ଆଜିର ଖବର ବିଶିଷ୍ଟ ସାମାଜିକ କର୍ମୀ ସ୍ୱର୍ଗତ କୁମାର କୃଷ୍ଣ ଚନ୍ଦ୍ର ରାୟଙ୍କ ଚତୁର୍ଥ ସ୍ମାରକୀ ବକ୍ତୃତାରେ ଯୋଗଦେଲେ ରାଜ୍ୟପାଳ ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ଆରଆଇଇ – ଏନସିଇଆରଟି କ୍ୟାମ୍ପସ୍ ଅଡିଟୋରିୟମଠାରେ ଅନୁଷ୍ଠିତ ଚତୁର୍ଥ କୁମାର କୃଷ୍ଣ ଚନ୍ଦ୍ର ରାୟ ସ୍ମାରକୀ ବକ୍ତୃତାରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଜ୍ୟପାଳ…