ବିଶେଷ ଖବର ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାରା ଦେଶରେ କୋଭିଡ-୧୯ର…