ଆଜିର ଖବର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୧ତମ କ୍ରୀଡ଼ା ଉତ୍ସବ ଉଦ୍ଯାପିତ ଭୁବନେଶ୍ୱର: ଦୃଢ଼ ଇଚ୍ଛାଶକ୍ତି ଆଉ ସଂକଳ୍ପଭରା ଆଭିମୁଖ୍ୟ ଆମକୁ ଆମର ଲକ୍ଷ୍ୟପଥରେ ପହଞ୍ଚାଇପାରେ ବୋଲି ଭାରତୀୟ ଦୃଷ୍ଟିବାଧିତ କ୍ରିକେଟର ମହମ୍ମଦ ଜାଫର୍ ଇକ୍ବାଲ ମତବ୍ୟକ୍ତ କରିଛନ୍ତି। ଭାରତକୁ…