Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ ଦାବିରେ ଆଲୋଚନା ଲାଗି ସମୟ ମାଗିଲା ମହାସଂଘ

ଭୁବନେଶ୍ୱର: ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ହେବା ଲାଗି ଆଲୋଚନା ପାଇଁ ସମୟ ଦେବାକୁ ଅନୁରୋଧ କରିଛନ୍ତି ମହାସଂଘ ସଭାପତି ବିଜୟ ମଲ୍ଲ।

ମହାସଂଘ ରାଜ୍ୟ ସରକାରଙ୍କୁ ବହୁବାର ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କର୍ମଚାରୀମାନଙ୍କ ସ୍ୱାସ୍ଥ୍ୟ କାର୍ଡ ବାବଦରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରାୟତ ଉଦ୍ୟୋଗରେ କର୍ମଚାରୀକୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବାବେଳେ ଓଡିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି।

ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ବା ସ୍ୱାସ୍ଥ୍ୟ ବୀମା ସବୁ ସରକାରୀ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁ ନହୋଇଥିବାରୁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟସରକାରଙ୍କ ଉଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଟ୍ଵିର୍ଟର, ଫେସବୁକ୍‌ ଓ ସୋସିଆଲ ମିଡିଆ ମାଧ୍ୟମରେ ଜାହିର କରିବା ସହ ରାଜ୍ୟସରକାରଙ୍କୁ ଅନୁରୋଧ କରିଥିଲେ କି ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।

ପ୍ରକାଶଥାଉକି ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩କୋଟି ୪୬ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଥିବାବେଳେ ଓଡିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର କର୍ମଚାରୀ ସ୍ୱାସ୍ଥ୍ୟ ଯୋଜନାରୁ ବଞ୍ଚିତ ହଉଛନ୍ତି।

ସରକାରଙ୍କ ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି କ୍ୟାସଲେସ ଯୋଜନାକୁ ଲାଗୁ କରିବା ନିମନ୍ତେ ଆଜି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବକୁ ଓଡିଶାର ୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରିବାସହ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ କରାଯିବା ପାଇଁ ନିଷ୍ପତି ନିଆଯାଇଛି।

ଯଦି ରାଜ୍ୟସରକାର ଏକ ମାସ ମଧ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀ ମାନଙ୍କ କ୍ଷେତ୍ର ରେ ଲାଗୁ ନକରନ୍ତି, ଏକ ବୃହତ ଆନ୍ଦୋଳନ ଭୁବନେଶ୍ୱର ଠାରେ କରାଯିବ ବୋଲି ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ମହାସଚିବ ଅଶ୍ବିନୀ ମିଶ୍ର, ପ୍ରଦୀପ ପ୍ରଧାନ, ଶ୍ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ତୁଷାର କାନ୍ତ ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ପ୍ରଶାନ୍ତ ରାଉରାୟ, ମନୋଜ ଜେନା, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

୧୪ ଦିନରେ ଓଡ଼ିଶା କର୍ମଚାରୀଙ୍କ ଡିଜିଟାଲ୍ ଆନ୍ଦୋଳନ: କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ଦାବି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ ପାଇଁ ବିଭିନ୍ନ ପର୍ଯ୍ୟାୟରେ ଅନୁରୋଧ କରିଥିଲେ ବି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଉନାହାଁନ୍ତି। ନିକଟରେ ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ ୪୨ଟି ବିଭାଗରେ କାମ କରୁଥିବା ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ସାମିଲ୍ ହୋଇନାହାଁନ୍ତି।

ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। କେନ୍ଦ୍ର ସରକାର ତାଙ୍କ କର୍ମଚାରୀମାନଙ୍କ ପାଇଁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ପ୍ରଦାନ କରୁଛନ୍ତି ତା’ସହିତ ସମସ୍ତ ଭାରତୀୟ ପ୍ରଶାସନ ସେବା ଅଧିକାରୀମାନେ (ଆଇ.ଏ.ଏସ୍‌.) ସୁବିଧା ପାଉଥିବା ବେଳେ ଓଡ଼ିଶାର କର୍ମଚାରୀମାନେ ବାଦ୍ ପଡୁଛନ୍ତି। ନିକଟରେ ଝାଡ଼ଖଣ୍ଡ ସରକାର ତାଙ୍କ ଅଧିନସ୍ଥ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଘୋଷଣା କରିଛନ୍ତି।

ପୂର୍ବରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲ୍‌ନାଡୁ, ହିମାଚଳ ପ୍ରଦେଶ, କେରଳ ରାଜ୍ୟ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲ୍‌ଥ କାର୍ଡ ଘୋଷଣା କରିସାରିଛନ୍ତି। ସରକାରଙ୍କ ପ୍ରଚଳିତ ଆର.ସି.ଏମ୍‌. ଯୋଜନା ଉଚ୍ଛେଦ କରି କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ ଲାଗୁ ପାଇଁ ସବୁଆଡ଼େ ଆଲୋଚନା ଚାଲିଛି। ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ପାଞ୍ଚଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ତିନି ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ପ୍ରକାଶଥାଉକି, ମାନ୍ୟବର ମୁଖ୍ୟମନ୍ତ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାଁନ୍ତି । ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସଂଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଏହି ପ୍ଲାକାର୍ଡ  ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ, ତା’ ପରବର୍ତ୍ତୀ କାର୍ଯ୍ୟକ୍ରମ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବେ। ଯଦି ସରକାର ନ ଶୁଣନ୍ତି କଳାବ୍ୟାଚ ପିନ୍ଧି କର୍ମଚାରୀମାନେ କାମ କରିବେ।

ଯଦି ରାଜ୍ୟ ସରକାର ଏକ ମାସ ଭିତରେ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ କରନ୍ତି, ଏକ ବୃହତ୍ ଆନ୍ଦୋଳନ ଭୁବନେଶ୍ୱରସ୍ଥ ଗାନ୍ଧୀମାର୍ଗରେ ୨୫୦ରୁ ଊର୍ଦ୍ଧ୍ୱ ସଙ୍ଗଠନ ମିଳିତ ଭାବେ ଆନ୍ଦୋଳନ କରିବେ ବୋଲି ମହାସଂଘର ସଭାପତି ବିଜୟ ମଲ୍ଲ, ଅଶ୍ୱିନୀ ମିଶ୍ର, ପ୍ରଭାତ ମହାନ୍ତି, ପ୍ରଦୀପ ପ୍ରଧାନ, ଶୁଭ୍ରଜିତ୍ ପ୍ରତିହାରୀ, ପ୍ରଶାନ୍ତ ରାଉତରାୟ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ସୁଧାଂଶୁ ପାତ୍ର, ରଶ୍ମି ପାଢୀ, ତୁଷାରକାନ୍ତି ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ଆଦିତ୍ୟନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ, ବିପିନ୍ ବିହାରୀ ପରିଡ଼ା ପ୍ରମୁଖ ପ୍ରେସ୍ ବିବୃତ୍ତିରେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପଞ୍ଚାୟତରୁ ଲୋକସଭା ଭବନ ଯାଏ ଉଠିଲା ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଦାବି 

ଭୁବନେଶ୍ୱର: ଆଜି ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। ନିକଟରେ ଝାଡ଼ଖଣ୍ଡ ସରକାର ତାଙ୍କ ଅଧିନସ୍ଥ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଘୋଷଣା କରିଛନ୍ତି।

ପୂର୍ବରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲ୍‌ନାଡୁ, ହିମାଚଳ ପ୍ରଦେଶ, କେରଳ ରାଜ୍ୟ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲ୍‌ଥ କାର୍ଡ ଘୋଷଣା କରିସାରିଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ ବି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇନାହାଁନ୍ତି।

ନିକଟରେ ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ ୪୨ଟି ବିଭାଗରେ କାମ କରୁଥିବା ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ସାମିଲ୍ ହୋଇନାହାଁନ୍ତି। ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ପାଞ୍ଚଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ତିନି ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ପ୍ରକାଶଥାଉକି, ମାନ୍ୟବର ମୁଖ୍ୟମନ୍ତ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାଁନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସଂଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଏହି ପ୍ଲାକାର୍ଡ  ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ, ତା’ ପରବର୍ତ୍ତୀ କାର୍ଯ୍ୟକ୍ରମ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବେ। ଯଦି ସରକାର ନ ଶୁଣନ୍ତି କଳାବ୍ୟାଚ ପିନ୍ଧି କର୍ମଚାରୀମାନେ କାମ କରିବେ। ଯଦି ରାଜ୍ୟ ସରକାର ଏକ ମାସ ଭିତରେ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ କରନ୍ତି, ଏକ ବୃହତ୍ ଆନ୍ଦୋଳନ ଭୁବନେଶ୍ୱରସ୍ଥ ଗାନ୍ଧୀମାର୍ଗରେ ୨୫୦ରୁ ଊର୍ଦ୍ଧ୍ୱ ସଙ୍ଗଠନ ମିଳିତ ଭାବେ ଆନ୍ଦୋଳନ କରିବେ ବୋଲି ମହାସଂଘର ସଭାପତି ବିଜୟ ମଲ୍ଲ, ଅଶ୍ୱିନୀ ମିଶ୍ର, ପ୍ରଭାତ ମହାନ୍ତି, ପ୍ରଦୀପ ପ୍ରଧାନ, ଶୁଭ୍ରଜିତ୍ ପ୍ରତିହାରୀ, ପ୍ରଶାନ୍ତ ରାଉତରାୟ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ସୁଧାଂଶୁ ପାତ୍ର, ରଶ୍ମି ପାଢୀ, ତୁଷାରକାନ୍ତି ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ଆଦିତ୍ୟନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ, ବିପିନ୍ ବିହାରୀ ପରିଡ଼ା ପ୍ରମୁଖ ପ୍ରେସ୍ ବିବୃତ୍ତିରେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସ୍ୱାସ୍ଥ୍ୟ ବୀମା ଲାଗୁ ହେଉ ନ ଥିବାରୁ କର୍ମଚାରୀ ମନରେ ଅସନ୍ତୁଷ୍ଟର ନିଆଁ: ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବ ମହାସଂଘ

ଭୁବନେଶ୍ୱର: ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବକୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ ଲାଗି ମହାସଙ୍ଘ ଅନୁରୋଧ କରିଥିଲେ ମଧ୍ୟ ରାଜ୍ୟ ସରକାର କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ବୀମା ବାବଦରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। ବିଭିନ୍ନ ରାଜ୍ୟ, କେନ୍ଦ୍ର ସରକାର ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀକୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି।

ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ବା ସ୍ୱାସ୍ଥ୍ୟ ବୀମା ସବୁ ସରକାରୀ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁ ନହୋଇଥିବାରୁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟସରକାରଙ୍କ ଉଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଟ୍ଵିର୍ଟର, ଫେସବୁକ୍‌ ଓ ସୋସିଆଲ ମେଡ଼ିଆ ମାଧ୍ୟମରେ ଜାହିର କରୁଛନ୍ତି। ସରକାରଙ୍କୁ ଅନୁରୋଧ କି ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ନିଷ୍ପତିକ୍ରମେ ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩କୋଟି ୪୬ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଏବଂ ସରକାରୀ ହସ୍ପିଟାଲ ରେ ଚିକିତ୍ସା ସୁବିଧା ପାଇବେ। କିନ୍ତୁ ଦୁଃଖ ବିଷୟ ଓଡିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର କର୍ମଚାରୀ ଏହି ଯୋଜନାରେ ସାମିଲ ହୋଇନାହାନ୍ତି।

ସରକାରଙ୍କ ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ନିମନ୍ତେ ଆଜି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବକୁ ଓଡିଶାର ୫ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ସଙ୍ଘର ନିଷ୍ପତି ଅନୁଯାୟୀ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଏପରି ପ୍ଲାକାର୍ଡ ମାଧ୍ୟମରେ ରାଜ୍ୟସରକାରଙ୍କୁ ଅନୁରୋଧ କରାଯିବ ଏବଂ ପରବର୍ତ୍ତୀ କାର୍ଯ୍ୟକ୍ରମ ହିସାବରେ କଳାବ୍ୟାଚ ପିନ୍ଧି ସମସ୍ତେ କାର୍ଯ୍ୟ କରିବେ ଏବଂ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ କରାଯିବ। ଯଦି ରାଜ୍ୟସରକାର ଏକ ମାସ ମଧ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀ ମାନଙ୍କ କ୍ଷେତ୍ର ରେ ଲାଗୁ ନକରନ୍ତି, ଏକ ବୃହତ ଗାନ୍ଧୀ ମାର୍ଗରେ କରାଯିବ ବୋଲି ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ଅଶ୍ବିନୀ ମିଶ୍ର, ପ୍ରଦୀପ ପ୍ରଧାନ, ଶ୍ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ତୁଷାର କାନ୍ତ ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ପ୍ରଶାନ୍ତ ରାଉରାୟ, ମନୋଜ ଜେନା, ସୁଧାଂଶୁ ପତ୍ର, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନିତା ବେହେରା, ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଓଡିଶାର ସମସ୍ତ ସରକାରୀ କର୍ମଚାରୀ ମୁଖ୍ୟମନ୍ତ୍ରୀକୁ କର୍ମଚାରୀ ମାନଙ୍କ ନିମନ୍ତେ “କ୍ୟାସଲେସ୍ ହେଲଥ୍ କାର୍ଡ” ଲାଗୁ କରାଯିବାକୁ ଅନୁରୋଧ କରୁଛନ୍ତି

Categories
ଆଜିର ଖବର ରାଜ୍ୟ ଖବର

କେବେ ମିଳିବ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ?: ସରକାରଙ୍କ ଘୋଷଣା ଅପେକ୍ଷାରେ ସରକାରୀ କର୍ମଚାରୀ

ଭୁବନେଶ୍ୱର: ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବକୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ କରିବା ଲାଗି ଦାବିପତ୍ର ଦେଇଥିଲେ ମଧ୍ୟ ରାଜ୍ୟ ସରକାର କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ବୀମା ବାବଦରେ କୌଣସି ନିଷ୍ପତି ନେଇନାହାନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀକୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି।

ଆଜି ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ବା ସ୍ୱାସ୍ଥ୍ୟ ବୀମା ସବୁ ସରକାରୀ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁ ନହୋଇଥିବାରୁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଟ୍ଵିର୍ଟର, ଫେସବୁକ୍‌ ଓ ସୋସିଆଲ ମେଡ଼ିଆ ମାଧ୍ୟମରେ ଜାହିର କରୁଛନ୍ତି। ରାଜ୍ୟସରକାରଙ୍କୁ ଅନୁରୋଧ କରିଥିଲେ କି ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ନିଷ୍ପତିକ୍ରମେ ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩କୋଟି ୪୬ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଏବଂ ସରକାରୀ ହସ୍ପିଟାଲ ରେ ଚିକିତ୍ସା ସୁବିଧା ପାଇବେ। କିନ୍ତୁ ଦୁଃଖ ବିଷୟ ଓଡିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର କର୍ମଚାରୀ ଏହି ଯୋଜନାରେ ସାମିଲ ହୋଇନାହାନ୍ତି।

