ଆଞ୍ଚଳିକ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେମେଷ୍ଟ୍ରୀ ଫୋରମ୍ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହରରେ ଅବସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେମେଷ୍ଟ୍ରୀ ଫୋରମ୍ ର ବାର୍ଷିକ ଉତ୍ସବ ପାଳନ ହୋଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ସମାଧାନ ପଣ୍ଡାଙ୍କ…