ଆଞ୍ଚଳିକ ଟାଙ୍ଗୀ: କୟଥପଲ୍ଲା ସ୍ଥିତ ଫାଲକନ ଫିଡ଼ସରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ଆତ୍ମହତ୍ୟା ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା କୟଥପଲ୍ଲା ସ୍ଥିତ ଫାଲକନ ଫିଡ଼ସରେ ଜଣେ କାର୍ଯ୍ୟରତ ଶ୍ରମିକ ଆତ୍ମହତ୍ୟା କରିଥିବାର ଖବର ହସ୍ତଗତ ହୋଇଛି। ଶ୍ରମିକଙ୍କ…