ସରକାରଙ୍କ ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ନିମନ୍ତେ ଆଜି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ,ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବକୁ ଓଡିଶାର ୫ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ସଙ୍ଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଏପରି ପ୍ଲାକାର୍ଡ ମାଧ୍ୟମରେ ରାଜ୍ୟସରକାରଙ୍କୁ ଅନୁରୋଧ କରାଯିବ, ଏବଂ ପରବର୍ତୀ କାର୍ଯ୍ୟକ୍ରମ ହିସାବରେ କଳାବ୍ୟାଚ ପିନ୍ଧି ସମସ୍ତେ କାର୍ଯ୍ୟ କରିବେ ଏବଂ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ କରାଯିବ। ଯଦି ରାଜ୍ୟସରକାର ଏକ ମାସ ମଧ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀ ମାନଙ୍କ କ୍ଷେତ୍ର ରେ ଲାଗୁ ନକରନ୍ତି, ଏକ ବୃହତ ଆନ୍ଦୋଳନ ପଞ୍ଚାୟତ ଠାରୁ ଲୋକସଭା ଭବନ ପର୍ଯ୍ୟନ୍ତ କରାଯିବ ବୋଲି ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ ,ଅଶ୍ବିନୀ ମିଶ୍ର,ପ୍ରଦୀପ ପ୍ରଧାନ,ଶ୍ଶୁଭ୍ରଜିତ ପ୍ରତିହାରୀ,ରାଜେନ୍ଦ୍ର ମଲ୍ଲିକ,ଅନ୍ତର୍ଯ୍ୟାମୀ ଲେଙ୍କା,କ୍ଷୀତିଶ ପଣ୍ଡା, ତୁଷାର କାନ୍ତ ରାଉତ,ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ,ପ୍ରଶାନ୍ତ ରାଉରାୟ, ମନୋଜ ଜେନା ,ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା,ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତି ମାଧ୍ୟମରେ ଓଡିଶାର ସମସ୍ତ ସରକାରୀ କର୍ମଚାରୀ ମାନ୍ୟବର ମୁଖ୍ୟମନ୍ତ୍ରୀକୁ କର୍ମଚାରୀ ମାନଙ୍କ ନିମନ୍ତେ “କ୍ୟାସଲେସ୍ ହେଲଥ୍ କାର୍ଡ” ଲାଗୁ କରାଯିବାକୁ ଅନୁରୋଧ କରୁଛନ୍ତି

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସରକାରୀ କର୍ମଚାରୀକୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଦାବି: ସୋସିଆଲ ମେଡିଆ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ନିବେଦନ

ଭୁବନେଶ୍ୱର: ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବକୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ କରିବା ଲାଗି ଦାବିପତ୍ର ଦେଇଥିଲେ ମଧ୍ୟ ରାଜ୍ୟ ସରକାର କର୍ମଚାରୀ ମାନଙ୍କ ସ୍ୱାସ୍ଥ୍ୟ ବୀମା ବାବଦରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀକୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି।

ଆଜି ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ବା ସ୍ୱାସ୍ଥ୍ୟ ବୀମା ସବୁ ସରକାରୀ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁ ନହୋଇଥିବାରୁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟସରକାରଙ୍କ ଉଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଟ୍ଵିର୍ଟର ,ଫେସବୁକ୍‌ ଓ ସୋସିଆଲ ମେଡ଼ିଆ ମାଧ୍ୟମରେ ଜାହିର କରୁଛନ୍ତି। ରାଜ୍ୟସରକାରଙ୍କୁ ଅନୁରୋଧ କରିଥିଲେ କି ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ନିଷ୍ପତିକ୍ରମେ ରାଜ୍ୟରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩କୋଟି ୪୬ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଏବଂ ସରକାରୀ ହସ୍ପିଟାଲ ରେ ଚିକିତ୍ସା ସୁବିଧା ପାଇବେ। କିନ୍ତୁ ଦୁଃଖ ବିଷୟ ଓଡିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର କର୍ମଚାରୀ ଏହି ଯୋଜନାରେ ସାମିଲ ହୋଇନାହାନ୍ତି। ସରକାରଙ୍କ ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ନିମନ୍ତେ ଆଜି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ,ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବକୁ ଓଡିଶାର ୫ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ସଙ୍ଘର ନିଷ୍ପତି ଅନୁଯାୟୀ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ଏପରି ପ୍ଲାକାର୍ଡ ମାଧ୍ୟମରେ ରାଜ୍ୟସରକାରଙ୍କୁ ଅନୁରୋଧ କରାଯିବ, ଏବଂ ପରବର୍ତୀ କାର୍ଯ୍ୟକ୍ରମ ହିସାବରେ କଳାବ୍ୟାଚ ପିନ୍ଧି ସମସ୍ତେ କାର୍ଯ୍ୟ କରିବେ ଏବଂ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ କରାଯିବ। ଯଦି ରାଜ୍ୟସରକାର ଏକ ମାସ ମଧ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀ ମାନଙ୍କ କ୍ଷେତ୍ର ରେ ଲାଗୁ ନକରନ୍ତି, ଏକ ବୃହତ ଆନ୍ଦୋଳନ ପଞ୍ଚାୟତ ଠାରୁ ଲୋକସଭା ଭବନ ପର୍ଯ୍ୟନ୍ତ କରାଯିବ ବୋଲି ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ଅଶ୍ବିନୀ ମିଶ୍ର, ପ୍ରଦୀପ ପ୍ରଧାନ, ଶ୍ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ତୁଷାର କାନ୍ତ ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ପ୍ରଶାନ୍ତ ରାଉରାୟ, ମନୋଜ ଜେନା, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଓଡିଶାର ସମସ୍ତ ସରକାରୀ କର୍ମଚାରୀ ମାନ୍ୟବର ମୁଖ୍ୟମନ୍ତ୍ରୀକୁ କର୍ମଚାରୀ ମାନଙ୍କ ନିମନ୍ତେ “କ୍ୟାସଲେସ୍ ହେଲଥ୍ କାର୍ଡ” ଲାଗୁ କରାଯିବାକୁ ଅନୁରୋଧ କରୁଛନ୍ତି

