ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୧୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୨
ବରଗଡ ଜିଲ୍ଲାରୁ- ୭
ଭଦ୍ରକ ଜିଲ୍ଲାରୁ- ୨
କଟକ ଜିଲ୍ଲାରୁ- ୨୭
ଢେଙ୍କାନାଳ ଜିଲ୍ଲାରୁ- ୨
ଗଜପତି ଜିଲ୍ଲାରୁ- ୫
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୫
ଝାରସୁଗୁଡା ଜିଲ୍ଲାରୁ- ୪
କଳାହାଣ୍ଡି ଜିଲ୍ଲାରୁ- ୩
କେନ୍ଦ୍ରପଡା ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୫
ଖୋର୍ଦ୍ଧା ଜିଲ୍ଲାରୁ- ୩୬
ମୟୂରଭଞ୍ଜ ଜିଲ୍ଲାରୁ- ୯
ନବରଙ୍ଗପୁର ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୯
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୧୧
ରାୟଗଡା ଜିଲ୍ଲାରୁ-
ସମ୍ବଲପୁର ଜିଲ୍ଲାରୁ- ୧୧
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୩୨
ଷ୍ଟେଟ ପୁଲରୁ- ୯
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୧୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୫୦୪ ଏବଂ ବର୍ତ୍ତମାନ ୧୪୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।