Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗଟ ୨୪ ଘଣ୍ଟା ମଧ୍ୟରେ ୫୮୮୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ପୁଣି ଥରେ ଦ୍ରୁତ ଗତିରେ ବଢୁଛି। ଗଟ ୨୪ ଘଣ୍ଟା ମଧ୍ୟରେ ଭାରତରେ ପ୍ରାୟ ୧୦ ପ୍ରତିଶତ ମାମଲା ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୮୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫ ହଜାର ୧୯୯କୁ ବୃଦ୍ଧି ହୋଇଛି।

କରୋନାକୁ ରୋକିବା ପାଇଁ ଦେଶରେ ଚାଲିଥିବା ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ ୨୨୦.୬୬ କୋଟି ଟିକା ଡୋଜ ଦିଆଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୮୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏହା ପରେ ଆରୋଗ୍ୟ ହୋଇଥିବା ଲୋକଙ୍କ ସଂଖ୍ୟା ୪,୪୧,୯୬,୩୧୮ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଉପର ମୁହାଁ କରୋନା ସଂକ୍ରମଣ: ୧୬ ହଜାରରୁ ଉର୍ଦ୍ଧ୍ଵ ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ଗତି ପୁଣି ଥରେ ଚିନ୍ତା ବଢାଇଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି, ଯାହା ସାଧାରଣ ଲୋକଙ୍କୁ ତଥା ସରକାରଙ୍କୁ ଭୟଭୀତ କରିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ସର୍ବଶେଷ ତଥ୍ୟକୁ ଦେଖିଲେ, ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୯୯୪ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି।

ଯାହାପରେ ଦେଶରେ ବର୍ତ୍ତମାନ ସାକରିଆୟ ରୋଗୀଙ୍କ ସଂଖ୍ୟା ୧୬ ହଜାର ୩୫୪କୁ ବୃଦ୍ଧି ପାଇଛି। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୮୪୦ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ତେବେ ମୋଟ ଆରୋଗ୍ୟ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୧ ଲକ୍ଷ ୭୧ ହଜାର ୫୫୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

୨୧୦ ଦିନ ପରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ, କୋଭିଡ ମାମଲା ବଢାଇଲା ଟେନସନ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇଛି। ଶନିବାର ଦିନ ୧୮୯୦ ନୂତନ ମାମଲା ରେକର୍ଡ କରାଯାଇଥିଲା, ଯାହା ଗତ ୨୧୦ ଦିନ ମଧ୍ୟରେ ସର୍ବାଧିକ। ଗତ ସପ୍ତାହରେ କରୋନା ମାମଲାରେ ଗତ ସାତ ଦିନ ତୁଳନାରେ ୭୮ ପ୍ରତିଶତ ବୃଦ୍ଧି ଘଟିଛି। ଗୋଟିଏ ସପ୍ତାହରେ ମୃତ୍ୟୁ ସଂଖ୍ୟା ୨୯ ରେ ପହଞ୍ଚିଥିବାବେଳେ ପୂର୍ବ ସପ୍ତାହରେ ଏହି ସଂଖ୍ୟା ୧୯ ଥିଲା।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି, ଗତ ୨୪ ଘଣ୍ଟାରେ ପ୍ରାୟ ୧ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ମାମଲାରେ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ, ଭାରତରେ କୋଭିଡର ୯୧୮ ନୂତନ ମାମଲା ରିପୋର୍ଟ ହୋଇଛି। ଯାହା ପରେ ସକ୍ରିୟ ମାମଲା ବର୍ତ୍ତମାନ ୬ ହଜାର ୩୫୦ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭୯ ଆକ୍ରାନ୍ତ ମଧ୍ୟ ସୁସ୍ଥ ହୋଇଛନ୍ତି। ଏହା ସହିତ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୧ ଲକ୍ଷ ୫୯ ହଜାର ୧୮୨ ରେ ପହଞ୍ଚିଛି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ସ୍ବାସ୍ଥ୍ୟ

