ଆଜିର ଖବର ଭୁବନେଶ୍ୱର ଠାରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଆଇଆଇଟିର ୫୫ତମ କାଉନସିଲ ବୈଠକ’ ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଆଇଆଇଟି ଭୁବନେଶ୍ୱର ଠାରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି)ର…