Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୨, ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଛି। ତେବେ ୮୨୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୨ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୩୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୨୨, ବରଗଡରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳରୁ ୭, ବାଲେଶ୍ବରରୁ ୭, ଭଦ୍ରକରୁ ୭, ପୁରୀରୁ ୭, କଳାହାଣ୍ଡିରୁ ୬, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୩, ନବରଙ୍ଗପୁରରୁ ୩, ରାୟଗଡ଼ାରୁ ୩, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବଲାଙ୍ଗୀରିରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଛି। ତେବେ ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ୮ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୮୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୪, ବରଗଡରୁ ୧୩, ବାଲେଶ୍ବରରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ଖୋର୍ଦ୍ଧାରୁ ୮, କଟକରୁ ୭, ଯାଜପୁରରୁ ୬, କେନ୍ଦୁଝରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, ଗଜପତିରୁ ୩, ଜଗତସିଂହପୁରରୁ ୩, କୋରାପୁଟରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, ରାୟଗଡାରୁ ୨, ଭଦ୍ରକରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୯୫୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୭୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୭ ଜଣ ଚିହ୍ନଟ ହୋଇଥିବାବେଳେ ୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୧୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪, ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରିରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୪ ଏବଂ ଷ୍ଟେଟ ଅଫ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ପୁରୀରୁ ୧୫, ସୁନ୍ଦଗଡରୁ ୧୪, ବାଲେଶ୍ବରରୁ ୧୧, , ବରଗଡରୁ ୯, କଟକରୁ ୯, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୮, ଯାଜପୁରରୁ ୮, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୬, ବଲାଙ୍ଗୀରିରୁ ୫, ଝାରସୁଗୁଡାରୁ ୪, ନବରଂଗପୁରରୁ ୪, ଅନୁଗୁଳରୁ ୪, ଗଞ୍ଜାମରୁ ୩, ମୟୂରଭଞ୍ଜରୁ ୩, କଳାହାଣ୍ଡିରୁ ୨, ଦେବଗଡ଼ରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୬୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୮୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୦ ଟି ଜିଲ୍ଲାରୁ ମୋଟ୍‌ ୧୦୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୨, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, କଟକ ଜିଲ୍ଲାରୁ ୯ ଜଣ, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରପଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦଗଡରୁ ୩୦, ପୁରୀରୁ ୨୩, ସମ୍ବଲପୁରରୁ ୨୩, ବାଲେଶ୍ବରରୁ ୧୨, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ବରଗଡରୁ ୭, ଜଗତସିଂହପୁରରୁ ୬, କଟକରୁ ୫, ଯାଜପୁରରୁ ୫, ଝାରସୁଗୁଡାରୁ ୪, ବଲାଙ୍ଗୀରିରୁ ୩, ନୂଆପଡ଼ାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ମୟୂରଭଞ୍ଜରୁ ୨, ଭଦ୍ରକରୁ ୧, ବୌଦ୍ଧରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୮୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୦୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ସ୍ଥାନୀୟ ଅଞ୍ଚଳରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୨ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୬୬୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୨୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ନୂଆପଡା ଜିଲ୍ଲାରୁ ୧୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରିରୁ ୧, କଟକ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୫, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରପଡା ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ, କୋରାପୁଟ ଜିଲ୍ଲାରୁ ୧ ଜଣ। ମୟୂରଭଞ୍ଜ ଜିଲ୍ଲାରୁ ୩ ଏବଂ ପୁରୀ ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦଗଡରୁ ୨୩, ପୁରୀରୁ ୨୦, ସମ୍ବଲପୁରରୁ ୧୯, ଅନୁଗୁଳରୁ ୧୩, ଯାଜପୁରରୁ ୮, ବରଗଡରୁ ୬, ଭଦ୍ରକରୁ ୫, କେନ୍ଦୁଝରରୁ ୪, ନୂଆପଡ଼ାରୁ ୪, ବଲାଙ୍ଗୀରିରୁ ୩, କଟକରୁ ୩, ଦେବଗଡ଼ରୁ ୩, ଝାରସୁଗୁଡାରୁ ୩, ଜଗତସିଂହପୁରରୁ ୩, ଖୋର୍ଦ୍ଧାରୁ ୩, ଗଜପତିରୁ ୨, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବାଲେଶ୍ବରରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୬୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୫୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ପୁରୀରୁ ୧୭, ସୁନ୍ଦରଗଡରୁ ୧୫, ନୂଆପଡ଼ାରୁ ୧୦, ବାଲେଶ୍ବରରୁ ୯, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୫, ଜଗତସିଂହପୁରରୁ ୪, ବରଗଡରୁ ୩, ଯାଜପୁରରୁ ୩, ଝାରସୁଗୁଡାରୁ ୩, କଟକରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, ଦେବଗଡରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୫୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୧ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୪୨୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୫, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୪, ବଲାଙ୍ଗୀରିରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୨୬ ଜଣ, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ମାଲକାନଗିରିରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୧୫ ଜଣ, ପୁରୀ ଜିଲ୍ଲାରୁ ୯, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୯, ଖୋର୍ଦ୍ଧାରୁ ୧୯, ପୁରୀରୁ ୧୬, ସମ୍ବଲପୁରରୁ ୧୨, ବରଗଡରୁ ୧୦, ଅନୁଗୁଳରୁ ୯, କଟକରୁ ୭, ଯାଜପୁରରୁ ୭, ବାଲେଶ୍ବରରୁ ୬, ନୂଆପଡାରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩, ବଲାଙ୍ଗୀରିରୁ ୨, ବୌଦ୍ଧରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, ଭଦ୍ରକରୁ ୧, ଦେବଗଡରୁ ୧, ଜଗତସିଂହପୁରରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୪୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ୧୦  ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦  ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୦୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୭୬ ହଜାର ୮୩୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୫୮୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୪୫ ହଜାର ୯୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୭ ହଜାର ୨୬୬  ଆକ୍ଟିଭ୍‌ କେସ୍ ରହିଛି।