କାନଭାସରେ ୬୪ ଯୋଗିନୀ

ଭୁବନେଶ୍ୱର: ବୁଦ୍ଧ ଆର୍ଟ ଗ୍ୟାଲେରୀରେ ଶିଳ୍ପୀ, ଐତିହାସିକ ଏବଂ ଗବେଷକମାନଙ୍କ ମଧ୍ୟରେ ଜାତୀୟ ଭ୍ରାମ୍ୟମାଣ କଳା ପ୍ରଦର୍ଶନୀ ‘ଏକା-ଦି ୱାନ’ ଉଦ୍‌ଘାଟିତ ହୋଇଯାଇଛି। କଳାକାର ତଥା ସାମାଜିକ…