Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୧୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଝାରସୁଗୁଡାରୁ ୩୬, ଖୋର୍ଦ୍ଧାରୁ ୩୫, ଅନୁଗୁଳରୁ ୩୨, କଟକରୁ ୨୬, ନୂଆପଡ଼ାରୁ ୨୫, ପୁରୀରୁ ୨୪, ମୟୂରଭଞ୍ଜରୁ ୨୧, ସମ୍ବଲପୁରରୁ ୧୮, ବଲାଙ୍ଗିରିରୁ ୧୫, ବାଲେଶ୍ବରରୁ ୧୪, ଯାଜପୁରରୁ ୧୨, କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, କେନ୍ଦୁଝରରୁ ୧୦, କଳାହାଣ୍ଡିରୁ ୭, ଜଗତସିଂହପୁରରୁ ୬, ନବରଙ୍ଗପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନାଗିରିରୁ ୨, ନୟାଗଡରୁ ୧, ରାୟଗଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୭୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧ କୁ ବୃଦ୍ଧି ହୋଇଛି। ତେବେ ୨୩୦୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୧୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୪, ସୁନ୍ଦରଗଡରୁ ୩୫, ବାଲେଶ୍ବରରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗିରିରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡ଼ାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ନବରଙ୍ଗପୁରରୁ ୩, ବୌଦ୍ଧରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ପୁରୀରୁ ୧, ସୋନପୁରରୁ ୧, ଦେବଗଡରୁ ୧, ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଛି। ତେବେ ୨୫୨୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୬୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ୧୮ ହଜାର ୭୩୨ ଆକ୍ରାନ୍ତ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୭୩୨ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୮୭ ହଜାରକୁ ୮୫୦ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୬୨୨ ରେ ପହଞ୍ଚିଛି। ତେବେ ଦେଶରେ ୨ ଲକ୍ଷ ୭୮ ହଜାର ୬୯୦ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୭ ଲକ୍ଷ ୬୧ ହଜାର ୫୩୮ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୨, ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, , ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ ୧୮, ବରଗଡରୁ ୧୭, ଅନୁଗୁଳରୁ ୧୫, କେନ୍ଦୁଝରରୁ ୧୦, ଦେବଗଡରୁ ୯, ନବରଙ୍ଗପୁରରୁ ୯, ନୂଆପଡ଼ାରୁ ୮, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୬, ଜଗତସିଂହପୁରରୁ ୫, ରାୟଗଡାରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, ମାଲକାନାଗିରିରୁ ୪, ନୟାଗଡରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କୋରାପୁଟରୁ ୧, ସୋନପୁରରୁ ଏବଂ ଷ୍ଟେଟପୁଲରୁ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୩ ହଜାର ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୬୭ କୁ ବୃଦ୍ଧି ହୋଇଛି। ତେବେ ୨୫୮୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଅନୁଗୁଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡ଼ାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, କେନ୍ଦ୍ରାପଡାରୁ ୧୧, ବରଗଡରୁ ୧୦, ଯାଜପୁରରୁ ୧୦, କଳାହାଣ୍ଡିରୁ ୯, ବଲାଙ୍ଗିରିରୁ ୮, ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, ମାଲକାନାଗିରିରୁ ୩, ନୟାଗଡରୁ ୩, ଦେବଗଡରୁ ୨, ଭଦ୍ରକରୁ ୧, କୋରାପୁଟରୁ ୧, ରାୟଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୫୪୨ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୫୧, ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡ଼ାରୁ ୧୪, ବାଲେଶ୍ବରରୁ ୧୧, ଜଗତସିଂହପୁରରୁ ୧୧, ସମ୍ବଲପୁରରୁ ୧୦, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୭, ଗଞ୍ଜାମରୁ ୮, କେନ୍ଦ୍ରାପଡାରୁ ୭, ଭଦ୍ରକରୁ ୫, ଗଜପତିରୁ ୫, କେନ୍ଦୁଝରରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୨, ଦେବଗଡରୁ ୧, ଯାଜପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୬୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୨୭୯ କୁ ବୃଦ୍ଧି ହୋଇଛି। ତେବେ ୨୭୩୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୯ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪୩୫ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୮୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୩ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୦୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୪୪, ସୁନ୍ଦରଗଡରୁ ୨୮, ଖୋର୍ଦ୍ଧାରୁ ୨୭, ବାଲେଶ୍ବରରୁ ୨୬, ମୟୂରଭଞ୍ଜରୁ ୨୬, କଟକରୁ ୨୦, ପୁରୀରୁ ୧୮, ନୂଆପଡ଼ାରୁ ୧୫, ଝାରସୁଗୁଡାରୁ ୧୪, ବଲାଙ୍ଗିରିରୁ ୧୨, ସମ୍ବଲପୁରରୁ ୧୦, ଭଦ୍ରକରୁ ୮, ବରଗଡରୁ ୯, ଯାଜପୁରରୁ ୭, କେନ୍ଦୁଝରରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ଗଞ୍ଜାମରୁ ୪, କଳାହାଣ୍ଡିରୁ ୪, ଗଜପତିରୁ ୩, ନବରଙ୍ଗପୁରରୁ ୨, ରାୟଗଡାରୁ ୨, ଢେଙ୍କାନାଳରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬ କୁ ବୃଦ୍ଧି ହୋଇଛି। ତେବେ ୨୭୪୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୯, ସୁନ୍ଦରଗଡରୁ ୩୬,  ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ବରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡ଼ାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗିରିରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡ଼ାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩ କୁ ବୃଦ୍ଧି ହୋଇଛି। ତେବେ ୨୬୯୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୬୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୦, ସୁନ୍ଦରଗଡରୁ ୪୦,  ପୁରୀରୁ ୨୨, କଟକରୁ ୨୧, ଝାରସୁଗୁଡାରୁ ୨୦, ବାଲେଶ୍ବରରୁ ୧୯, ବରଗଡରୁ ୧୮, ଅନୁଗୁଳରୁ ୧୭, କଳାହାଣ୍ଡିରୁ ୧୭, ମୟୂରଭଞ୍ଜରୁ ୧୭, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, ରାୟଗଡ଼ାରୁ ୧୩, ବଲାଙ୍ଗିରିରୁ ୧୧, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୭, ଗଞ୍ଜାମରୁ ୬, କେନ୍ଦ୍ରାପଡ଼ାରୁ ୬, ମାଲକାନଗିରିରୁ ୬, ଭଦ୍ରକରୁ ୪, ବୌଦ୍ଧରୁ ୪, ନୟାଗଡରୁ ୩, ନୂଆପଡ଼ାରୁ ୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୨, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ଗଜପତିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୩୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୮୬୧ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଖୋର୍ଦ୍ଧାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୧, ବରଗଡରୁ ୨୧, ବାଲେଶ୍ବରରୁ ୨୦, କଟକରୁ ୨୦, ପୁରୀରୁ ୨୦, ସମ୍ବଲପୁରରୁ ୧୭, ବଲାଙ୍ଗିରିରୁ ୧୪,  କଳାହାଣ୍ଡିରୁ ୧୩, କେନ୍ଦ୍ରାପଡାରୁ ୧୧, ଜଗତସିଂହପୁରରୁ ୯, ଗଞ୍ଜାମରୁ ୭,  ନୂଆପଡାରୁ ୭, ଝାରସୁଗୁଡାରୁ ୬, କେନ୍ଦୁଝରରୁ ୬, ଢେଙ୍କାନାଳରୁ ୫, କୋରାପୁଟରୁ ୪, ଭଦ୍ରକରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୨, ଯାଜପୁରରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଓ ଷ୍ଟେଟପୁଲରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୫୦୫ କୁ ବୃଦ୍ଧି ହୋଇଛି। ତେବେ ୨୬୭୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୨୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୪ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୫ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୩୦୨ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳ୧ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୩୭ କରୋନା ଆକ୍ରାନ୍ତ ଚିହ୍ନଟ, ୨୯ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୨ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୩୬ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୯୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୪୬, ଅନୁଗୁଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡାରୁ ୧୮, ପୁରୀରୁ ୧୮, କେନ୍ଦ୍ରାପଡାରୁ ୧୨, ନୂଆପଡାରୁ ୧୧, ସମ୍ବଲପୁରରୁ ୧୧, ବାଲେଶ୍ବରରୁ ୧୦, ବରଗଡରୁ ୯, ଭଦ୍ରକରୁ ୯, ବଲାଙ୍ଗିରିରୁ ୬, ଜଗତସିଂହପୁରରୁ ୬, ଦେବଗଡ଼ରୁ ୫, ଯାଜପୁରରୁ ୫, ମାଲକାନଗିରିରୁ ୫, ନୟାଗଡରୁ ୫, କେନ୍ଦୁଝରରୁ ୪, କୋରାପୁଟରୁ ୪, ବୌଦ୍ଧରୁ ୩, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, ନବରଙ୍ଗପୁରରୁ ୧, ସୋନପୁରରୁ ୧, ଓ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୮୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୮୯ କୁ ବୃଦ୍ଧି ହୋଇଛି। ତେବେ ୨୬୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ, ୩୬ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୩ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୯୯ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩୮୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୪୨, ଖୋର୍ଦ୍ଧାରୁ ୩୯, କଟକରୁ ୩୫, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୪, ବରଗଡରୁ ୨୧, ବଲାଙ୍ଗିରିରୁ ୧୮, କଳାହାଣ୍ଡିରୁ ୧୮, କେନ୍ଦୁଝରରୁ ୧୮, କେନ୍ଦ୍ରାପଡାରୁ ୧୭, ନୂଆପଡାରୁ ୧୭, ସମ୍ବଲପୁରରୁ ୧୨, ଜଗତସିଂହପୁରରୁ ୧୧, ଭଦ୍ରକରୁ ୧୦, ବାଲେଶ୍ବରରୁ ୯, ଯାଜପୁରରୁ ୭, ଝାରସୁଗୁଡାରୁ ୭, ଦେବଗଡରୁ ୫, କୋରାପୁଟରୁ ୫, ନୟାଗଡରୁ ୪, ରାୟଗଡାରୁ ୪, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଓ ଷ୍ଟେଟପୁଲରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୮୯ କୁ ବୃଦ୍ଧି ହୋଇଛି। ତେବେ ୨୭୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୭୯ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୫୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୬ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୧ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୩୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୪୫ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୫୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୯ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୨, ପୁରୀରୁ ୩୧, ବରଗଡରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗିରିରୁ ୨୫, କେନ୍ଦ୍ରାପଡ଼ାରୁ ୧୮, ବାଲେଶ୍ବରରୁ ୧୭, ସୁନ୍ଦରଗଡରୁ ୧୬, ଜଗତସିଂହପୁରରୁ ୧୪, ନୂଆପଡ଼ାରୁ ୧୪, ସମ୍ବଲପୁରରୁ ୧୪, କେନ୍ଦୁଝରରୁ ୧୦, ଯାଜପୁରରୁ ୯, ଗଞ୍ଜାମରୁ ୭, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, କୋରାପୁଟରୁ ୫, ରାୟଗଡ଼ାରୁ ୪, ନବରଙ୍ଗପୁରରୁ ୩, ସୋନପୁରରୁ ୩, ଭଦ୍ରକରୁ ୨, ଦେବଗଡରୁ ୨, ମାଲକାନଗିରିରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୮ ହଜାର ୨୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ କୁ ବୃଦ୍ଧି ହୋଇଛି। ତେବେ ୨୯୦୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୭୯୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୩୨  କରୋନା ଆକ୍ରାନ୍ତ ଚିହ୍ନଟ, ୨୭ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୩ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୩ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୮ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।