Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୬୧୫ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୮ ଟି ଲୋକାଲ କେସ୍‌ ରହିଛ। ୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୭୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, କଟକ ଜିଲ୍ଲାରୁ ୭୨, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୦, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୮ ଜଣ, ନୟାଗଡ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୯, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୬୫୨ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୨ ଟି ଲୋକାଲ କେସ୍‌ ରହିଛ। ୬୫୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୩୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୩୧ ଜଣ, କଟକ ଜିଲ୍ଲାରୁ ୭୦, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୯ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ ଜିଲ୍ଲାରୁ ୬, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୫ ଏବଂ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୮୨ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୫ ଟି ଲୋକାଲ କେସ୍‌ ରହିଛ। ୫୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୫୯୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୨ ଜଣ, କଟକ ଜିଲ୍ଲାରୁ ୪୬, ବାଲେଶ୍ଵର ଜିଲ୍ଲାରୁ ୧୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୭ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କ୍ବାରେଣ୍ଟିନ୍‌କୁ ଗଲେ 51 ଜଣ ଅମାନିଆ

ପାରାଦୀପ : 51 ଅମାନିଆ ପ୍ରବାସୀଙ୍କୁ କ୍ବାରେଣ୍ଟିନ୍‌ ପଠାଇଲା ପ୍ରଶାସନ । ଷଣ୍ଢକୁଦ ବସ୍ତିରୁ ଠାବ କରି ଆନ୍ଧ୍ରଫେରନ୍ତାଙ୍କୁ କ୍ବାରେଣ୍ଟିନ୍‌ କେନ୍ଦ୍ରକୁ ପଠାଯାଇଛି । ଆନ୍ଧ୍ରରୁ ଫେରି କ୍ବାରେଣ୍ଟିନ୍‌ ନ ରହି ସିଧା ଷଣ୍ଢକୁଦ ବସ୍ତିକୁ ଆସିଥିଲେ ପ୍ରବାସୀ । ବାରଣ କରିବାରୁ ଆଶା କର୍ମୀଙ୍କୁ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ମଧ୍ୟ ହୋଇଥିଲା ।  ଜଟାଧାର ମୁହାଣ ସାମୁଦ୍ରିକ ପୋଲିସ୍‌ ସହାୟତାରେ ପୌର ପ୍ରଶାସନ ଏହି ଅମାନିଆ ପ୍ରବାସୀଙ୍କୁ କ୍ବାରେଣ୍ଟିନ୍‌ ସେଣ୍ଟରକୁ ପଠାଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବାସୀଙ୍କ ଆଗମନ ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ପ୍ରବାସୀମାନଙ୍କୁ କ୍ବାରେଣ୍ଟିନରେ ରଖୁଛନ୍ତି । କିନ୍ତୁ କିଛି ପ୍ରବାସୀ ଏହାକୁ ନ ମାନି ମନମାନି କରୁଥିବାର ଅଭିଯୋଗ ହେଉଛି ।

Categories
ଆଜିର ଖବର ରାଜ୍ୟ ଖବର

ରିପୋର୍ଟ ନ ଆସିବା ଯାଏଁ କ୍ବାରେଣ୍ଟିନ୍‌ରେ ରହିବେ ପ୍ରବାସୀ : ଜିଲ୍ଲାପାଳ

ଜଗତସିଂହପୁର : ସ୍ବାବ୍‌ ରିପୋର୍ଟ ନ ଆସିବା ଯାଏଁ ଘରକୁ ଯିବା ମନା କରାଯାଇଛି। କ୍ବାରେଣ୍ଟିନ୍‌ରେ ରହୁଥିବା ପ୍ରବାସୀଙ୍କ ପ୍ରସଙ୍ଗରେ ଜଗତସିଂହପୁର ଜିଲ୍ଲା ପ୍ରତିକ୍ରିୟା ଦେଇଛନ୍ତି। ସ୍ବାବ୍‌ ରିପୋର୍ଟ ନ ଆସିବା ଯାଏଁ ପ୍ରବାସୀଙ୍କୁ ଘରକୁ ଛଡାଯିବନି ବୋଲି କହିଛନ୍ତି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ସାତଦିନିଆ କ୍ବାରେଣ୍ଟିନ୍‌ ଅବଧି ଶେଷ ପରେ ପ୍ରବାସୀ ଘରକୁ ପଳାଉଥିଲେ । ମାତ୍ର ସ୍ବାବ୍‌ ରିପୋର୍ଟ ଆସିବା ପରେ ପଜିଟିଭ୍‌ ସ୍ପଷ୍ଟ ନେଇ ଚିନ୍ତା ବଢୁଥିଲା। ରିପୋର୍ଟ ଆସିବା ପରେ ପ୍ରବାସୀଙ୍କୁ ଘରୁ ଆଣିବାକୁ ପଡୁଥିଲା। ଏନେଇ ଜିଲ୍ଲାପାଳ କଡା ନିୟମ କରିଛନ୍ତି । କ୍ବାରେଣ୍ଟାଇନ୍‌ ଅବଧି ଶେଷ ହେବା ପରେ ବି ସେମାନଙ୍କ ସ୍ବାବ୍‌ ରିପୋର୍ଟ ଆସିବା ପରେ ସେମାନଙ୍କୁ ଘରକୁ ଛଡାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

Categories
ଆଜିର ଖବର ରାଜ୍ୟ ଖବର

ସମସ୍ତ 6 ଆକ୍ରାନ୍ତ କୋଲାକତା ଫେରନ୍ତା

ଯାଜପୁର ଓ ଭଦ୍ରକରୁ ଚିହ୍ନଟ 6 ପଜିଟିଭ୍ କୋଲକାତା ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଭଦ୍ରର ଦୁଇ ଆକ୍ରାନ୍ତ ପୁରୁଷ । ସେମାନଙ୍କ ବୟସ ଯଥାକ୍ରମେ 45 ଓ 55 ବର୍ଷ ବୋଲି ଜଣାପଡିଛି । ଉଭୟଙ୍କ ମଧ୍ୟରୁ ଜଣେ ଧାମନଗର ଓ ଜଣେ ବାସୁଦେବପୁରର ବୋଲି ଜଣାପଡିଛି । ଯାଜପୁରର ସମସ୍ତ ଚାରି ଆକ୍ରାନ୍ତ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 48,55,60 ଓ 62 ବୋଲି ଜଣାପଡିଛି । ସମେସ୍ତ କ୍ବାରେଣ୍ଟିନ୍‌ରେ ଥିଲେ, ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।ଏହି 6 ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 169ରେ ପହଞ୍ଚିଛି । ତେବେ ପ୍ରଥମ ଜିଲ୍ଲା ଭାବରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା 50 ଅତିକ୍ରମ କରିଛି । ଯାଜପୁରରେ ସମୁଦାୟ 52 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା 21 ଛୁଇଁଛି ।