Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୯୬ ହଜାର ୬୬୭ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୦ ହଜାର ୭୯୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୪୯ ହଜାର ୯୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୪୪ ହଜାର ୮୪୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୨  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ଅନୁଗୁଳ ଜିଲ୍ଲାରୁ- ୪

– ବାଲେଶ୍ୱର ଜିଲ୍ଲାରୁ – ୧୪

– ଭଦ୍ରକ ଜିଲ୍ଲାରୁ – ୬

– ବଲାଙ୍ଗୀରି ଜିଲ୍ଲାରୁ- ୩

– କଟକ ଜିଲ୍ଲାରୁ – ୩୧

– ଦେବଗଡ ଜିଲ୍ଲାରୁ- ୧

– ଢେଙ୍କାନାଳ ଜିଲ୍ଲାରୁ – ୧

– ଗଜପତି ଜିଲ୍ଲାରୁ- ୨

– ଗଞ୍ଜାମ ଜିଲ୍ଲାରୁ- ୪

– ଜଗତସିଂହପୁର ଜିଲ୍ଲାରୁ – ୭

– ଯାଜପୁର ଜିଲ୍ଲାରୁ – ୮

– ଝାରସୁଗୁଡ଼ା ଜିଲ୍ଲାରୁ – ୨

– କଳାହାଣ୍ଡି ଜିଲ୍ଲାରୁ – ୧

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୬

– କେନ୍ଦୁଝର ଜିଲ୍ଲାରୁ- ୨

– ଖୋର୍ଦ୍ଧାରୁ- ୧୩୯

– କୋରାପୁଟ ଜିଲ୍ଲାରୁ- ୫

– ମାଲକାନଗିରି ଜିଲ୍ଲାରୁ- ୪

– ମୟୁରଭଞ୍ଜ ଜିଲ୍ଲାରୁ – ୪

– ନୟାଗଡ଼ ଜିଲ୍ଲାରୁ – ୧

– ପୁରୀ ଜିଲ୍ଲାରୁ – ୯

– ରାୟଗଡା ଜିଲ୍ଲାରୁ- ୨

– ସମ୍ବଲପୁର ଜିଲ୍ଲାରୁ – ୨୧

– ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

– ଷ୍ଟେଟ ପୁଲରୁ- ୩୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୮୫୦ ଏବଂ ବର୍ତ୍ତମାନ ୩୨୦୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ବର୍ତ୍ତମାନ ଦେଶରେ କେତେ ଜଣ କରୋନା ଆକ୍ରାନ୍ତ ଅଛନ୍ତି ? ଜାଣନ୍ତୁ କଣ ହେବ ଏହାର ଉତ୍ତର

ନୂଆଦିଲ୍ଲୀ: ଦେଶରେ ଧିରେଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୧୦ ହଜାର ୪୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା୧ ଲକ୍ଷ ୫୩ ହଜାର ୭୭୬ରେ ପହଁଚିଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୪୫% ଅଟେ।

ସମଗ୍ର ଦେଶରେ ସମୁଦାୟ ୩ କୋଟି ୩୬ ଲକ୍ଷ ୮୩ ହଜାର ୫୮୧ ଆରୋଗ୍ୟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ଫଳରେ ଆରୋଗ୍ୟ ହାର ୯୮.୨୧% କୁ ବୃଦ୍ଧି ପାଇଛି।

ସହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ଲକ୍ଷ ୯୬ ହଜାର ୨୩୭ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି ୫ ହଜାର ୪୧ ଜଣ। ଗତ ୨୪ ଘଣ୍ଟାରେ ୪୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୨, କଟକରୁ ୫୬, ମୟୂରଭଞ୍ଜରୁ ୧୭, ବାଲେଶ୍ବରରୁ ୧୫, ସମ୍ବଲପୁରରୁ ୧୪, ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୩, ପୁରୀରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ବରଗଡରୁ ୫, ଦେବଗଡରୁ ୫, ନୟାଗଡରୁ ୪, ଢେଙ୍କାନାଳରୁ ୩, କେନ୍ଦ୍ରାପଡାରୁ ୩, ଅନୁଗୁଳରୁ ୨, ବଲାଙ୍ଗୀରିରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୧୪୭ ଏବଂ ବର୍ତ୍ତମାନ ୩୭୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୧୬ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ବାଲେଶ୍ୱର ଜିଲ୍ଲାରୁ – ୩

