ସିଲଙ୍ଗ୍: ଆମ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଆଇଡ଼ିଆ, ଇନୋଭେସନ ଏବଂ ଆକାଂକ୍ଷାର ଅପୂର୍ବ ସମାହାର ବୋଲି ଶନିବାର ମେଘାଳୟର ସିଲଙ୍ଗ୍ ସ୍ଥିତ ନର୍ଥ-ଇଷ୍ଟର୍ଣ୍ଣ ହିଲ୍ ୟୁନିଭର୍ସିଟିର ୨୭ତମ ସମାବର୍ତନ…
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର, ଆଜି ବିଜେପିର ପାଣିପାଗରେ ବଡ ପରିବର୍ତ୍ତନ ଘଟିଛି। ଦଳର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି…
ଭୁବନେଶ୍ବର, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଅଶ୍ବିନୀ ବୈଷ୍ଣବଙ୍କ କ୍ଷମତା ବୃଦ୍ଧି ଏବଂ ଧର୍ମେନ୍ଦ୍ରଙ୍କ ଶକ୍ତିହ୍ରାସ ପରେ ଚିନ୍ତାରେ ରାଜ୍ୟ ବିଜେପି। କାରଣ ହେଲା ବର୍ତ୍ତମାନ ଓଡିଶାର ବିଭିନ୍ନ ପୋଷ୍ଟର…
ଭୁବନେଶ୍ବର, ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ ଆଶାଥିଲା ପେଟ୍ରୋଲିୟମ ଆଉ ଇସ୍ପାତ ବିଭାଗ ଯାଉ ପଛେ ରାଜ୍ୟସଭାରେ ବିଜେପି ସଂସଦୀୟ ନେତା ପଦ ମିଳୁ। ହେଲେ ସେଥିରେ ମଧ୍ୟ…
ଭୁବନେଶ୍ବର, ଗତ ସାତ ତାରିଖରେ କେନ୍ଦ୍ରମନ୍ତ୍ରୀ ମଣ୍ଡଳର ଅଦଳବଦଳ ହୋଇଛି। ଏଥିରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପେଟ୍ରୋଲିୟମ ବିଭାଗରୁ ବଦଳାଇ ଶିକ୍ଷା ବିଭାଗ ଦିଆଯାଇଛି। ପୂର୍ବରୁ ସେ ପେଟ୍ରୋଲିୟମ…
ନୂଆଦିଲ୍ଲୀ, ବହୁଦିନ ଧରି କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ତଥା ସଂପ୍ରସାରଣ ହେବ ବୋଲି ଚର୍ଚ୍ଚା ଜାରି ରହିଛି। ବର୍ତ୍ତମାନ ଏହାର ବାସ୍ତବ ରୂପ ନେବା ପାଇଁ…
ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ବରର ବିମାନ ବନ୍ଦରରେ ବାତ୍ୟା ୟଶ କ୍ଷୟକ୍ଷତି ଉପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଷୀ…
କୋଲକାତା, ପଶ୍ଚିମବଂଗ ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଲି ଉପରକୁ ଆକ୍ରମଣ ହୋଇଛି । ଧର୍ମେନ୍ଦ୍ର ନନ୍ଦିଗ୍ରାମରେ ରାଲି କରି ଯାଉଥିବା ବେଳେ କେତେକ…
ନୂଆଦିଲ୍ଲୀ/ଭୁବନେଶ୍ୱର, ଆଲୁମିନିୟମ-ଏୟାର ବ୍ୟାଟେରୀ ଟେକ୍ନୋଲୋଜିକୁ ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍ ଷ୍ଟିନ୍ଞ୍ଜଙ୍କ ଉପସ୍ଥିତିରେ ଭିଡିଓ…
ନୂଆଦିଲ୍ଲୀ, ଜାତୀୟ ଇସ୍ପାତ ନୀତି ସୂଚୀତ କରେ ଯେ ସରକାର ଦୀର୍ଘକାଳନୀ ପରିକଳ୍ପନା ସୂତ୍ରରେ ଦେଶର ଇସ୍ପାତ କ୍ଷେତ୍ରକୁ ପ୍ରୋତ୍ସାହନ ଯୋଗାଇଦେବେ। ଆଜି ଲୋକସଭାରେ ଏକ ପ୍ରଶ୍ନର…