ଜାତୀୟ ଖବର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: କାଳିଆ ଯୋଜନାରେ ଭୂମିହୀନ କୃଷକ ପାଇଲେ ୩୮୬ କୋଟି ଟଙ୍କା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି ।…