– ଭଦ୍ରକ ଜିଲ୍ଲାରୁ – ୧

– ବଲାଙ୍ଗୀରି ଜିଲ୍ଲାରୁ- ୧୦

– କଟକ ଜିଲ୍ଲାରୁ – ୩୨

– ଢେଙ୍କାନାଳ ଜିଲ୍ଲାରୁ – ୪

– ଗଜପତି ଜିଲ୍ଲାରୁ- ୧

– ଗଞ୍ଜାମ ଜିଲ୍ଲାରୁ- ୪

– ଜଗତସିଂହପୁର ଜିଲ୍ଲାରୁ – ୪

– ଯାଜପୁର ଜିଲ୍ଲାରୁ – ୯

– ଝାରସୁଗୁଡ଼ା ଜିଲ୍ଲାରୁ – ୨

– କଳାହାଣ୍ଡି ଜିଲ୍ଲାରୁ – ୧

– କନ୍ଧମାଳ ଜିଲ୍ଲାରୁ- ୧

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୮

– ଖୋର୍ଦ୍ଧାରୁ- ୧୫୨

– ମାଲକାନଗିରି ଜିଲ୍ଲାରୁ- ୧

– ମୟୁରଭଞ୍ଜ ଜିଲ୍ଲାରୁ – ୨୮

– ନୟାଗଡ଼ ଜିଲ୍ଲାରୁ – ୩

– ପୁରୀ ଜିଲ୍ଲାରୁ – ୨

– ରାୟଗଡା ଜିଲ୍ଲାରୁ- ୧

– ସମ୍ବଲପୁର ଜିଲ୍ଲାରୁ – ୭

– ସୋନପୁର ଜିଲ୍ଲାରୁ- ୧

– ସୁନ୍ଦରଗଡ଼ ଜିଲ୍ଲାରୁ – ୬

– ଷ୍ଟେଟ ପୁଲରୁ- ୩୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୧୪୭ ଏବଂ ବର୍ତ୍ତମାନ ୪୨୩୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ଅନୁଗୁଳ ଜିଲ୍ଲାରୁ- ୧

– ବାଲେଶ୍ୱର ଜିଲ୍ଲାରୁ – ୫

– ଭଦ୍ରକ ଜିଲ୍ଲାରୁ – ୩

– କଟକ ଜିଲ୍ଲାରୁ – ୫୪

– ଦେବଗଡ଼ ଜିଲ୍ଲାରୁ – ୨

– ଢେଙ୍କାନାଳ ଜିଲ୍ଲାରୁ – ୫

– ଗଜପତି ଜିଲ୍ଲାରୁ- ୫

– ଗଞ୍ଜାମ ଜିଲ୍ଲାରୁ- ୮

– ଜଗତସିଂହପୁର ଜିଲ୍ଲାରୁ – ୯

– ଯାଜପୁର ଜିଲ୍ଲାରୁ – ୯

– ଝାରସୁଗୁଡ଼ା ଜିଲ୍ଲାରୁ – ୩

– କଳାହାଣ୍ଡି ଜିଲ୍ଲାରୁ – ୨

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୮

– କେନ୍ଦୁଝର ଜିଲ୍ଲାରୁ- ୧

– ଖୋର୍ଦ୍ଧାରୁ- ୨୫୦

– ମୟୁରଭଞ୍ଜ ଜିଲ୍ଲାରୁ – ୨୨

– ନୟାଗଡ଼ ଜିଲ୍ଲାରୁ – ୧

– ନୂଆପଡ଼ା ଜିଲ୍ଲାରୁ – ୧

– ପୁରୀ ଜିଲ୍ଲାରୁ – ୧୫

– ରାୟଗଡା ଜିଲ୍ଲାରୁ- ୬

– ସମ୍ବଲପୁର ଜିଲ୍ଲାରୁ – ୧୩

– ସୁନ୍ଦରଗଡ଼ ଜିଲ୍ଲାରୁ – ୧୩

– ଷ୍ଟେଟ ପୁଲରୁ- ୫୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୪୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୬୯୭ ଏବଂ ବର୍ତ୍ତମାନ ୪୩୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୮ ଜଣ ଏବଂ ସ୍ଥାନୀୟ ସଂକ୍ରମଣ ୧୫୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ଅନୁଗୁଳ ଜିଲ୍ଲାରୁ- ୬

– ବାଲେଶ୍ୱର ଜିଲ୍ଲାରୁ – ୧୪

– ବରଗଡ଼ ଜିଲ୍ଲାରୁ – ୪

– ଭଦ୍ରକ ଜିଲ୍ଲାରୁ – ୬

– ବଲାଙ୍ଗୀରି ଜିଲ୍ଲାରୁ- ୧

– କଟକ ଜିଲ୍ଲାରୁ – ୧୭

– ଦେବଗଡ଼ ଜିଲ୍ଲାରୁ – ୪

– ଢେଙ୍କାନାଳ ଜିଲ୍ଲାରୁ – ୨

– ଗଜପତି ଜିଲ୍ଲାରୁ- ୨

– ଗଞ୍ଜାମ ଜିଲ୍ଲାରୁ- ୫

– ଜଗତସିଂହପୁର ଜିଲ୍ଲାରୁ – ୧୧

– ଯାଜପୁର ଜିଲ୍ଲାରୁ – ୧୩

– ଝାରସୁଗୁଡ଼ା ଜିଲ୍ଲାରୁ – ୧

– କଳାହାଣ୍ଡି ଜିଲ୍ଲାରୁ – ୧

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୩

– କେନ୍ଦୁଝର ଜିଲ୍ଲାରୁ- ୧

– ଖୋର୍ଦ୍ଧାରୁ-୧୮୨

– ମୟୁରଭଞ୍ଜ ଜିଲ୍ଲାରୁ – ୨୨

– ନୟାଗଡ଼ ଜିଲ୍ଲାରୁ – ୧

– ନୂଆପଡ଼ା ଜିଲ୍ଲାରୁ – ୮

– ପୁରୀ ଜିଲ୍ଲାରୁ – ୭

– ସମ୍ବଲପୁର ଜିଲ୍ଲାରୁ – ୧୦

– ସୋନପୁର ଜିଲ୍ଲାରୁ- ୧

– ସୁନ୍ଦରଗଡ଼ ଜିଲ୍ଲାରୁ – ୯

– ଷ୍ଟେଟ ପୁଲରୁ- ୪୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୨୦୭ ଏବଂ ବର୍ତ୍ତମାନ ୪୩୮୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୬୪, ମୟୂରଭଞ୍ଜରୁ ୨୧, ସମ୍ବଲପୁରରୁ ୧୪, ଯାଜପୁରରୁ ୧୩, ଜଗତସିଂହପୁରରୁ ୧୨, ପୁରୀରୁ ୧୧, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୯, ନୟାଗଡରୁ ୯, ଭଦ୍ରକରୁ ୮, ଢେଙ୍କାନାଳରୁ ୬, କୋରାପୁଟରୁ ୫, ଅନୁଗୁଳରୁ ୩, ଝାରସୁଗୁଡାରୁ ୩, ଗଞ୍ଜାମରୁ ୨, ବଲାଙ୍ଗୀରିରୁ ୧, ଦେବଗଡରୁ ୧, ନବରଙ୍ଗପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୫୯୫ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୬୩ ଜଣ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୬୫ ଜଣ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୫୭ ଜଣ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମଣ ୧୫୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

୧- ଅନୁଗୁଳ ଜିଲ୍ଲାରୁ- ୧

୨- ବାଲେଶ୍ୱର ଜିଲ୍ଲାରୁ – ୨

୩- ବରଗଡ଼ ଜିଲ୍ଲାରୁ – ୧

୪- ଭଦ୍ରକ ଜିଲ୍ଲାରୁ – ୭

୫- କଟକ ଜିଲ୍ଲାରୁ – ୩୪

୬- ଦେବଗଡ଼ ଜିଲ୍ଲାରୁ – ୬

୭- ଢେଙ୍କାନାଳ ଜିଲ୍ଲାରୁ – ୪

୮-  ଗଞ୍ଜାମ ଜିଲ୍ଲାରୁ- ୫

୯- ଜଗତସିଂହପୁର ଜିଲ୍ଲାରୁ – ୧୩

୧୦- ଯାଜପୁର ଜିଲ୍ଲାରୁ – ୧୦

୧୧- ଝାରସୁଗୁଡ଼ା ଜିଲ୍ଲାରୁ – ୩

୧୨- କଳାହାଣ୍ଡି ଜିଲ୍ଲାରୁ – ୩

୧୩- କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୨୦

୧୪- ଖୋର୍ଦ୍ଧାରୁ-୧୫୭

୧୫- କୋରାପୁଟ ଜିଲ୍ଲାରୁ – ୪

୧୬- ମାଲକାନଗିରି ଜିଲ୍ଲାରୁ- ୧

୧୭- ମୟୁରଭଞ୍ଜ ଜିଲ୍ଲାରୁ – ୨୩

୧୮- ନୟାଗଡ଼ ଜିଲ୍ଲାରୁ – ୧

୧୯- ନୂଆପଡ଼ା ଜିଲ୍ଲାରୁ – ୩

୨୦- ପୁରୀ ଜିଲ୍ଲାରୁ – ୧୦

୨୧- ରାୟଗଡ଼ା ଜିଲ୍ଲାରୁ – ୧

୨୨- ସମ୍ବଲପୁର ଜିଲ୍ଲାରୁ – ୧୦

୨୩- ସୋନପୁର ଜିଲ୍ଲାରୁ- ୧

୨୪- ସୁନ୍ଦରଗଡ଼ ଜିଲ୍ଲାରୁ – ୮

୨୫- ଷ୍ଟେଟ ପୁଲରୁ- ୩୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୫୯୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୬୫୪ ଏବଂ ବର୍ତ୍ତମାନ ୪୫୬୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୧୫୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୩୧ ହଜାର ୮୦୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୬ ହଜାର ୩୮୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୧୪ ହଜାର ୪୩୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୦ ହଜାର ୯୮୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୪୧୨ ଜଣ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୯ ଜଣ

ଭୁବନେଶ୍ବର:  ଆଜି ରାଜ୍ୟରେ ୪୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୭ ଜଣ ଏବଂ ସ୍ଥାନୀୟ ସଂକ୍ରାମଣ ୧୭୫  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

୧- ବାଲେଶ୍ୱର ଜିଲ୍ଲାରୁ – ୧୧

୨- ବରଗଡ଼ ଜିଲ୍ଲାରୁ – ୫

୩- ଭଦ୍ରକ ଜିଲ୍ଲାରୁ – ୬

୪- ବଲାଙ୍ଗୀର ଜିଲ୍ଲାରୁ – ୧

୫- କଟକ ଜିଲ୍ଲାରୁ – ୪୬

୬- ଦେବଗଡ଼ ଜିଲ୍ଲାରୁ – ୭

୭- ଢେଙ୍କାନାଳ ଜିଲ୍ଲାରୁ – ୪

୮- ଗଜପତି ଜିଲ୍ଲାରୁ- ୪

୯- ଗଞ୍ଜାମ ଜିଲ୍ଲାରୁ- ୨

୧୦- ଜଗତସିଂହପୁର ଜିଲ୍ଲାରୁ – ୧୦

୧୧- ଯାଜପୁର ଜିଲ୍ଲାରୁ – ୧୧

୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୧

୧୩- କଳାହାଣ୍ଡି ଜିଲ୍ଲାରୁ – ୩

୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୧୦

୧୫- କେନ୍ଦୁଝର ଜିଲ୍ଲାରୁ- ୧

୧୬- ଖୋର୍ଦ୍ଧାରୁ-୧୮୯

୧୭- କୋରାପୁଟ ଜିଲ୍ଲାରୁ – ୨

୧୮- ମାଲକାନଗିରି ଜିଲ୍ଲାରୁ- ୧

୧୯- ମୟୁରଭଞ୍ଜ ଜିଲ୍ଲାରୁ – ୧୪

୨୦- ନୟାଗଡ଼ ଜିଲ୍ଲାରୁ – ୪

୨୧- ନୂଆପଡ଼ା ଜିଲ୍ଲାରୁ – ୬

୨୨- ପୁରୀ ଜିଲ୍ଲାରୁ – ୧୧

୨୩- ରାୟଗଡ଼ା ଜିଲ୍ଲାରୁ – ୪

୨୪- ସମ୍ବଲପୁର ଜିଲ୍ଲାରୁ – ୮

୨୫- ସୁନ୍ଦରଗଡ଼ ଜିଲ୍ଲାରୁ – ୭

୨୬- ଷ୍ଟେଟ ପୁଲରୁ- ୪୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୨୩୦ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୧୦୮ ଏବଂ ବର୍ତ୍ତମାନ ୪୭୪୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୪୩୩ ଜଣ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ଜଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ୬୪ ଜଣ ଅଛନ୍ତି। ସେହିପରି କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ୧୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାର ଜଣପଡିଛି। ବିଭିନ୍ନ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ହେଲା…

୧- ଅନୁଗୁଳ ଜିଲ୍ଲାରୁ – ୪
୨- ବାଲେଶ୍ୱର ଜିଲ୍ଲାରୁ – ୮
୩- ବରଗଡ ଜିଲ୍ଲାରୁ- ୬

୪- ଭଦ୍ରକ ଜିଲ୍ଲାରୁ – ୭
୫- ବଲାଙ୍ଗୀରି ଜିଲ୍ଲାରୁ- ୧

୬- କଟକ ଜିଲ୍ଲାରୁ – ୩୬
୭- ଦେବଗଡ଼ ଜିଲ୍ଲାରୁ – ୮
୮- ଢେଙ୍କାନାଳ ଜିଲ୍ଲାରୁ – ୧
୯- ଗଞ୍ଜାମ ଜିଲ୍ଲାରୁ – ୨
୧୦- ଜଗତସିଂହପୁର ଜିଲ୍ଲାରୁ – ୧୪
୧୧- ଯାଜପୁର ଜିଲ୍ଲାରୁ – ୮
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୩- କଳାହାଣ୍ଡି ଜିଲ୍ଲାରୁ ୨

୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – ୧୧
୧୫- ଖୋର୍ଦ୍ଧାରୁ- ୨୦୭
୧୬- ମୟୁରଭଞ୍ଜ ଜିଲ୍ଲାରୁ – ୧୫
୧୭- ନୟାଗଡ଼ ଜିଲ୍ଲାରୁ – ୪
୧୮- ନୂଆପଡ଼ା ଜିଲ୍ଲାରୁ – ୯
୧୯- ପୁରୀ ଜିଲ୍ଲାରୁ – ୮
୨୦- ରାୟଗଡ଼ା ଜିଲ୍ଲାରୁ – ୨
୨୧- ସମ୍ବଲପୁର ଜିଲ୍ଲାରୁ – ୧୭
୨୨- ସୋନପୁର ଜିଲ୍ଲାରୁ – ୧
୨୩- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨
୨୪- ଷ୍ଟେଟ ପୁଲ – ୪୯

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୭ ହଜାର ୬୯୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୯୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୭୫ ହଜାର ୪୬୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାର ୨୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୪୮ ହଜାର ୬୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୨ ହଜାର ୫୯୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୭ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୦ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୭ ଟି ଲୋକାଲ କେସ୍‌  ରହିଛ। ୪୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୪୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୫୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୩୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୦ ଜଣ, କଟକ ଜିଲ୍ଲାରୁ ୬୨, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୮, କୋରାପୁଟ ଜିଲ୍ଲାରୁ ୨, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୩୧, ସମ୍ବଲପୁର ଜିଲ୍ଲାରୁ ୨୪, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୩୨୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୫୯ ହଜାର ୫୬୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୭୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୩୨ ହଜାର ୧୨୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୩ ହଜାର ୭୨୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌  ରହିଛ। ୪୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୧୪ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୩ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୩, କଟକରୁ ୫୫, ମୟୂରଭଞ୍ଜରୁ ୨୧, ବାଲେଶ୍ବରରୁ ୨୦, କେନ୍ଦ୍ରାପଡାରୁ ୧୭, ପୁରୀରୁ ୧୩, ଜଗତସିଂହପୁରରୁ ୧୧, ଯାଜପୁରରୁ ୯, ନୟାଗଡରୁ ୯, ସୁନ୍ଦରଗଡରୁ ୮, ଗଜପତିରୁ ୭, ଅନୁଗୁଳରୁ ୫, ଗଞ୍ଜାମରୁ ୫, ବଲାଙ୍ଗୀରିରୁ ୪, ସମ୍ବଲପୁରରୁ ୪, ବରଗଡରୁ ୩, ଝାରସୁଗୁଡାରୁ ୩, ରାୟଗଡାରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ନବରଙ୍ଗପୁରରୁ ୨, କୋରାପୁଟରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୫ ହଜାର ୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୧୪୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୭୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୪୩ ହଜାର ୨୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୩ ହଜାର ୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ ଲକ୍ଷ ୧୪ ହଜାର ୪୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୫ ହଜାର ୭୪୫ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୫ ଟି ଲୋକାଲ କେସ୍‌  ରହିଛ। ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୪ ହଜାର ୪୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୪୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୩୬, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୫, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୯, କେନ୍ଦୁଝର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ୧, ନୟାଗଡ ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୧୩, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୭୩ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୦, କଟକରୁ ୮୫, ମୟୂରଭଞ୍ଜରୁ ୨୮, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୫, ପୁରୀରୁ ୧୫, କେନ୍ଦ୍ରାପଡାରୁ ୧୪, ବାଲେଶ୍ବରରୁ ୧୩, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୯, ଢେଙ୍କାନାଳରୁ ୪, ଭଦ୍ରକରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୩, ଅନୁଗୁଳରୁ ୨, ଝାରସୁଗୁଡାରୁ ୨, କେନ୍ଦୁଝରରୁ ୨, ନବରଙ୍ଗପୁରରୁ ୨, ବରଗଡରୁ ୧, ବଲାଙ୍ଗୀରିରୁ ୧, ନୂଆପଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୪ ହଜାର ୪୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୬ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।