ଆଜିର ଖବର ତୃତୀୟ ଦିନରେ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ ସହ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଭୁବନେଶ୍ବର: ଓଡ଼ିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ…