ଆଜିର ଖବର କଟକ ସାଂସଦ ଏବଂ ଖଣ୍ଡପଡ଼ା ବିଧାୟକଙ୍କ ଦ୍ବାରା ବିଭିନ୍ନ ସ୍ଥାନରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଭୁବନେଶ୍ଵର: କଟକ ଲୋକସଭା ସାଂସଦଙ୍କ ଦ୍ବାରା ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁଙ୍କ…