ଜାପାନରେ ମଧ୍ୟ କରୋନା ସ୍ଥିତି ସାଂଘାତିକ, ଗତ ୨୪ ଘଣ୍ଟାରେ ପ୍ରାୟ ୨ ଲକ୍ଷ ନୂଆ ମାମଲା, ୩୧୫ ମୃତ୍ୟୁ

ନୂଆଦିଲ୍ଲୀ: ଚୀନ୍ ପରେ ବର୍ତ୍ତମାନ କରୋନା ସଂକ୍ରମଣ ଅନ୍ୟ ଦେଶରେ ମଧ୍ୟ ଦେଖାଯାଉଛି। ଚୀନ୍ ସହିତ ଦକ୍ଷିଣ କୋରିଆ, ଜାପାନ, ଆମେରିକା ଏବଂ ବ୍ରାଜିଲ ମଧ୍ୟ କରୋନାର ନୂତନ ଭାରିଏଣ୍ଟ ବିସ୍ତାର କରୁଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କୋଭିଡ-୧୯ ରେସପନ୍ସ ଦଳର ଏପିଡେମୋଲୋଜିଷ୍ଟ ଦାବି କରିଛନ୍ତି ଯେ, ସାରା ବିଶ୍ୱରେ ପ୍ରତି ସପ୍ତାହରେ ଆଠ ହଜାରରୁ ଦଶ ହଜାର ଲୋକ କରୋନାରେ ମୃତ୍ୟୁ ବରଣ କରୁଛନ୍ତି।

ମିଡିଆ ରିପୋର୍ଟ ଅନୁଯାୟୀ, ଚୀନ୍ ପରେ ଜାପାନରେ କରୋନାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳୁଛି। କରୋନା ୱାର୍ଲ୍ଡୋମିଟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୭୩ ହଜାର ନୂତନ ମାମଲା ଆସିଛି। ଏଥିସହିତ ୩୧୫ ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଅଧିକାରୀଙ୍କ ଅନୁଯାୟୀ, ଅଗଷ୍ଟ ୨୫ ତାରିଖ ପରେ ଏହା ପ୍ରଥମ ଥର ଯେ ଗୋଟିଏ ଦିନରେ ଏତେଗୁଡ଼ିଏ ମାମଲା ଆସିଛି।

ଜାପାନରେ ଏହା କରୋନାର ଅଷ୍ଟମ ତରଙ୍ଗ:

ଜାପାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଅଷ୍ଟମ ତରଙ୍ଗ ଜାପାନରେ ପହଞ୍ଚିଛି। ଆଗାମୀ ଦିନରେ ପରିସ୍ଥିତି ଅଧିକ ଅନିୟନ୍ତ୍ରିତ ହୋଇପାରେ। ଏହା ସହିତ ରିପୋର୍ଟରେ ଦାବି କରାଯାଇଛି ଯେ, ଓମିକ୍ରନ୍ ଭାରିଆଣ୍ଟ ଯୋଗୁଁ ଅଧିକାଂଶ ପିଲା ମରୁଛନ୍ତି। ଚୀନ୍‌ର ଅବସ୍ଥା ବିଗିଡିବା ଯୋଗୁଁ ଜାପାନର ଚିନ୍ତା ବଢାଇ ଦେଇଛି।

BF.7 ଓମିକ୍ରନ୍ ର ସବୁଠାରୁ ଶକ୍ତିଶାଳୀ ଭାରିଏଣ୍ଟ:

ଓମିକ୍ରନ୍ ର ନୂତନ ଭାରିଏଣ୍ଟ BF.7 ଚାଇନାରେ ହଇଚଇ ସୃଷ୍ଟି କରିଛି। ବିଶେଷଜ୍ଞମାନେ କହିଛନ୍ତି ଯେ, ଏହା ହେଉଛି ଓମିକ୍ରନ୍ ର ସବୁଠାରୁ ଶକ୍ତିଶାଳୀ ଭାରିଏଣ୍ଟ। BF.7 ଭାରିଏଣ୍ଟଟି R346T ନାମକ କରୋନାଭାଇରସ୍ ର ସ୍ପାଇକ୍ ପ୍ରୋଟିନ୍ ର ଏକ ନିର୍ଦ୍ଦିଷ୍ଟ ପରିବର୍ତ୍ତନରେ ନିର୍ମିତ। ବିଶେଷଜ୍ଞଙ୍କ ଅନୁଯାୟୀ, ଏହି ପରିବର୍ତ୍ତନ ହେତୁ ଆଣ୍ଟିବଡି ଏହି ଭାରିଏଣ୍ଟ ଉପରେ ପ୍ରଭାବ ପକାଇବ ନାହିଁ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କମିଲା କରୋନା ସଂକ୍ରମଣ, ୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵରରୁ ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୩

ଦେବଗଡ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୭

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୦

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୮ ଏବଂ ବର୍ତ୍ତମାନ ୫୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୨୦୦ ତଳକୁ ଖସିଲା କରୋନା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୬୪  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୧୧

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୪

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧୩

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୨୨

ଷ୍ଟେଟ ପୁଲରୁ- ୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୩୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୮୪୯ ଏବଂ ବର୍ତ୍ତମାନ ୧୪୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ସଂକ୍ରମଣ କ୍ଷେତ୍ରରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି, ଆଜି ୬ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ମହାମାରୀ ବିରୋଧରେ ଯୁଦ୍ଧ ଏବେବି ଚାଲିଛି। ଏହି ସମୟରେ ଆଜି ପୁଣି କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ବୁଧବାର ତୁଳନାରେ ଆଜି କରୋନା ମାମଲାରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡର ୬ ହଜାର ୪୨୨ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଭାରତରେ ସକ୍ରିୟ ମାମଲା ୪୬ ହଜାର ୩୮୯ ରେ ପହଞ୍ଚିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୬ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦,୩୪୨ କୁ ହ୍ରାସ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନା ସଂକ୍ରମଣର ୬ ହଜାର ୩୯୫ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୭୮,୬୩୬ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୫୦,୩୪୨ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆଉ ୩୩ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୦ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରୁ କମୁଛି କରୋନା ସଂକ୍ରମଣ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୬୮କୁ ହ୍ରାସ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୦୩ ଜଣ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ତେବେ ଆଜି ୨୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୧୧

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୪

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୦

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୩୨

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୧୦

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୩୪

ଷ୍ଟେଟ ପୁଲରୁ- ୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୨୬୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୩ ହଜାର ୬୭୯ ଏବଂ ବର୍ତ୍ତମାନ ୨୩୬୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କମିଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୭

କଟକ ଜିଲ୍ଲାରୁ- ୧୩

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୫୯

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନବରଙ୍ଗପୁର ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ ଜିଲ୍ଲାରୁ- ୪୪

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୩୦୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୦ ହଜାର ୬୩୫ ଏବଂ ବର୍ତ୍ତମାନ ୩୪୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ପ୍ରାୟ ୧୬ ହଜାର ଆକ୍ରାନ୍ତ ଚିହ୍ନଟ, ୬୮ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୫ ହଜାର ୮୧୫ କରୋନା ନୂତନ ମାମଲା ପଞ୍ଜିକୃତ ହୋଇଛି। ଏହା ପରେ ସମୁଦାୟ ସଂକ୍ରମିତ ସଂଖ୍ୟା ୪ କୋଟି ୪୨ ଲକ୍ଷ ୩୯ ହଜାର ୩୭୨ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ଥିବା ଲୋକଙ୍କ ବିଷୟରେ କହିବାକୁ ଗଲେ ୨୦ ହଜାର ୧୮ ଲୋକ କୋଭିଡ -୧୯ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି।

ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ ଲୋକ କରୋନା ଜୀବାଣୁକୁ ପରାସ୍ତ କରିଛନ୍ତି। ତଥାପି, ଦେଶରେ ବର୍ତ୍ତମାନ ୧ ଲକ୍ଷ ୧୯ ହଜାର ୨୬୪ ସକ୍ରିୟ ସଂକ୍ରମଣ ରୋଗୀ ଅଛନ୍ତି। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ହେତୁ ୬୮ ଜଣଙ୍କର ମୃତ୍ୟୁ ଘଟିଛି। କୋଭିଡ -୧୯ ସଂକ୍ରମଣ ହେତୁ ସମୁଦାୟ ୫ ଲକ୍ଷ ୨୬ ହଜାର ୯୯୬ ଲୋକ ପ୍ରାଣ ହରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ: ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୧୩

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨୨

ବୌଦ୍ଧ ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୧୬

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୮୧

କୋରାପୁଟ ଜିଲ୍ଲାରୁ- ୯

ମୟୂରଭଞ୍ଜ ଜିଲ୍ଲାରୁ- ୧୯

ନବରଙ୍ଗପୁର ଜିଲ୍ଲାରୁ- ୧୭

ନୟାଗଡ ଜିଲ୍ଲାରୁ- ୧୫

ନୂଆପଡା ଜିଲ୍ଲାରୁ- ୧୭

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୩୬

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୬୬

ଷ୍ଟେଟ ପୁଲରୁ- ୧୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୧୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୧୦ ଏବଂ ବର୍ତ୍ତମାନ ୩୯୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ଦେଶରେ ମଧ୍ୟ କମିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୮୩୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ-୧୯ ର ୧୪ ହଜାର ୮୩୦ ନୂତନ ମାମଲା ଆସିବା ସହିତ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୩୯ ଲକ୍ଷ ୨୦ ହଜାର ୪୫୧ କୁ ବୃଦ୍ଧି ପାଇଛି। ଏଥି ସହିତ, ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୫୦ ହଜାର ୮୭୭ ରୁ ୧ ଲକ୍ଷ ୪୭ ହଜାର ୫୧୨ କୁ ହ୍ରାସ ପାଇଛି। ଆଜି ସକାଳ ୮ ଟାରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟରୁ ଏହି ସୂଚନା ମିଳିଛି।

ଅପଡେଟ୍ ହୋଇଥିବା ତଥ୍ୟ ଅନୁଯାୟୀ ଦେଶରେ କରୋନା ସଂକ୍ରମଣ ହେତୁ ୩୬ ଜଣଙ୍କର ମୃତ୍ୟୁ ହୋଇଛି। ଯାହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୬ ହଜାର ୧୧୦ କୁ ବୃଦ୍ଧି ପାଇଛି।

ତଥ୍ୟ ଅନୁଯାୟୀ, ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୪ କୋଟି ୩୨ ଲକ୍ଷ ୪୬ ହଜାର ୮୨୯ ଲୋକ ସଂକ୍ରମଣରୁ ଉଦ୍ଧାର ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର: କମୁଛି କରୋନା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୬୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୮୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧୨

ଭଦ୍ରକ ଜିଲ୍ଲାରୁ- ୧୩

ବଲାଙ୍ଗୀରି ଜିଲ୍ଲାରୁ- ୯

ବୌଦ୍ଧ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୩୮

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧୦

ଯାଜପୁର ଜିଲ୍ଲାରୁ- ୮

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧୨

କନ୍ଧମାଳ ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୫୨

କୋରାପୁଟ ଜିଲ୍ଲାରୁ- ୧୫

ମୟୂରଭଞ୍ଜ ଜିଲ୍ଲାରୁ- ୭୮

ନବରଙ୍ଗପୁର ଜିଲ୍ଲାରୁ- ୬

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧୧

ସମ୍ବଲପୁର ଜିଲ୍ଲାରୁ- ୪୮

ସୋନପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ ଜିଲ୍ଲାରୁ- ୧୪୨

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୭ ହଜାର ୯୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୬୬୯ ଏବଂ ବର୍ତ୍ତମାନ ୭୦୫୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କ୍ରମାଗତ ୨ ଦିନ ପାଇଁ ୧ ହଜାର ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁଠି କେତେ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୨୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୪୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୪

