ଆଜିର ଖବର ଆଜି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ: ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ, ଅମିତ ଶାହା ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ, ଜେପି…