ଖରିଫ ଋତୁ ୨୦୨୬-୨୭

ଭୁବନେଶ୍ୱର: ଖରିଫ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଚାଷୀ ସାମିଲ ହେବା ନିମନ୍ତେ ସରକାର ବିଶେଷ ଧ୍ୟାନ ଦେଇଛନ୍ତି। ଏଥିନିମନ୍ତେ ଜାରି…