କ୍ଲଷ୍ଟର ବୈଠକ

ରଣପୁର: ଗଣଶିକ୍ଷା ବିଭାଗ ଓଡ଼ିଶାର ନିର୍ଦ୍ଦେଶ ଅନୁଯାୟୀ ଆଜି ସାରା ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…