ବିଶେଷ ଖବର କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ ଭୁବନେଶ୍ଵର: କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ ଅନୁଦାନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ସଂସଦରେ ଆଗତ 2026-27 ଆର୍ଥିକ ବର୍ଷର ସାଧାରଣ ବଜେଟରେ ଓଡ଼ିଶା…