ଆଜିର ଖବର ଅନଲାଇନ ଗେମରେ କ୍ରିକେଟ ବେଟିଂ: ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ଭୁବନେଶ୍ଵର: ଅନଲାଇନ ଗେମରେ କ୍ରିକେଟ ବେଟିଂ ମାଧ୍ୟମରେ ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ଦୁଇଜଣଙ୍କୁ ଗିରଫ କରିଛି।…