ଆଜିର ଖବର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୦, ୨୦୨୩ରେ) ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି…