁଟରୁ ୨୧, ମାଲକାନଗିରିରୁ ୨୧, ଢେଙ୍କାନାଳରୁ ୨୦, ସୋନପୁରରୁ ୧୯, ନୟାଗଡରୁ ୯, ଦେବଗଡ଼ରୁ ୮, ରାୟଗଡ଼ାରୁ ୫ ଏବଂ ଷ୍ଟେଟ ପୁଲରୁ ୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୨ ହଜାର ୪୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର  ମଧ୍ୟରୁ ୧୧ ହଜାର ୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୬୯ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଗଂଜାମ ଜିଲ୍ଲାରେ ୨୪ ନୂତନ ସଂକ୍ରମିତ ଚିହ୍ନଟ, ୧ ମୃତ: ସୁସ୍ଥ ହେଲେ ୨୯

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଗଂଜାମ ଜିଲ୍ଲାରେ ନୂତନ ଭାବେ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣେ ୬୨ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ଯେକି ଉଚ୍ଚରକ୍ତଚାପ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ତେବେ ବର୍ତ୍ତମାନ ବ୍ରହ୍ମପୁର ମହାନଗର ନିଗମ ଏବଂ ପାଖ ରଙ୍ଗେଇଲୁଣ୍ଡା ବ୍ଲକ୍‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି। ଯାହାକି ଏକ ଚିନ୍ତାଜନକ ବିଷୟ। କରୋନା ସଂକ୍ରମଣର ଯଦି ଦ୍ୱିତୀୟ ୱେଭ୍ ଆରମ୍ଭ ହୋଇଯିବ ତେବେ ଏହା ଅତି ଭୟଙ୍କର ହେବ। ବର୍ତ୍ତମାନ ବହୁ ବ୍ୟକ୍ତି ଆଉ ଆଗଭଳି କରୋନା ନିୟମକୁ ପାଳନ କରୁଥିବା ଦେଖାଯାଉନି। ବିଶେଷକରି ବ୍ରହ୍ମପୁର ମହାନଗର ନିଗମ ଏବଂ ଆଖପାଖ ସହରାଞ୍ଚଳରେ ଲୋକେ ବେଖାତିର ହୋଇଗଲେଣି।

ଗତକାଲି ପରୀକ୍ଷା ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟି ୩୮୮୫ଟି ସ୍ୱାବ୍ ପରୀକ୍ଷା କରାଯାଇଛି। ୨୪ ସଂକ୍ରମିତ ମଧ୍ୟରେ ୨୨ ଜଣ ସ୍ଥାନୀୟ ଏବଂ ୨ ଜଣ କରୋନା ଯୋଦ୍ଧା ଅଛନ୍ତି। ବ୍ରହ୍ମପୁର ମହାନଗର ନିଗମରେ ୮ ଜଣ ଏବଂ ଆଖପାଖ ସାନଖେମୁଣ୍ଡି ବ୍ଲକ୍‌ରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହପରି ଭଂଜନଗରରେ ୨, ଗଂଜାମରେ ୫, ହିଂଜିଳିକାଟୁରେ ୨, କୁକୁଡ଼ାଖଣ୍ଡିରେ ୧ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୨୧୧୪୭ ସଂକ୍ରମିତ ଚିହ୍ନଟ ହେବା ପରେ ଆଜିର ୨୯ ସୁସ୍ଥକୁ ମିଶାଇ ୨୦୭୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ମାତ୍ର ୧୩୯ ଟି ଆକ୍ଟିଭ୍ ମାମଲାରେ ଥିବାବେଳେ ୨୨୯ ଜଣଙ୍କ ମୁଣ୍ଡ ନେଲାଣି କରୋନା।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଗଞ୍ଜାମ କରୋନା ଅପଡେଟ: ୨୦ ଆକ୍ରାନ୍ତ, ୨୦ ସୁସ୍ଥ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଗଂଜାମ ଜିଲ୍ଲାରେ ୨୦ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତକାଲି ୩୬୫୩ ଟି ସ୍ୱାବ୍ ପରୀକ୍ଷା ହୋଇଥିବାବେଳେ ସମୁଦାୟ ସ୍ୱାବ୍ ପରୀକ୍ଷା ସଂଖ୍ୟା ୫୩୬୧୧୪ରେ ପହଞ୍ଚିଛି। ସୁସ୍ଥ ହାର ୯୮.୧ ପ୍ରତିଶତ ରହିଛି। ୧୭ ଜଣ ସ୍ଥାନୀୟ ଏବଂ ୩ ଜଣ କରୋନା ଯୋଦ୍ଧା ଆଜି ଚିହ୍ନଟ ହୋଇଛନ୍ତି। ବ୍ରହ୍ମପୁର ମହାନଗର ନିଗମ ଅଂଚଳରେ ସର୍ବାଧିକ ୯ ଜଣ ସ୍ଥାନୀୟ ସଂକ୍ରମିତ ଏବଂ ଜଣେ କରୋନା ଯୋଦ୍ଧା ଅଛନ୍ତି। ବେଗୁନିଆପଡ଼ା ବ୍ଲକ୍‌ରେ ୨, ଭଂଜନଗର, ଗଂଜାମ, ହିଂଜିଳିକାଟୁ, ପୋଲସରା ବ୍ଲକ୍‌ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନର ୨ ଜଣ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଗଞ୍ଜାମ କରୋନା ଅପଡେଟ: ୧୭ ନୂତନ ସଂକ୍ରମିତ ଚିହ୍ନଟ, ୨୨ ସୁସ୍ଥ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗତଦୁଇ ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଆଜି ଏଥିରେ କିଛି ହ୍ରାସ ଘଟିଛି। ଆଜି ନୂତନ ଭାବେ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏପଟେ ପ୍ରଶାସନ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଯେପରି ନହେବ ସେ ନେଇ ପଦକ୍ଷେପମାନ ଗ୍ରହଣ କରିବା ଆରମ୍ଭ କରାଗଲାଣି। ଗତକାଲି ୩୪୨୦ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମୁଦାୟ ୫୨୮୯୬୨ ଟି ସ୍ୱାବ୍ ପରୀକ୍ଷା କରାଗଲାଣି। ସୁସ୍ଥ ସଂଖ୍ୟା ୯୮.୧ ପ୍ରତିଶତରେ ପହଞ୍ଚିଛି।

ଆଜିର ସଂକ୍ରମିତ ମଧ୍ୟରେ ୧୫ ଜଣ ସ୍ଥାନୀୟ ଏବଂ ୨ ଜଣ କରୋନା ଯୋଦ୍ଧା ଅଛନ୍ତି। ସ୍ଥାନୀୟ ସଂକ୍ରମିତ ମଧ୍ୟରେ ଆସିକା ବ୍ଳକ୍‌ରୁ ୧, ବ୍ରହ୍ମପୁର ମହାନଗର ନିଗମରୁ ୬ ଏବଂ କରୋନା ଯୋଦ୍ଧା ୨, ଚିକିଟିରୁ ୧, ଗଂଜାମରୁ ୧, ହିଂଜିଳିକାଟୁରୁ ୨, ଖଲିକୋଟରୁ ୧, କୁକୁଡ଼ାଖଣ୍ଡିରୁ ୨ ଏବଂ ଅନ୍ୟାନ୍ୟ ୧ ଅଛନ୍ତି। ଗଂଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୨୧୦୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜିର ୨୨ ସୁସ୍ଥକୁ ମିଶାଇ ସମୁଦାୟ ୨୦୬୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୧୪୧ ଜଣ ଆକ୍ଟିଭ୍ ରୋଗୀ ଥିବାବେଳେ ମୃତ୍ୟୁସଂଖ୍ୟା ୨୨୭ ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ମହାନଗର କରୋନା ଅପଡେଟ: ଆଜି ଚିହ୍ନଟ ହେଲେ ୩୧୪ ଜଣ ଏବଂ ସୁସ୍ଥ ହେଲେ ୩୫୪

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୩୧୪ ଆକ୍ରାନ୍ତଙ୍କ ମଧ୍ୟରେ ୮୪ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ଲୋକାଲା କଣ୍ଟାକ୍ଟ କେସ୍‌ରୁ ୨୩୦ଜଣ ରହିଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୩୫୪ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୩୧୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୨୪ ହଜାର ୨୨୮ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୨୦ ହଜାର ୫୭୧ ଜଣ। ସେହିପରି ଭୁବନେଶ୍ବରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫କୁ ବୃଦ୍ଧି ହୋଇଥିବାବେଳେ ଏବେ ସୁଦ୍ଧା ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୫୩୧ଜଣ।

Categories
ଆଜିର ଖବର ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା କରୋନା ଅପଡେଟ: ଆଜି ଆକ୍ରାନ୍ତ ହେଲେ ୮୦, ସୁସ୍ଥ ହେଲେ ୧୪୩

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୮ଜଣ, ବିରିଡ଼ି ବ୍ଲକରୁ ୩ଜଣ, ଏରସମା ବ୍ଲକରୁ ୪ଜଣ ,କୁଜଙ୍ଗ ବ୍ଲକ ଓ ତିର୍ତ୍ତୋଲ ବ୍ଲକରୁ ୭ଜଣ ଲେଖାଏଁ,ନାଉଗାଁ ବ୍ଲକରୁ ଜଣେ, ରଘୁନାଥପୁର ବ୍ଲକରୁ ୬ଜଣ, ଜଗତସିଂହପୁର ବ୍ଲକରୁ ୨୦ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୧ଜଣ ଓ ପାରାଦ୍ବୀପରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଜି ରଘୁନାଥପୁର ବ୍ଲକର ଜଣେ ୪୮ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୫୬୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧୫ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ଜିଲ୍ଲାରେ ୭୮୪ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ସୁସ୍ଥ ହେଲେ ସର୍ବାଧିକ ୪୩୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୪୩୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଥିଲା ବେଳେ ୪୯୬ ଜଣ କଟକରୁ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୧୮୩, ନୂଆପଡାରୁ ୧୭୯, ଝାରସୁଗୁଡାରୁ ୧୬୭, ବରଗଡରୁ ୧୭୪, ଯାଜପୁରରୁ ୧୫୯, ଅନୁଗୁଳରୁ ୧୪୪, ବାଲେଶ୍ବରରୁ ୧୪୨, ରାୟଗଡ଼ାରୁ ୧୩୮, ସୁନ୍ଦରଗଡରୁ ୧୨୮, କନ୍ଧମାଳରୁ ୧୨୬, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ସମ୍ବଲପୁରରୁ ୧୧୪, ମୟୂରଭଞ୍ଜରୁ ୧୦୯, ବୌଦ୍ଧରୁ ୧୦୧, କେନ୍ଦ୍ରାପଡାରୁ ୧୦୦, ଭଦ୍ରକରୁ ୮୯, କୋରାପୁଟରୁ ୮୮, କେନ୍ଦୁଝରରୁ ୭୩, ଢେଙ୍କାନାଳରୁ ୫୭, ସୋନପୁରରୁ ୫୬, ଗଞ୍ଜାମରୁ ୪୯, ବଲାଙ୍ଗିରିରୁ ୪୭, ନୟାଗଡରୁ ୪୪, କଳାହାଣ୍ଡିରୁ ୪୩, ମାଲକାନଗିରିରୁ ୪୦, ଗଜପତିରୁ ୩୨, ଦେବଗଡରୁ ୧୦ ଏବଂ ଷ୍ଟେଟ ପୁଲରୁ ୩୨୬ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସର୍ବମୋଟ ୧ ଲକ୍ଷ ୬୫ ହଜାର ୪୩୨ ଜଣ କୋରନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧ ହଜାର ୯୬ ଜଣ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ୩୪ ହଜାର ୮୪୪ ଜଣ ଏବଂ କରୋନାରେ ୭୬୭ ଜଣ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ମହାନଗରରେ ଆଜି ଚିହ୍ନଟ ହେଲେ ୩୪୯: ସୁସ୍ଥ ହେଲେ ୩୭୩

ଭୁବନେଶ୍ଵର: ଆଜି ଭୁବନେଶ୍ଵର ମହାନଗରରେ ୩୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୩୪୯ ମଧ୍ୟରୁ  କ୍ଵାରେଣ୍ଟିନରୁ ୧୨୦ ଜଣ ଥିବା ବେଳେ ଲୋକାଲ ସଂକ୍ରମଣ ୨୨୯ ରହିଛି। ନଯାପଲ୍ଲୀରୁ ୨୦, ରସୁଲଗଡରୁ ୧୨, ୟୁନିଟ-୮ରୁ ୧୨, ସହିଦନଗରରୁ ୧୧, ପଞ୍ଚସଖା ନଗରରୁ ୧୧, ପଟିଆରୁ ୯, ମଞ୍ଚେଶ୍ବରରୁ ୭, ଶୈଳଶ୍ରୀ ବିହାରରୁ ୭, ୟୁନିଟ-୮ ରୁ ୭, ଚନ୍ଦ୍ରଶେଖରପୁରରୁ ୬, ପାତ୍ରପଡାରୁ ୬, ଓ ୟୁନିଟ-୯ରୁ ୬ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ମହାନଗରରୁ ୩୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ବରରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୯୩ ରହିଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୧୯। ତେବେ ୩୬୮୩ ଜଣ ଚିକିତ୍ସିତ ହେଉଥିବା ବେଳେ ୭୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୦୫୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୦୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ସୁନ୍ଦରଗଡରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁର ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡାରୁ ୧୫୦, ରାୟଗଡାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡାରୁ ୧୨୯, ସମ୍ବଲପୁରରୁ ୧୨୮, ସୋନପୁରରୁ ୧୨୬, ଅନୁଗୁଳରୁ ୧୨୨, ନୂଆପଡାରୁ ୧୨୧, ବାଲେଶ୍ବରରୁ ୧୧୧, ନବରଙ୍ଗପୁରରୁ ୧୦୧, ବରଗଡରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୭୨, ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡରୁ ୪୫, ବଲାଙ୍ଗିରିରୁ ୪୪, ମାଲକାନଗିରିରୁ ୩୬, ଦେବଗଡରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଏବଂ ଷ୍ଟେଟ ପୁଲରୁ ୨୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୬୫ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ୫୪୮ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୪ ହଜାର ୪୯୪ ଜଣ ଏବଂ ୭୩୬ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।