ବିଶେଷ ଖବର ଓଡ଼ିଶାକୁ 1,700 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ ପ୍ରଧାନମନ୍ତ୍ରୀ ଭୁବନେଶ୍ଵର: ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସଂଯୋଗୀକରଣ ବୃଦ୍ଧି କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ, ମାନ୍ୟବର ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ 1,700 କୋଟିରୁ…