ଭଦ୍ରକ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୮

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୩୫

ଦେବଗଡ ଜିଲ୍ଲାରୁ- ୫

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୨୧

ଯାଜପୁର ଜିଲ୍ଲାରୁ- ୨୧

ଝାରସୁଗୁଡା ଜିଲ୍ଲାରୁ- ୧୮

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୬

କେନ୍ଦ୍ରାପଡା ଜିଲ୍ଲାରୁ- ୧୮

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୩୬୧

କୋରାପୁଟ ଜିଲ୍ଲାରୁ- ୩

ମାଲକାନଗିରିରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୫୨

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧୮

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୪୪

ରାୟଗଡା ଜିଲ୍ଲାରୁ- ୧୩

ସମ୍ବଲପୁର ଜିଲ୍ଲାରୁ- ୫୮

ସୋନପୁର ଜିଲ୍ଲାରୁ- ୩୧

ସୁନ୍ଦରଗଡ ଜିଲ୍ଲାରୁ- ୧୧୧

ଷ୍ଟେଟ ପୁଲରୁ- ୭୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୮ ହଜାର ୨୪୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୬୮୩ ଏବଂ ବର୍ତ୍ତମାନ ୫୩୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତକାଲି ଅପେକ୍ଷା ଆଜି ୨୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୭୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୮୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୦୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୮

ବଲାଙ୍ଗୀରି ଜିଲ୍ଲାରୁ- ୪

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୧୧୫

ଦେବଗଡ ଜିଲ୍ଲାରୁ- ୮

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧୧

ଯାଜପୁର ଜିଲ୍ଲାରୁ- ୧୨

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୦୩

କୋରାପୁଟ ଜିଲ୍ଲାରୁ- ୧୦

ମୟୂରଭଞ୍ଜ ଜିଲ୍ଲାରୁ- ୧୬

ନବରଙ୍ଗପୁର ଜିଲ୍ଲାରୁ- ୭

ନୟାଗଡ ଜିଲ୍ଲାରୁ- ୧୧

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୩୬

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୬୫

ଷ୍ଟେଟ ପୁଲରୁ- ୬୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୫ ହଜାର ୩୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୨୭୦ ଏବଂ ବର୍ତ୍ତମାନ ୩୮୭୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ: କ୍ରମାଗତ ବଢିଚାଲିଛି ସଂକ୍ରମଣ, ଜାଣନ୍ତୁ ଆଜିର ରିପୋର୍ଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୦୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୧୦

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୯

ଯାଜପୁର ଜିଲ୍ଲାରୁ- ୧୦

କଳାହାଣ୍ଡି ଜିଲ୍ଲାରୁ- ୬

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୬

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୦୦

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୧୪

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୪୯

ଷ୍ଟେଟ ପୁଲରୁ- ୪୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୫୮୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୮୬୬ ଏବଂ ବର୍ତ୍ତମାନ ୩୫୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କ୍ରମାଗତ ତୃତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୭୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୬୮

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୫

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୫

କେନ୍ଦ୍ରପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୧୯

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୧୬

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୧୨

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୪୧

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୬୩

ଷ୍ଟେଟ ପୁଲରୁ- ୫୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୭୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୫୩୭ ଏବଂ ବର୍ତ୍ତମାନ ୩୩୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କ୍ରମାଗତ ଦ୍ଵିତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୬

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୧୮

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୮

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୫

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୨୦୪

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୭

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୩୭

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୨୦

ସୁନ୍ଦରଗଡ ଜିଲ୍ଲାରୁ- ୪୨

ଷ୍ଟେଟ ପୁଲରୁ- ୪୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୨୯୮ ଏବଂ ବର୍ତ୍ତମାନ ୩୦୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଚିନ୍ତା ବଢାଉଛି କରୋନା, ଆଜି ରାଜ୍ୟରେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୦୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୮୯

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୦

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୩୭

ମାଲକାନଗିରି ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୫୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୨ ହଜାର ୯୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୯୫୪ ଏବଂ ବର୍ତ୍ତମାନ ୨୭୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।