ଆଜିର ଖବର ସୋଆ ପକ୍ଷରୁ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କୃଷି ପ୍ରଶକ୍ଷିଣ ଶିବିର ଆୟୋଜିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍)ର ଚତୁର୍ଥ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର, ଜଟଣୀ ଓ ବାଲିଅନ୍ତା ବ୍ଲକ୍ର…