Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୬୯ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ

କଟକ: ଆଜି ଅପରାହ୍ନରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ ହୋଇଯାଇଛି। କରୋନାରେ ଆକ୍ରାନ୍ତ ହୋଇ ଦୀର୍ଘ ୨୦ ଦିନ ଧରି ଏସସିବି କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ୪ ଟା ୧୫ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି। ଏନେଇ ଏସ ସି ବି ଜରୁରୀକାଳିନ ଆଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ପ୍ରକାଶ ଜଣେ ଅତି ଅମାୟିକ ବ୍ୟକ୍ତି ଥିଲେ। ସେ ୨ ଶହରୁ ଅଧିକ ଥର ରକ୍ତ ଦାନ କରିଥିଲେ। ଚା’ ବିକ୍ରି କରି ଗରିବ ପିଲାଙ୍କୁ ପଢାଉଥିଲେ ପ୍ରକାଶ। ଗରିବ ପିଲାଙ୍କ ପାଇଁ ସ୍କୁଲ ପ୍ରତିଷ୍ଠା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୪, ସୁନ୍ଦରଗଡରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରାପଡ଼ାରୁ ୯, ବରଗଡରୁ ୮, କଟକରୁ ୬, ପୁରୀରୁ ୬, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫, ଦେବଗଡରୁ ୪, ଜଗତସିଂହପୁରରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଗଜପତିରୁ ୩, କଳାହାଣ୍ଡିରୁ ୩, ବୌଦ୍ଧରୁ ୨, ନୂଆପଡାରୁ ୨, ଗଞ୍ଜାମରୁ ୧, ମାଲକାନାଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୪୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୩୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୫୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୬, ସୁନ୍ଦରଗଡରୁ ୩୪, ଅନୁଗୁଳରୁ ୨୮, ବରଗଡରୁ ୧୫, ଖୋର୍ଦ୍ଧାରୁ ୧୩, ପୁରୀରୁ ୧୩, ନୂଆପଡ଼ାରୁ ୧୦, ଯାଜପୁରରୁ ୯, ବାଲେଶ୍ବରରୁ ୮, କେନ୍ଦ୍ରାପଡାରୁ ୮, ଝାରସୁଗୁଡାରୁ ୭, ମୟୂରଭଞ୍ଜରୁ ୭, ବଲାଙ୍ଗୀରିରୁ ୬, କୋରାପୁଟରୁ ୫, କଟକରୁ ୪, କେନ୍ଦୁଝରରୁ ୪, ବୌଦ୍ଧରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୩, କନ୍ଧମାଳରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୨, ଭଦ୍ରକରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୯୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୫, ସୁନ୍ଦରଗଡରୁ ୩୧, ଖୋର୍ଦ୍ଧାରୁ ୨୦, ଅନୁଗୁଳରୁ ୧୮, ବଲାଙ୍ଗୀରିରୁ ୧୭, କଟକରୁ ୧୫, ବରଗଡରୁ ୧୪, ଯାଜପୁରରୁ ୧୪, ଝାରସୁଗୁଡାରୁ ୧୦, କେନ୍ଦୁଝରରୁ ୧୦, କେନ୍ଦ୍ରାପଡ଼ାରୁ ୯, ପୁରୀରୁ ୯, ବାଲେଶ୍ବରରୁ ୫, ଗଞ୍ଜାମରୁ ୪, ମୟୂରଭଞ୍ଜରୁ ୪, ନୂଆପଡାରୁ ୪, ଭଦ୍ରକରୁ ୩, କଳାହାଣ୍ଡିରୁ ୩, ଗଜପତିରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୪୧ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୧, ଅନୁଗୁଳରୁ ୩୧, ସମ୍ବଲପୁରରୁ ୨୬, ନୂଆପଡାରୁ ୨୬, ସୁନ୍ଦରଗଡରୁ ୧୯, ବାଲେଶ୍ବରରୁ ୧୫, ଯାଜପୁରରୁ ୧୫, ମୟୂରଭଞ୍ଜରୁ ୧୫, ବରଗଡରୁ ୧୪, ଝାରସୁଗୁଡାରୁ ୧୪, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ବଲାଙ୍ଗୀରିରୁ ୧୩, କେନ୍ଦ୍ରାପଡାରୁ ୧୦, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ନୟାଗଡରୁ ୨, ସୋନପୁରରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୩୨ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୨, ସମ୍ବଲପୁରରୁ ୨୮, ବରଗଡରୁ ୨୪, କଟକରୁ ୨୩, ସୁନ୍ଦରଗଡରୁ ୧୭, ଯାଜପୁରରୁ ୧୫, ଝାରସୁଗୁଡାରୁ ୧୫, ବାଲେଶ୍ବରରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ବଲାଙ୍ଗୀରିରୁ ୮, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୭, ଜଗତସିଂହପୁରରୁ ୬, ମୟୂରଭଞ୍ଜରୁ ୬, କଳାହାଣ୍ଡିରୁ ୪, ମାଲକାନାଗିରିରୁ ୪, ବୌଦ୍ଧରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୩, ସୋନପୁରରୁ ୩, ନୂଆପଡ଼ାରୁ ୨, ଦେବଗଡ଼ରୁ ୧, ଗଞ୍ଜାମରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୫୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ୪୦, ସୁନ୍ଦରଗଡରୁ ୩୪, ମୟୂରଭଞ୍ଜରୁ ୧୪, ନୂଆପଡ଼ାରୁ ୨୨, ବରଗଡରୁ ୧୮, ଅନୁଗୁଳରୁ ୧୬, ବାଲେଶ୍ବରରୁ ୧୬, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୧୨, କଟକରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୫, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୨୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୨୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୧ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୦୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୧, ଅନୁଗୁଳରୁ ୩୦, ବଲାଙ୍ଗିରିରୁ ୧୭, ମୟୂରଭଞ୍ଜରୁ ୧୪, ବାଲେଶ୍ବରରୁ ୧୩, ସମ୍ବଲପୁରରୁ ୧୩, କଟକରୁ ୧୨, ଯାଜପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୨, ନୂଆପଡ଼ାରୁ ୧୦, ଝାରସୁଗୁଡାରୁ ୯, ବରଗଡରୁ ୭, ଜଗତସିଂହପୁରରୁ ୭, କେନ୍ଦୁଝରରୁ ୬, ଦେବଗଡରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ଭଦ୍ରକରୁ ୧, ନୟାଗଡରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୭୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୯୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୯୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୪୯, ଅନୁଗୁଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୨, ବରଗଡରୁ ୧୦, ବଲାଙ୍ଗିରିରୁ ୧୦, ସମ୍ବଲପୁରରୁ ୮, ଦେବଗଡରୁ ୬, ଗଞ୍ଜାମରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୪, ରାୟଗଡାରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୫୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଛି। ତେବେ ୨ ହାଜର ୪୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୯ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୭୫ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୬, ଖୋର୍ଦ୍ଧାରୁ ୩୩, ଅନୁଗୁଳରୁ ୨୧, କଟକରୁ ୨୧, ସମ୍ବଲପୁରରୁ ୧୯, ବରଗଡରୁ ୧୮, ବଲାଙ୍ଗୀରିରୁ ୧୬, ମୟୂରଭଞ୍ଜରୁ ୧୬, ଯାଜପୁରରୁ ୧୧, ବାଲେଶ୍ବରରୁ ୧୦, କେନ୍ଦ୍ରାପଡାରୁ ୧୦, ନୂଆପଡାରୁ ୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, ଭଦ୍ରକରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, କେନ୍ଦୁଝରରୁ ୧, ନୟାଗଡରୁ ୧, ପୁରୀରୁ ୧  ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ କୁ ବୃଦ୍ଧି ହୋଇଛି। ତେବେ ୨୧୬୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୬୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୧୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୨, ବଲାଙ୍ଗୀରରୁ ୨୬, କଟକରୁ ୨୫, ସୁନ୍ଦରଗଡରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୫, କେନ୍ଦ୍ରାପଡାରୁ ୧୪, ମୟୂରଭଞ୍ଜରୁ ୧୪, ଝାରସୁଗୁଡାରୁ ୧୧, ନୂଆପଡ଼ାରୁ ୧୧, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୫, କଳାହାଣ୍ଡିରୁ ୫, ଗଞ୍ଜାମରୁ ୪, ସମ୍ବଲପୁରରୁ ୪, ବରଗଡରୁ ୨, ଜଗତସିଂହପୁରରୁ ୨, ପୁରୀରୁ ୨, ଦେବଗଡରୁ ୧, ଗଜପତିରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୯୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ କୁ ବୃଦ୍ଧି ହୋଇଛି। ତେବେ ୨୨୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୦୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୮, ଅନୁଗୁଳରୁ ୪୧, ସମ୍ବଲପୁରରୁ ୩୧, ନୂଆପଡ଼ାରୁ ୨୭, ଖୋର୍ଦ୍ଧାରୁ ୨୦, ସମ୍ବଲପୁରରୁ ୧୯, ମୟୁରଭଞ୍ଜରୁ ୧୮, କଟକ ୧୫, ପୁରୀରୁ ୧୫, ବଲାଙ୍ଗୀରରୁ ୧୪, କେନ୍ଦ୍ରାପଡ଼ାରୁ ୧୩, ବାଲେଶ୍ୱରରୁ ୧୧, ଯାଜପୁରରୁ ୯, ବରଗଡ଼ରୁ ୭, କେନ୍ଦୁଝରରୁ ୫, ଗଞ୍ଜାମରୁ ୪, ଜଗତସିଂପୁରରୁ ୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨,  ନୟାଗଡ଼ରୁ ୨, ଦେବଗଡ଼ରୁ ୧, ଗଜପତିରୁ ୧, କୋରାପୁଟରୁ ୧, ନବରଙ୍ଗପୁରରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୮୬୬ କୁ ବୃଦ୍ଧି ହୋଇଛି। ତେବେ ୨୨୦୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୭୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀରୁ ୨୯, ଖୋର୍ଦ୍ଧାରୁ ୨୨, ବାଲେଶ୍ବରରୁ ୧୭, ବରଗଡରୁ ୧୭, ଭଦ୍ରକରୁ ୧୨, କଟକରୁ ୧୦, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୦, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, କଳାହାଣ୍ଡିରୁ ୬, ନୂଆପଡ଼ାରୁ ୬, ଝାରସୁଗୁଡାରୁ ୫, ବଲାଙ୍ଗୀରିରୁ ୪, ଜଗତସିଂହପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ମାଲକାନାଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୫ ହଜାର ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୬୨୧ କୁ ବୃଦ୍ଧି ହୋଇଛି। ତେବେ ୨୨୬୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳ ୧୮୭୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।