ଜାତୀୟ ଖବର କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ ଭୁବନେଶ୍ବର: ବାରିପଦାର ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ (MSCB) ବିଶ୍ୱବିଦ୍ୟାଳୟର ବାୟୋଟେକ୍ନୋଲୋଜି ବିଭାଗର ଗବେଷକମାନେ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନରେ ମିଳୁଥିବା ଲାଇକେନ୍ରେ ଗୁରୁତ୍ୱପୂର୍ଣ୍ଣ କର୍କଟ…