PIB_NEWS କୋଭିଡ ମୁକାବିଲା ନିମନ୍ତେ ରାଜ୍ୟଗୁଡିକ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା, ୮ କ୍ଷେତ୍ର ଉପରେ ଗୁରୁତ୍ବ ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏକ ନୂଆ ଯୋଜନା “ଭାରତ କୋଭିଡ-୧୯ ଜରୁରୀ ମୁକାବିଲା ଏବଂ…