ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଉପରେ ଘୋଷଣା, ଏବେ କୃଷକ ସାଥିଙ୍କ ଖର୍ଚ୍ଚ ପରିମାଣ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା…