ଆଜିର ଖବର ଅତ୍ୟାଧୁନିକ ପ୍ରତ୍ନତାତ୍ତ୍ୱିକ ଅନୁଭୂତି ସଂଗ୍ରହାଳୟକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଗୁଜରାଟର ବଡନଗରଠାରେ ଥିବା ପ୍ରତ୍ନତାତ୍ତ୍ୱିକ ଅନୁଭୂତି ସଂଗ୍ରହାଳୟ, ପ୍ରେରଣା କମ୍ପ୍ଲେକ୍ସ ଏବଂ କ୍ରୀଡ଼ା କମ୍ପ୍ଲେକ୍ସକୁ ଉଦଘାଟନ…