ବିଶେଷ ଖବର କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ କେନ୍ଦୁଝର: ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଆଜି କେନ୍ଦୁଝର ସର୍କିଟ ହାଉସଠାରେ ବନ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତି…