Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫ ଜଣ ଚିହ୍ନଟ ହୋଇଥିବାବେଳେ ୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୨୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୬ ଟି ଜିଲ୍ଲାରୁ ମୋଟ୍‌ ୫୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୨,  ଦେବଗଡ ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୫, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭,  ମାଲକାନାଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସୁନ୍ଦରଗଡ, ପୁରୀ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୭, ଯାଜପୁରରୁ ୫, ସମ୍ବଲପୁରରୁ ୫, ବାଲେଶ୍ବରରୁ ୩, କଟକରୁ ୩, ଅନୁଗୁଳରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଛି। ତେବେ ୭୪୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୨୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧୧, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୪,  କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୭, ବରଗଡରୁ ୫, ଝାରସୁଗୁଡ଼ାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୋନପୁରରୁ ୪, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ଯାଜପୁରରୁ ୨, ଅନୁଗୁଳରୁ ୧, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଛି। ତେବେ ୬୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୧, ଖୋର୍ଦ୍ଧାରୁ ୧୨, ବରଗଡରୁ ୧୧, ସମ୍ବଲପୁରରୁ ୧୦, ପୁରୀରୁ ୮, ବାଲେଶ୍ବରରୁ ୭, କଟକରୁ ୭, ଯାଜପୁରରୁ ୫, ଅନୁଗୁଳରୁ ୪, ରାୟଗଡ଼ାରୁ ୪, ଦେବଗଡ଼ରୁ ୩, ଝାରସୁଗୁଡ଼ାରୁ ୩, ଗଜପତିରୁ ୨, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କୋରାପୁଟରୁ ୧, ନୟାଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୧୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଛି। ତେବେ ୬୯୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୧୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୧୩, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୨, ବାଲେଶ୍ବରରୁ ୯, କଟକରୁ ୯, ବରଗଡରୁ ୮, ପୁରୀରୁ ୭, ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୂରଭଞ୍ଜରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩, ନୂଆପଡ଼ାରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨, ଜଗତସିଂହପୁରରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, ଝାରସୁଗୁଡ଼ାରୁ ୧ ଏବଂ କଳାହାଣ୍ଡିରୁ ଜଣେ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଛି। ତେବେ ୬୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୯୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୯, ଅନୁଗୁଳରୁ ୮, ପୁରୀରୁ ୮, ଯାଜପୁରରୁ ୭, ନୂଆପଡ଼ାରୁ ୭, ଝାରସୁଗୁଡ଼ାରୁ ୫, ରାୟଗଡ଼ାରୁ ୫, ବାଲେଶ୍ବରରୁ ୪, କଟକରୁ ୪, ଦେବଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୪, ଭଦ୍ରକରୁ ୩, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, ବରଗଡରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୯୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୭୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୦୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୫, ଖୋର୍ଦ୍ଧାରୁ ୧୭, ସୁନ୍ଦରଗଡରୁ ୧୫, ସମ୍ବଲପୁରରୁ ୯, ବରଗଡରୁ ୭, ପୁରୀରୁ ୭, ବାଲେଶ୍ବରରୁ ୬, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ଗଞ୍ଜାମରୁ ୩, ରାୟଗଡାରୁ ୩, ଝାରସୁଗୁଡାରୁ ୩, ରାୟଗଡ଼ାରୁ ୩, ମୟୂରଭଞ୍ଜରୁ ୨, ନୟାଗଡରୁ ୨, ବଲାଙ୍ଗୀରିରୁ ୧, ଢେଙ୍କାନାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ କୁ ବୃଦ୍ଧି ହୋଇଛି। ତେବେ ୭୭୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୋଟ ସଂଖ୍ୟା ୧୯୦୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୧୯୦୮କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଟୁଇଟ ମାଧ୍ୟମରେ ସୂଚନା ଦେଇଛି। କଟକ ଜିଲ୍ଲାର ୮୩ ବର୍ଷିୟ ପୁରୁଷଙ୍କ ଏହି କରୋନା ରୋଗରେ ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୬୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୯୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ଏବଂ କଟକ ଜିଲ୍ଲାରୁ ୧୬ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୧୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ଅଫ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୧ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ମଧ୍ୟରୁ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୬୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୪୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରା ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।