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ପାଇଁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ଉଠିଲା ଦାବି 

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ କି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।

ଗତକାଲି ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ସାମିଲ୍ ହୋଇନାହାଁନ୍ତି। ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ପାଞ୍ଚଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ତିନି ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ପ୍ରକାଶଥାଉକି, ମାନ୍ୟବର ମୁଖ୍ୟମନ୍ତ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାଁନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସଂଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଏହି ପ୍ଲାକାର୍ଡ  ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ, ତା’ ପରବର୍ତ୍ତୀ କାର୍ଯ୍ୟକ୍ରମ ହିସାବରେ କଳାବ୍ୟାଚ୍ ପିନ୍ଧି ସମସ୍ତେ କାର୍ଯ୍ୟ କରିବେ ଏବଂ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବ।  ଯଦି ରାଜ୍ୟ ସରକାର ଏକ ମାସ ଭିତରେ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ କରନ୍ତି, ଏକ ବୃହତ୍ ଆନ୍ଦୋଳନ ପଞ୍ଚାୟତଠାରୁ ଲୋକସେବା ଭବନ ପର୍ଯ୍ୟନ୍ତ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଗଲା।

ସାମ୍ବାଦିକ ସମ୍ମିଳନୀରେ ମହାସଂଘର ଅବାହକ ବିଜୟ ମଲ୍ଲ, ପ୍ରଭାତ ମହାନ୍ତି, ଅଶ୍ୱିନୀ ଦାସ, ପ୍ରଦୀପ ପ୍ରଧାନ, ସୁଧାଂଶୁ ପାତ୍ର, କ୍ଷୀତିଶ ପଣ୍ଡା, ପ୍ରଶାନ୍ତ ରାଉତରାୟ, ସୁଭ୍ରଜିତ୍ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ପ୍ରଶାନ୍ତ ରାଉତରାୟ, ପ୍ରଭାତ ତିୱାରୀ, ରାଜେଶ ମହାନ୍ତି, ବଙ୍କିମ୍ ସାଗର, ଖଗେନ୍ଦ୍ର ପାଲ୍‌, ସୁଶାନ୍ତ ବେହେରା, ବିକ୍ରମ ରଥ, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା, ଶ୍ରୀକାନ୍ତ ବାରିକ, ଡ. ଅଜୟ ଜେନା,ରଶ୍ମିରଂଜନ ପାଢୀ, ଗୁରୁ ଗୋବିନ୍ଦ ଦଳାଇ, ଅନ୍ତର୍ଯ୍ୟାମୀ ଲେଙ୍କା, ମନୋଜ ଜେନା, ବିନୋଦ ବଳ, ଶିବଶଙ୍କର ସାହୁ, ବବୁଲ୍ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।