ଜାତୀୟ ଖବର ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ନୂଆଦିଲ୍ଲୀ: ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ କେନ୍ଦ୍ର ସରକାର ଏକାଧିକ ଯୋଜନାରେ ସହାୟତା ରାଶି ଯୋଗାଇ ଦେଇଛନ୍ତି। ୨୦୧୪-୧୫ରୁ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ…