Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୬

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ – ୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬୩

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧୦

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୧୫

ଷ୍ଟେଟ ପୁଲରୁ- ୧୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୫୦୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୯୨୧ ଏବଂ ବର୍ତ୍ତମାନ ୨୧୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪

ଗଞ୍ଜାମ ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନୟାଗଡ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୩୫୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ ଏବଂ ବର୍ତ୍ତମାନ ୨୨୦୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୩

ଖୋର୍ଦ୍ଧା ଜିଲ୍ଲାରୁ- ୮୩

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୨୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ ଏବଂ ବର୍ତ୍ତମାନ ୨୩୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୩

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୦୪ ଏବଂ ବର୍ତ୍ତମାନ ୨୩୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୭୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୬

ଢେଙ୍କାନାଳ ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ – ୧

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୨୪

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୪

ଷ୍ଟେଟ ପୁଲରୁ- ୩୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୮୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୯୭୧ ଏବଂ ବର୍ତ୍ତମାନ ୨୪୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୧୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୫୯୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୬୯୫ ଏବଂ ବର୍ତ୍ତମାନ ୨୪୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୩୭ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୧୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୩୪୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ ଏବଂ ବର୍ତ୍ତମାନ ୨୩୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୭

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ – ୪

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୯୬

ମୟୂରଭଞ୍ଜ ଜିଲ୍ଲାରୁ- ୨୧

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧୦

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୧୦୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୩୦୬ ଏବଂ ବର୍ତ୍ତମାନ ୨୩୩୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୩

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୪

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୬

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୨୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୮୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୫ ଏବଂ ବର୍ତ୍ତମାନ ୨୩୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୬୨୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୭୨ ହଜାର ୫୨୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୫୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫ ହଜାର ୬୯୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୩

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୬୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪ ଏବଂ ବର୍ତ୍ତମାନ ୨୩୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୪୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୬୩ ହଜାର ୭୪୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୭ ହଜାର ୯୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୮୮ ହଜାର ୭୯୭ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭ ହଜାର ୧୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ – ୪

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୪

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୨୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୨୬

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୪୯୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୬୦୯ ଏବଂ ବର୍ତ୍ତମାନ ୨୪୨୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୧୦ ହଜାର ୫୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଜଣ କଲେ ମୃତ୍ୟୁବରଣ

ନୂଆଦିଲ୍ଲୀ:  ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷ ୫୫ ହଜାର ୪୩୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧ ଲକ୍ଷ ୧୦ ହଜାର ୧୩୩ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୩୧୮୭ ପ୍ରତିଶତ।

କେନ୍ଦ୍ର ସରକାରଙ୍କ ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୮୬୮ ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ବର୍ତ୍ତମାନ ଦେଶରେ ସମୁଦାୟ ୩ କୋଟି ୩୯ ଲକ୍ଷ ୭୭ ହଜାର ୮୩୦ ଆରୋଗ୍ୟ ହୋଇଛନ୍ତି। ଯାହା ଆରୋଗ୍ୟ ହାର ୯୮.୩୨୮୫ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୮୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୭ ହଜାର ୪୬୮ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର

ଶହେ ତଳକୁ ଖସିଲା ଖୋର୍ଦ୍ଧା ଜିଲ୍ଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ବୟସର ୩୨ଜଣ ଥିବା ବେଳେ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଅଛନ୍ତି ୧୩୧। ସେହିପରି ସ୍ଥାନୀୟ ଅଞ୍ଚଳରୁ ୮୮ ଜଣ ଚିହ୍ନଟ ହୋଇଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାର ସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ଜିଲ୍ଲାର ସଂଖ୍ୟା ଶହେ ତଳକୁ ଖସିଛି। ବିଭିନ୍ନ ଜିଲ୍ଲାର ସ୍ଥିତି ହେଲା

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୪
୩- ଭଦ୍ରକ ଜିଲ୍ଲାରୁ – ୨
୪- ବୌଦ୍ଦ ଜିଲ୍ଲାରୁ – ୧
୫- କଟକ ଜିଲ୍ଲାରୁ – ୧୫
୬- ଢେଙ୍କାନାଳ ଜିଲ୍ଲାରୁ – ୧
୭- ଗଞ୍ଜାମ ଜିଲ୍ଲାରୁ – ୬
୮- ଜଗତସିଂହପୁର ଜିଲ୍ଲାରୁ – ୫
୯- ଯାଜପୁର ଜିଲ୍ଲାରୁ – ୯
୧୦- ଝାରସୁଗୁଡ଼ା ଜିଲ୍ଲାରୁ – ୪
୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩
୧୨- କେନ୍ଦୁଝର ଜିଲ୍ଲାରୁ – ୩
୧୩- ଖୋର୍ଦ୍ଧାରୁ- ୯୬
୧୪- ମାଲକାନଗିରି -୧
୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୫
୧୬- ନୟାଗଡ଼ ଜିଲ୍ଲାରୁ – ୪
୧୭- ପୁରୀ ଜିଲ୍ଲାରୁ – ୫
୧୮- ରାୟଗଡ଼ା ଜିଲ୍ଲାରୁ – ୨
୧୯- ସମ୍ବଲପୁର ଜିଲ୍ଲାରୁ – ୧୦
୨୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦
୨୧- ଷ୍ଟେଟ ପୁଲ- ୨୨

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୩୯୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୪୪ ହଜାର ୮୮୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୬୭ ହଜାରରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯ ହଜାର ୯୪୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୩

ବରଗଡ ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୨

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୬

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୪୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୫୧

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଷ୍ଟେଟ ପୁଲରୁ- ୩୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧୫୨ ଏବଂ ବର୍ତ୍ତମାନ ୨୪୦୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୪୩୭ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୩୫ ହଜାର ୭୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୫୭ ହଜାର ୬୯୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୧ ହଜାର ୪୮୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୮୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ – ୧

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୩୦

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧ ଏବଂ ବର୍ତ୍ତମାନ ୨୧୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସୁନ୍ଦରଗଡ: କରୋନା ଆକ୍ରାନ୍ତ ହେଲେ ୫୬ ସ୍କୁଲ ଛାତ୍ରୀ

ସୁନ୍ଦରଗଡ: ଆଜି ସୁନ୍ଦରଗଡର ଏକ ସ୍କୁଲରେ କରୋନା ସଂକ୍ରମଣ ହୋଇଥିବା ଘଟଣା ସମସ୍ତଙ୍କୁ ବିଚଳିତ କରିଛି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଅଭିଭାବକମାନେ ପିଲାମାଙ୍କୁ ସ୍କୁଲ ଛାଡିବା ନେଇ ଆଶାବାନ୍ଧି ବସିଛନ୍ତି। କିନ୍ତୁ ସୁନ୍ଦରଗଡରେ ୫୬ ଜଣ ସ୍କୁଲ ଛାତ୍ରୀ କରୋନା ସଂକ୍ରମଣ ହେବା ଫଳରେ ସମସ୍ତଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲିଟିଛି।

ସୁନ୍ଦରଗଡ ସହରର ଏକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୫୬ ଜଣ ଛାତ୍ରୀ କୋରୋନା ସଂକ୍ରମଣ ହୋଇଥିବା ଖବର ହସ୍ତଗତ ହୋଇଛି। କରୋନା ପଜିଟିଭ ଚିହ୍ନଟ ପରେ ସମସ୍ତ ଛାତ୍ରୀଙ୍କୁ ସଙ୍ଗରୋଧରେ ରଖାଯାଇଛି। ଏହାସହ ସ୍କୁଲକୁ ସପ୍ତାହେ ଛୁଟି କରିବା ପାଇଁ ପ୍ରଧାନ ଶିକ୍ଷୟତ୍ରୀ ଘୋଷଣା କରିଥିବା ଜଣାପଡିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୧୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ- ୧

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୦

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୯

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୩୯

ଷ୍ଟେଟ ପୁଲରୁ- ୨୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩୮୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୭୪୬ ଏବଂ ବର୍ତ୍ତମାନ ୨୧୯୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।