ଆଜିର ଖବର ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର ଭୁବନେଶ୍ଵର: ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ କତାର ଦେଶରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ କୁନା ଖୁଣ୍ଟିଆଙ୍କ ମୃତ…