Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୬୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୬ ଟି ଲୋକାଲ କେସ୍‌ ରହିଛ। ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ, କଟକ ଜିଲ୍ଲାରୁ ୬୭, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୭, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୭୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୯, କଟକରୁ ୭୬, ମୟୂରଭଞ୍ଜରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୧୯, ବାଲେଶ୍ବରରୁ ୧୬, ଯାଜପୁରରୁ ୧୨, କେନ୍ଦ୍ରାପଡାରୁ ୧୧, ସୁନ୍ଦରଗଡରୁ ୬, ନୟାଗଡରୁ ୪, ଅନୁଗୁଳରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ବରଗଡରୁ ୧, ଭଦ୍ରକରୁ ୧, ଗଜପତିରୁ ୧, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୦ ହଜାର ୬୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୯୮୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୨୦ ହଜାର ୭୩୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୪୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୬୨ ହଜାର ୭୦୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୬ ହଜାର ୫୮୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, କଟକ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୧ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୭ ଟି ଲୋକାଲ କେସ୍‌ ରହିଛ। ୫୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୯ ଜଣ, କଟକ ଜିଲ୍ଲାରୁ ୬୦, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନୟାଗଡ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୪, କଟକରୁ ୬୨, ମୟୂରଭଞ୍ଜରୁ ୨୨, ପୁରୀରୁ ୧୯, ଜଗତସିଂହପୁରରୁ ୧୮, ସମ୍ବଲପୁରରୁ ୧୨, ବାଲେଶ୍ବରରୁ ୯, କେନ୍ଦ୍ରାପଡାରୁ ୯, ଅନୁଗୁଳରୁ ୬, ନୟାଗଡରୁ ୫, ଗଞ୍ଜାମରୁ ୪, କେନ୍ଦୁଝରରୁ ୪, କଳାହାଣ୍ଡିରୁ ୩, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨, କୋରାପୁଟରୁ ୨, ବରଗଡରୁ ୧, ଭଦ୍ରକରୁ ୧, ସୁନ୍ଦରଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୭୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୮୨୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୮୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭ ହଜାର ୬୫୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୬୧୫ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୮ ଟି ଲୋକାଲ କେସ୍‌ ରହିଛ। ୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୭୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, କଟକ ଜିଲ୍ଲାରୁ ୭୨, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୦, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୮ ଜଣ, ନୟାଗଡ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୯, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୦, କଟକରୁ ୬୧, ଜଗତସିଂହପୁରରୁ ୨୮, ମୟୂରଭଞ୍ଜରୁ ୨୬, ବାଲେଶ୍ବରରୁ ୨୫, ପୁରୀରୁ ୨୦, ସମ୍ବଲପୁରରୁ ୧୮, ଯାଜପୁରରୁ ୧୫, ସୁନ୍ଦରଗଡରୁ ୯, ଅନୁଗୁଳରୁ ୪, କେନ୍ଦ୍ରାପଡାରୁ ୪, ରାୟଗଡାରୁ ୪, ଦେବଗଡରୁ ୩, ନୟାଗଡରୁ ୩, ବରଗଡରୁ ୨, ଭଦ୍ରକରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ସୋନପୁରରୁ ୨, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୯୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୮୫ ହଜାର ୯୨୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୯୬୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୨୦ ହଜାର ୫୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧୪ ହଜାର ୯୦୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୧ ଟି ଲୋକାଲ କେସ୍‌ ରହିଛ। ୫୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୨୦ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୯ ଟି ଲୋକାଲ କେସ୍‌ ରହିଛ। ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୯ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୭ ଟି ଜିଲ୍ଲାରୁ ୪୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୮ ଜଣ, କଟକ ଜିଲ୍ଲାରୁ ୪୮, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କେନ୍ଦ୍ରାପଡା ଜିଲ୍ଲାରୁ ୧୩, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୨, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୨, କଟକରୁ ୫୦, ଜଗତସିଂହପୁରରୁ ୨୬, ବାଲେଶ୍ବରରୁ ୨୧, ଯାଜପୁରରୁ ୧୬, ପୁରୀରୁ ୧୫, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, ଢେଙ୍କାନାଳରୁ ୧୨, କେନ୍ଦ୍ରାପଡାରୁ ୮, ଝାରସୁଗୁଡାରୁ ୫, ଗଞ୍ଜାମରୁ ୪, ଦେବଗଡରୁ ୩, ନୟାଗଡରୁ ୩, ସୁନ୍ଦରଗଡରୁ ୩, ଅନୁଗୁଳରୁ ୨, କୋରାପୁଟରୁ ୨, ସୋନପୁରରୁ ୨, ମାଲକାନଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୮ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୪୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୫୩ ହଜାର ୪୭୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୫୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୭୧ ହଜାର ୯୧୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୩୦ ହଜାର ୯୭୧ ଆକ୍ଟିଭ୍‌ କେସ୍ ରହିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୩୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୬୫୨ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୨ ଟି ଲୋକାଲ କେସ୍‌ ରହିଛ। ୬୫୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୩୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୩୧ ଜଣ, କଟକ ଜିଲ୍ଲାରୁ ୭୦, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୯ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ ଜିଲ୍ଲାରୁ ୬, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୫ ଏବଂ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୬, କଟକରୁ ୭୬, ବାଲେଶ୍ବରରୁ ୨୮, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୩, ପୁରୀରୁ ୧୬, ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୬, ଗଞ୍ଜାମରୁ ୪, କୋରାପୁଟରୁ ୪, କେନ୍ଦ୍ରାପଡାରୁ ୩, ବରଗଡରୁ ୨, କେନ୍ଦୁଝରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୬ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଟି ଲୋକାଲ କେସ୍‌ ରହିଛ। ୫୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୩୩ ଜଣ, କଟକ ଜିଲ୍ଲାରୁ ୬୩, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୭, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୯ ଏବଂ ଷ୍ଟେଟ ପୁଲରୁ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।